ଗଞ୍ଜାମ

ଘରେ ଶୋଇଥିବା ବେଳେ ନାବାଳିକାଙ୍କୁ ଫେରାର କରି ନେଇ ବଳାତ୍କାର, ଟ୍ରାକିଂ କରି ଚେନ୍ନାଇରୁ ସନିଆଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରୁ ଅପହରଣ କରାଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଚେନ୍ନାଇରୁ ଉଦ୍ଧାର କରିଛନ୍ତି। ଗତ ମେ ୧୮ ତାରିଖ ରାତିରେ…

ଏମ୍‌କେସିଜି ମେଡିକାଲ ପରିସରରୁ ମିଳିଲା ଗଳିତ ମୃତଦେହ

ବ୍ରହ୍ମପୁର, ୧୫ା୭( ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଆଇନଶୃଙ୍ଖଳା ବିଗିଡିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହତ୍ୟା, ବଳାତ୍କାର ଓ ଲୁଟ ଆଦି ଅପରାଧ ଘଟୁଛି। ମଙ୍ଗଳବାର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏମକେସିଜି ମେଡିକାଲ ପରିସରରେ ଥିବା ଖେଳପଡିଆ ସମ୍ମୁଖ…

ଭକୁଆ ହେଲେ ଛାତ୍ରୀଛାତ୍ର: ଏପଟେ ଆୟୋଜନା ସେପଟେ ପେଟ ପୂଜା କରି ଚାଲିଗଲା ଷ୍ଟାଣ୍ଡିଙ୍ଗ କମିଟି

ପୁରୁଷୋତ୍ତମପୁର,୧୫।୭ (ସୀମାଞ୍ଚଳ ମିଶ୍ର): ବିଧାନସଭା ଉଚ୍ଚଶିକ୍ଷା ବିଭାଗର ଷ୍ଟାଣ୍ଡିଂ କମିଟି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ରଛାତ୍ରୀଙ୍କୁ ଭକୁଆ ବନାଇ ନିରାଶ କରିଥିବା ବେଳେ ଏଥିରୁ ବାଦ୍‌ ପଡ଼ି ନାହାନ୍ତି ପୋଲିସ କର୍ମଚାରୀ। ଷ୍ଟାଣ୍ଡିଂ କମିଟିରେ ସ୍ଥାନୀୟ ଖଲ୍ଲିକୋଟ ବିଧ୍ୟାୟକ…

ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା

ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍‌ ଏବଂ ସନ୍ଧାନୀ କୁକୁର ଆସି ଘଟଣାର ତଦନ୍ତ କରିଛି। ଏକ ମେଡିସିନ ଦୋକାନରୁ ନଗଦ ୮…

ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର ଉକ୍ତ ଗାଁରେ ଜିଲା ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି। ଗ୍ରାମରେ…

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଆକ୍ରାନ୍ତଙ୍କୁ ଜ୍ବର ଲାଗି ରହିଥିଲା। ତେବେ ପରୀକ୍ଷା ପରେ…

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ ତାଙ୍କ ମା’ ଏମ.କୁମାରୀ(୪୬) ଏବଂ ବାପା ଏମ.ସୁଦର୍ଶନ ଦୋରା କୌଣସି କୀଟନାଶକ ଖାଇ ଆତ୍ମହତ୍ୟା…

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ପଦ୍ମନାଭପୁର ଗ୍ରାମର ଅଭିଷେକ ପଣ୍ଡା ଥାନାରେ ଏତଲା ଦେଇଛନ୍ତି…

ସମ୍ବିଧାନ ସୁରକ୍ଷିତ ରହିଲେ, ସୁରକ୍ଷିତ ରହିବ ଗଣତନ୍ତ୍ର

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରା ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବିଧାନର ମୁଖବନ୍ଧରୁ ଧର୍ମ ନିରପେକ୍ଷତା ଓ ସମାଜବାଦ ଶବ୍ଦର ଉଚ୍ଛେଦ କେତେ ଯଥାର୍ଥ? ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଟିତ ହୋଇଯାଇଛି । ଏଥିରେ ପାଠାଗାର ସଭାପତି…

ରାଜ୍ୟ ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ ପାତ୍ର ରୌପ୍ୟ ପଦକ ହାସଲ କରିଥିବା ଜଣା ପଡିଛି । ଅନୁଗୋଳ ଇଣ୍ଡୋର ଷ୍ଟାଡିଅମରେ…

ଅବ୍ୟବସ୍ଥା ଘେରରେ ବାବା ଖଣ୍ଡେଶ୍ୱର ଶୈବପୀଠ

ଗଞ୍ଜାମ,୧୪ା୭ (ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀ ନିକଟରେ ବହୁ ପୁରାତନ ପ୍ରସିଦ୍ଧ ବାବା ଖଣ୍ଡେଶ୍ୱର ଶୈବପୀଠ ଅବସ୍ଥିତ। ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଏହି ମନ୍ଦିର ବର୍ତ୍ତମାନ ଅବ୍ୟବସ୍ଥା ଘେରରେ ରହିଛି। ମନ୍ଦିର ମୁଖ୍ୟ ରାସ୍ତା ଏବେ ଜରାଜୀର୍ଣ୍ଣ…

ପୂରୀ ମୁକ୍ତିମଣ୍ଡପ ପଣ୍ଡିତ ପୁରୁଷୋତ୍ତମପୁରରେ: ଜଗନ୍ନାଥ ମନ୍ଦିର ପରିଦର୍ଶନ ସହ କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୪।୭(ସୀମାଞ୍ଚଳ ମିଶ୍ର):ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ସୋମବାର ପୁରୁଷୋତ୍ତମପୁର ରଥସାହି ବିଜେ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ପଣ୍ଡିତ ବିଶ୍ୱମ୍ବର ଦାଶ, ଦୂର୍ଗାପ୍ରସାଦ ମିଶ୍ର, ପ୍ରଫୁଲ୍ଲ ମିଶ୍ର ଓ ପ୍ରଦୀପ ମହାପାତ୍ର ରହିଥିଲେ। ମନ୍ଦିର ପରିସରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri