ଗଞ୍ଜାମ

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ ଉଠାଇବା ପରେ ଏବେ ପୋଲିସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲା…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ (TLM) କର୍ମଶାଳା ଗୁରୁବାର ସଫଳତାର ସହ ଉଦଯାପିତ ହୋଇଯାଇଛି। ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ନନ୍ଦକିଶୋର ଶବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଶିକ୍ଷା ଓ ସଂସ୍କୃତିର…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର ଟାଣୁଆ ଯୁବ ନେତା ସୁରେଶ ରେଡ୍ଡିଙ୍କୁ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ ନବରାତ୍ରୀ ପର୍ବ। ଚୈତ୍ର ଯାତ୍ରା ଚାଲିଥିବା ସମୟରେ ଏହି ନବରାତ୍ରୀ ପୂଜା ଭକ୍ତଙ୍କ…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’ ପାଇଁ ମନୋନୀତ ହୋଇଛନ୍ତି। ୨୦୨୫-୨୬ ବର୍ଷ ପାଇଁ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଦିବ୍ୟାଙ୍ଗଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସେ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଖବର ପାଇ ବୁଗୁଡ଼ା…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ ଏସିଏଫ୍‌ ବିବେକ ଦାସ ଉଦଘାଟନ କରିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ଓ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ କଇଁଛଙ୍କ ସାମୁହିକ ଅଣ୍ଡାଦାନ ହୋଇଥିବା ଜଣାପଡିଛି l ଚତୁର୍ଥ ରାତିରେ ୫୨,୯୦୦ କଇଁଚ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ ଏସିଏଫ ବିବେକ ଦାସ ଉଦଘାଟନ କରିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ଓ କଣ୍ଟେଇପଲ୍ଲୀ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିବା ପରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?