ଗଞ୍ଜାମ

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଡ. ସନ୍ତୋଷ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲି ଗ୍ରାମରେ ଥିବା ଶ୍ରୀକୃଷ୍ଣପାଣି ପଞ୍ଚାୟତ ପକ୍ଷରୁ ଏକ ଉଠାଜଳସେଚନ ପ୍ରକଳ୍ପ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସମା ଗ୍ରାମରେ ଶିକୁଳା ଗ୍ରାମର ସୁମନ୍ତ...

ନବବଧୂଙ୍କ ମୃତ୍ୟୁ, ସ୍ବାମୀ ଥାନାରେ ଅଟକ

ହିଞ୍ଜିଳିକାଟୁ,୩୦।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମରେ ଜଣେ ନବବଧୂଙ୍କ ମୃତ୍ୟୁ ଘଟିଛି। କୋଳିଦାସପୁର ଗ୍ରାମର ଶଙ୍କର ଭଉଳଙ୍କ ଝିଅ ଦୀପିକା ଭଉଳ(୧୯)। ଦୀପିକାଙ୍କୁ ଶାଶୁ ଘର ଲୋକେ ଯୌତୁକ ନିର୍ଯାତନା ଦେଇଥିବାରୁ ଶନିବାର ରାତିରେ ଶାଶୁଘରେ...

ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଠଗଡପାଟଣା ଗ୍ରାମର ଲକ୍ଷ୍ମୀ ନାରାୟଣ ପାଇକରାୟ ଓରଫ କୁନା। କୁନା ଭାଜପାର ଜଣେ...

ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବମୁଖର, ଅଶ୍ଳିଳ ନୃତ୍ୟ ଉପରେ ପୋଲିସର କଡ଼ା ନଜର

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଅଧିକାଂଶ ଦଣ୍ଡନାଚ ଉଠି ସାରିଲାଣି। ଆଉ କିଛି ଦଣ୍ଡନାଚ ୧ ତାରିଖ ସୁଧା ଉଠିବ। ବର୍ତ୍ତମାନ ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବମୁଖର ହୋଇପଡିଛି। ଜିଲାର ଦାଦନ ଶ୍ରମିକ ମାନେ ବର୍ତ୍ତମାନ ଦଣ୍ଡନାଚ ଦେଖିବା...

ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ...

୩୫୪ଜଣଙ୍କୁ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ; ଯୋଗ୍ୟ ହିତାଧୀକାରୀ ବଞ୍ଚିତ ହେଲେ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩୦।୩(ବାବୁଲା ପ୍ରଧାନ)-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ରବିବାର ୩୫୪ ଜଣ...

ଗଞ୍ଜାମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୪୦୫୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ଛତ୍ରପୁର, ୩୦।୩(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା କଳାହାଣ୍ତି ଭବାନୀପାଟଣା ରିସିଗାଁ ଶ୍ରୀକୃଷ୍ଣ ନଗର ପଡ଼ିଆଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜ଼ିଲା ଛତ୍ରପୁର ସ୍ଥିତ ଅନଶ୍ଲୋ ଖେଳ ପଡ଼ିଆଠାରେ...

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ ଜଣଙ୍କ ହେଲେ ହେଲେ ଲୋଚାପଡା କାଳୁଆନଗରର ମଣିକାନ୍ତ ବୋଷ(୫୦) । ତାଙ୍କ ନିକଟରୁ...

୫ ବର୍ଷରେ ୩୫୧୬ ଅପମୃତ୍ୟୁ

ବ୍ରହ୍ମପୁର, ୩୦ା୩(ସୁବାସ ଚନ୍ଦ୍ର ପାଢ଼ୀ)ଦକ୍ଷିଣ ଓଡିଶାର ଏକମାତ୍ର ସରକାରୀ ରେଫରାଲ ହସ୍ପିଟାଲ ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ। ଏଠାକୁ ଦକ୍ଷିଣ ଓଡିଶା ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ମେଡିକାଲରୁ ରୋଗୀ ରେଫର୍‌ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମାନ୍ତ...

ଗଞ୍ଜାମ ଓକିଲ ସଂଘ ନିର୍ବାଚନ: ମନୋଜ ସଭାପତି, ଭେଙ୍କଟ ସମ୍ପାଦକ

ବ୍ରହ୍ମପୁର, ୨୯।୩ : ଗଞ୍ଜାମ ଓକିଲ ସଂଘର ନିର୍ବାଚନ ୨୦୨୫-୨୬ ପାଇଁ ଶନିବାର ଭୋଟ ଗ୍ରହଣ ହୋଇଛି। ସଭାପତି ଭାବେ ବରିଷ୍ଠ ଆଇନଜୀବୀ ମନୋଜ ପଟ୍ଟନାୟକ ବିଜୟୀ ହୋଇଛନ୍ତି। ସେହିପରି ସମ୍ପାଦକ ଭାବେ ଆଇନଜୀବୀ ଟି. ଭେଙ୍କଟ ରାଓ ବିଜୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri