ଗଞ୍ଜାମ

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟି ଚାଳକ ବନିତା ସେଠୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଘର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ ମେଢ଼ ଭସାଣି ବେଳେ ନଦୀକୁ ଯାଇଥିବା ୧୦ ଜଣ ସାଙ୍ଗଙ୍କ ମଧ୍ୟରୁ ଜଣେ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ ଅଞ୍ଚଳରେ ରହୁଥିବା ଜୟନ୍ତୀ ସାହୁଙ୍କ ପରିବାର ମଧ୍ୟରେ ବୁଧବାର ରାତିରେ କୌଣସି କଥାକୁ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ସହ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ…

ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଚାରାରୋପଣ, ସବୁଜ ପରିବେଶ….

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଭିନ୍ନ ଢଙ୍ଗରେ ପାଳିତ ହୋଇଯାଇଛି । ଏହି ଅବସରରେ ଗୁରୁବାର ‘ଏକ ପେଡ୍ ମା କେ ନାମ ୩.୦’ ଅଭିଯାନ ଅନ୍ତର୍ଗତ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି ଦନ୍ତାହାତୀ ଗତ କିଛିଦିନ ହେଲା ଆତଙ୍କ ସୃଷ୍ଟି କରିଛି। ସନ୍ଧ୍ୟା ହେଲେ ହାତୀ…

ଉତ୍ସବମୁଖର ଭଞ୍ଜନଗର, ପୂଜା ମଣ୍ଡପରେ ବଢୁଛି ଶ୍ରଦ୍ଧାଳୁଙ୍କ ଭିଡ

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ସହର ସମେତ ବ୍ଲକର ବିଭିନ୍ନ ଗ୍ରାମରେ ବିଶ୍ୱକର୍ମା ପୂଜା ଧୂମଧାମରେ ପାଳିତ ହୋଇଯାଇଛି । ସହରର ପଞ୍ଚାୟତ ସମିତି କାର୍ଯ୍ୟାଳୟ, ପୂର୍ତ୍ତ ବିଭାଗ, ବିଦ୍ୟୁତ୍ ବିଭାଗ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ…

ଶ୍ରୀଅରବିନ୍ଦ ଶକ୍ତିପୀଠର ତୃତୀୟ ପ୍ରତିଷ୍ଠା ଦିବସ ପାଳିତ, ସାଙ୍ଗଠନିକ ଆଲୋଚନା…

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠର ତୃତୀୟ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି । ଏହି ଅବସରରେ ଶକ୍ତିପୀଠର ମ୍ୟାନେଜିଂ ଟ୍ରଷ୍ଟି ତଥା ଆସ୍ପୃହା ମଣ୍ଡଳର ଆବାହକ ଲଲାଟେନ୍ଦୁ ସାମନ୍ତ ସଭାରେ ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ ଡାକ୍ତରଙ୍କର ବୋଲି ଜଣାପଡ଼ିଛି। ପୋଲିସ ସମ୍ପୃକ୍ତ ଡାକ୍ତର ସୁଶାନ୍ତ କୁମାର ପାଣିଗ୍ରାହୀଙ୍କୁ ଥାନାରେ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କଙ୍କୋରଡ଼ା ଗ୍ରାମର ଉଦୟ…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମା ’ ଦୁର୍ଗାଙ୍କ ପୂଜା ମହୋତ୍ସବ ଆଶ୍ୱିନ ଶୁକ୍ଳପକ୍ଷ ସପ୍ତମୀ ତିଥିରୁ…

ଓକେସିଏଲ ଗଞ୍ଜାମ-ଗଜପତି ଜିଲାର ମିଳିତ ବାର୍ଷିକ ସମ୍ମିଳନୀ

ଗଞ୍ଜାମ,୧୭।୯,(ଦିଲ୍ଲୀପି ସାମଲ/ଦାରିକା ପଟ୍ଟନାୟକ ): ଛତ୍ରପୁର ସ୍ଥିତ ଶିବ କୁମାର ପଟ୍ଟନାୟକ ସ୍ମାରକୀ ରିଡିଂ ରୁମ ପରିସରରେ ଗୁରୁବାର ଓକେସିଏଲ ଗଞ୍ଜାମ-ଗଜପତି ଜିଲାର ମିଳିତ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓକେସିଏଲର ଗଞ୍ଜାମ ଜିଲା ମୂଖ୍ୟ ଏସ ରେଖା ମହାନ୍ତିଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?