ଖଜଣା ପୌଠ ନ କରି ବାଲି ଉଠାଣ: ଅତର୍କିତ ଚଢାଉ କରି ଘାଟକୁ ସିଲ କଲା ଖଣିବିଭାଗ
ପୁରୁଷୋତ୍ତମପୁର,୧ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ରୁଷିକୁଲ୍ଯା ନଦୀର ବାଲିଘାଟ ମାନଙ୍କ ଉପରେ ରବିବାର ପୋଲିସ ଓ ଖଣି ବିଭାଗ ପକ୍ଷରୁ ମିଳିତ ଭାବରେ ଅତର୍କିତ ଚଢାଉ କରାଯାଇଛି। ଏହି ସମୟରେ କନକା ବାଲିଘାଟର ଲିଜଧାରୀ କୃପାସିନ୍ଧୁ ମୁଦୁଲି…
ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ବ୍ରହ୍ମପୁର,୧।୬: ପୁଣି ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍. ଦିଲ୍ଲୀପ କୁମାର ଚୌଧୁରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଯନ୍ତୀଙ୍କ ଆୟଠାରୁ ୧୧୯ ପ୍ରତିଶତ ଅଧିକ ସମ୍ପତ୍ତି…
ଗଣ ଆନ୍ଦୋଳନ ପାଇଁ ସିପିଆଇର ନିଷ୍ପତ୍ତି: ଜାତୀୟ-ରାଜ୍ୟ ରାଜନୈତିକ ପରିସ୍ଥିତିକୁ ନେଇ ଆଗାମୀ ଦିନରେ…
ଦିଗପହଣ୍ଡି,୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ବଡ଼ଖେମୁଣ୍ଡି ଜୋନାଲ କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀ ପ୍ରାରମ୍ଭରେ ବରିଷ୍ଠ କମ୍ୟୁନିଷ୍ଟ ନେତା କମ୍ରେଡ୍ ବୃନ୍ଦାବନ…
ଫରେଷ୍ଟ କମିଶନ ଗଠନ ଦାବି ନେଇ ଏକାଠି ହେଲେ ବନ କର୍ମଚାରୀ
ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍ ବନ ସେବା ସଂଘ ବ୍ରହ୍ମପୁର ଜୋନ୍ ପକ୍ଷରୁ ରବିବାର ଭଞ୍ଜନଗର ଲାଲସିଂ ନର୍ସରୀ ପରିସରରେ ଏକ ବୈଠକ ହୋଇଥିଲା। ସଭା ପ୍ରାରମ୍ଭରେ ଶିକାରୀ ମାନକ ଗୁଳିରେ ନିହତ ହୋଇଥିବା ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ…
ଫାସିଗୁଡ଼ା ଗାଁରେ ଆଧ୍ୟାତ୍ମିକ ମହୋତ୍ସବ: ଗାଁ ଉତ୍ସବମୁଖର
ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡା ଗ୍ରାମରେ ଆରମ୍ଭ ହୋଇଛି ଆଧ୍ୟାତ୍ମିକ ମହୋତ୍ସବ। ଗ୍ରାମର ନୂଆସାହିଠାରେ ଶ୍ରୀ ସିଦ୍ଧବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉପଲକ୍ଷେ ସମଗ୍ର ଗାଁ ଉତ୍ସବମୁଖର ହୋଇଉଠିଛି। ରବିବାର ଠାରୁ ମହାଯଜ୍ଞ ଶୁଭାରମ୍ଭ ହୋଇଛି।…
ଶୀତଳଷଷ୍ଠୀରେ ଦେଖିବାକୁ ମିଳିଲା ନିଆରା ଦୃଶ୍ୟ: ଦୁଇ ମହାଦେବଙ୍କ ସହ ହଠାତ୍ ଦେଖା ହୋଇଗଲେ ପଞ୍ଚ ଠାକୁରାଣୀ, ପରେ…
ପୁରୁଷୋତ୍ତମପୁର,୧।୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ପଞ୍ଚ ଠାକୁରାଣୀ ଯାତ୍ରାରେ ଶନିବାର ରାତିରେ ପବିତ୍ର ଶୀତଳଷଷ୍ଠୀ ଅବସରରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି । ଯାହାକି ଦୁଇ ମହାଦେବ କପିଳେଶ୍ବର ଓ ସ୍ବପ୍ନେଶ୍ୱର ପୃଥକ ପୃଥକ ଭାବରେ ବିବାହ ଲାଗି…
‘ଅବସରକାଳୀନ ନିରାମୟ ଜୀବନ କାମନା’…ଦିଗପହଣ୍ଡିରେ ୪ ଶିକ୍ଷକ,ଜଣେ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା
ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୪ ଅବସରପ୍ରାପ୍ତ ଶିକ୍ଷକ ଏବଂ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୁଖ୍ୟଅତିଥି ଏବଂ ସହ ଗୋଷ୍ଠୀ…
ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପକାଇଲେ ଦୁଇଭାଇ,ପରେ…
ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗ୍ରାମର ୭୦ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ଗୌଡ଼ଙ୍କୁ ତାଙ୍କ ପଡୋଶୀ ସିଲୁ ଗୌଡ଼ ଓ ଫିଲୁ ଗୌଡ଼ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧାଙ୍କ…
ଲୁକ୍କାୟିତ କ୍ରୀଡ଼ା ପ୍ରତିଭା ଖୋଜି ବାହାର କରିବାକୁ ପ୍ରୟାସ
ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ଅନେକ ସହର ଓ ଜିଲା ସଦର ମହକୁମାରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ କରିଛନ୍ତି। ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍ଡୋର ଷ୍ଟାଡିୟମରେ ଦୁଇଟି ପର୍ଯ୍ୟାୟରେ…
ଅଚାନକ ଆହାର କେନ୍ଦ୍ରରେ ପହଞ୍ଚିଲେ ଅଧିକାରୀ, ଆଉ ତା’ପରେ…
ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡ ପାର୍ଶ୍ୱରେ ଥିବା ଆହାର କେନ୍ଦ୍ର ଯାଞ୍ଚ କରିଛନ୍ତି ନବ ନିଯୁକ୍ତ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର। ଶନିବାର ସେ ଅଚାନକ ଆହାର କେନ୍ଦ୍ରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ…
ବିଜେଡିକୁ ପୁଣି ଶକ୍ତ ଝଟ୍କା: ଦଳ ଛାଡିଲେ ସ୍ନେହଲତା
ପୁରୁଷୋତ୍ତମପୁର,୩୧।୫(ସୀମାଞ୍ଚଳ ମିଶ୍ର): ପୁଣି ବିଜେଡିକୁ ଝଟ୍କା। ଗଞ୍ଜାମ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ଶନିବାର ଦଳ ଛାଡିଛନ୍ତି। ସେ ତାଙ୍କର ଇସ୍ତପାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସ୍ନେହଲତା ଦଳ…
ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି
ଛତ୍ରପୁର,୩୧।୫(ଦିଲ୍ଲୀପ ସାମଲ): ରାଜ୍ୟ ବିଧାନସଭାର ନବମ ଷ୍ଟାଣ୍ଡିଂ କମିଟି ଶନିବାର ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଗ୍ରସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି । ବିଧାୟକ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଷ୍ଟାଣ୍ଡିଂ କମିଟିର ସଦସ୍ୟ ବିଧାୟକ…
Archives


