ଗଞ୍ଜାମ

ଖଡ଼ିଛୁଆଁର ଶୁଭାରମ୍ଭ କଲେ ବିଧାୟକ, କହିଲେ ପିଲା କିପରି ଉତ୍ତମ ଶିକ୍ଷା ଲାଭ କରିବେ ଆମ ସରକାର…

ଭଞ୍ଜନଗର,୨ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବୁଧବାର ତିଲିସିଙ୍ଗି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ଶିଶୁ ବାଟିକା ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଖଡ଼ି ଛୁଆଁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଚଳିତ ବର୍ଷ...

ଜୟଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୬ ତମ ବାର୍ଷିକ ଉତ୍ସବ, ଛାତ୍ରୀଛାତ୍ରଙ୍କୁ ମୋବାଇଲଠାରୁ ଦୁରେଇ ରହିବାକୁ ପରାମର୍ଶ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଜୟଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ 46 ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସୁଶ୍ରୀ ସୁଚିତ୍ରା ପାଣିଗ୍ରାହୀ, ମୁଖ୍ୟ ବକ୍ତା ଗଞ୍ଜାମ ଏନ.ଏ. ସି...

ରୋଚକ ମୋଡ଼ ନେଉଛି କୁକୁଡ଼ାଖଣ୍ଡି ବ୍ଲକ ରାଜନୀତି

ବ୍ରହ୍ମପୁର,୨ା୪:ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନମଣ୍ଡଳୀର କୁକୁଡ଼ାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ୨୦୨୪ ଜୁନ ୬ରେ ମୃତ୍ୟୁ ହୋଇଥିଲା। ଏହାପରେ ବ୍ଲକ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ର ସରକାରୀ ନିୟମ ଅନୁଯାୟୀ ୧୮୦ ଦିନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟିତ୍ୱ ତୁଲାଇଥିଲେ।...

ଯୁବକବି ସୁନୀଲଙ୍କୁ ‘ସ୍ରୋତସିନୀ ଯୁବ ସାହିତ୍ୟ ସମ୍ମାନ’

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ସ୍ରୋତସିନୀ ସାହିତ୍ୟ ସଂସଦର ଦିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ଶଙ୍କର ଭବନ (ବ୍ରହ୍ମପୁର)ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବରେ ନବରସ କାର୍ଯ୍ୟକ୍ରମ, ସମ୍ବର୍ଦ୍ଧନା ସଭା ଏବଂ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୦୦ରୁ...

+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ ଯୁକ୍ତ ୩ ପରୀକ୍ଷା ଫଳ ନିର୍ଦ୍ଧାରିତ ସମୟରେ ପ୍ରକାଶିତ କରିବା ପାଇଁ ପଦକ୍ଷେପ...

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡଯାତ୍ରା ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର କଲେଜ ରୋଡ଼ସ୍ଥିତ ମା’ଙ୍କ ମନ୍ଦିରରୁ ବାହାରି ରାମେଶ୍ୱର ମନ୍ଦିରକୁ ଯାଇ ବାବା ରାମେଶ୍ୱରଙ୍କୁ...

ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଗ୍ରୀଷ୍ମଦିନେ ବ୍ରହ୍ମପୁର ରକ୍ତ ଭଣ୍ଡାର...

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ସହକାରୀ ଶିକ୍ଷକ ଜଗଦୀଶ ସାହୁ ବେଦପାଠ କରିଥିଲେ। ଦିଗପହଣ୍ଡି ଏନ୍‌ଏସି...

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ବିଧାୟକ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଛକଠାରେ ମଙ୍ଗଳବାର ସନ୍ଧ୍ୟାରେ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ...

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବ୍ଲକ ଅଧୀନ ଏମ.ବାସୁଦେବପୁର...

ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା ପାଇଁ କାଇଁଚପୁର ଚଳଚଞ୍ଚଳ

ଗଞ୍ଜାମ,୧ା୪(ବିଦ୍ୟାଧର ସାହୁ): ଆସନ୍ତା ୩୦ରେ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ମଙ୍ଗଳବାର ଅପରାହ୍ନରେ ଗ୍ରାମର ରେଡି ସାହିଠାରେ ପୂଜକ ଲକ୍ଷ୍ମୀ ନାରାୟଣ ପଣ୍ଡାଙ୍କ ଦ୍ୱାରା...

ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଉଦଘାଟିତ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ଠାରେ ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି। ସ୍ଥାନୀୟ କୋର୍ଟ ସାହି ସ୍ଥିତ ଏକ ଅସ୍ଥାୟୀ କୋଠାରେ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଉଦଘାଟନୀ ସଭାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri