ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଘଟଣାସ୍ଥଳରେ…
ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ…
ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…
ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ କାର୍ଯ୍ୟରତ ଡାକ୍ତର ରୋଗୀଙ୍କ ସମ୍ପର୍କୀୟ ଓ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଆକ୍ରମଣ କରିଥିବା…
ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି କରିଥିବା ନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି କିଶୋର କୁମାର…
ୱାରେଣ୍ଟିଙ୍କୁ କୋର୍ଟଚାଲାଣ
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଜିଲା ଜଜ କୋର୍ଟରେ ବିପ୍ର ହାଜର…
ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହେବ। ସମୁଦାୟ ୫ ପଦବୀ ପାଇଁ ୧୦ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ଦାଖଲ କରିଥିଲେ।…
ଦିଲ୍ଲୀର ପୁନରାବୃତ୍ତି ଓଡ଼ିଶା ନ ହେଉ: ମିଳିମିଶି…
ଭଞ୍ଜନଗର, ୧୩।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ଶୁକ୍ରବାର ବନାଗ୍ନି ପ୍ରଶମନ ଓ ପରିଚାଳନା ନିମନ୍ତେ ଏକ ସଚେତନତା ସଭା ହୋଇଥିଲା। ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲୋକଙ୍କୁ…
କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍ ଚାମ୍ପିୟନ
ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍ ଧରାକୋଟ ୟଙ୍ଗ କ୍ରିକେଟ କ୍ଲବ ଏବଂ ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ…
ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..
ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶୁଭଶ୍ରୀ ପାଢୀ। ସରକାରୀ ନୂତନ…
ଦଣ୍ଡଯାତ୍ରାରୁ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ପ୍ରତାରଣା କରି ବନ୍ଧାହେଲେ ପ୍ରେମିକ
ବ୍ରହ୍ମପୁର,୧୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ପ୍ରେମ କରି ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର କାଳିଆ ସାହୁ(୨୧)।…
ନୂଆ ଗ୍ୟାସ୍ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…
ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍ପିଜି ବା ରନ୍ଧନ ଗ୍ୟାସ୍କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟି…
ମଞ୍ଚ ନାଟକକୁ ବଞ୍ଚେଇ ରଖିଛି ତୋଫାନ କଳା ସଂସଦ: ଏବର୍ଷ ପରିବେଷଣ ହେଲା…
ଭଞ୍ଜନଗର,୧୨। ୩(ବାବୁଲା ପ୍ରଧାନ)-ବର୍ତ୍ତମାନ ସମୟରେ ବ୍ୟବସାୟିକ ଉଦ୍ଦେଶ୍ୟରେ ଖୋଲା ମଞ୍ଚ ନାଟକର ଚାହିଦା ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଭଞ୍ଜନଗରଠାରେ ବିଗତ ୪୦ ବର୍ଷ ହେଲା ସ୍ଥାନୀୟ କଳାକାରଙ୍କୁ ନେଇ ମଞ୍ଚ ନାଟକ ପରିବେଷଣ କରାଯାଉଛି। ଚଳିତ ବର୍ଷ ଅନୁଷ୍ଠାନର…
WFP ଉପ-ନିର୍ଦ୍ଦେଶକଙ୍କ ଭଞ୍ଜନଗର ଗସ୍ତ: ଜଳବାୟୁ-ଅନୁକୂଳ ଚାଷକୁ ପ୍ରଶଂସା, ସକାରାତ୍ମକ ପ୍ରଭାବ ଉପରେ…
ଭଞ୍ଜନଗର,୧୨।୩(ବାବୁଲା ପ୍ରଧାନ)- ଜଳବାୟୁ ପରିବର୍ତ୍ତନ ଯୋଗୁ ରାଜ୍ୟରେ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ପଡୁଛି। ସେଥିମଧ୍ୟରେ ଗଞ୍ଜାମ ଜିଲାରେ ଏହାର ଅଧିକ ପ୍ରଭାବ ବିଗତ କିଛି ବର୍ଷ ମଧ୍ୟରେ ଦେଖିବାକୁ ମିଳିଛି। ତେଣୁ ସରକାର ମଧ୍ୟ ଜଳବାୟୁ ପରିବର୍ତ୍ତନକୁ ଦେଖି ଚାଷ କାର୍ଯ୍ୟ…
Archives


