ପିସିସି ସଭାପତିଙ୍କ ତାରାତାରିଣୀ ଦର୍ଶନ: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଲାଗି କଲେ କାମନା
ପୁରୁଷୋତ୍ତମପୁର,୨୯।୩(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ତାରାତାରିଣୀଙ୍କୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତଚରଣ ଦାସ ଦର୍ଶନ କରିଛନ୍ତି। ସେଠାରେ ପୂଜାର୍ଚ୍ଚନା କରି ରାଜ୍ୟରେ ଯେପରି ମହିଳାମାନେ ସୁରକ୍ଷିତ ରହିବେ ସେନେଇ କାମନା କରିଛନ୍ତି। ପିସିସି ସଭାପତିଙ୍କ...
ଏଆଇସିସି ମୁଖପାତ୍ର, ପିସିସି ସଭାପତିଙ୍କୁ ସମ୍ବର୍ଦ୍ଧନା
ଛତ୍ରପୁର,୨୯।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲ ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର କଂଗ୍ରେସ କର୍ମୀମାନଙ୍କ ଦ୍ୱାରା ଜାତୀୟ ରାଜପଥ ଡିଆରଡିଏ ଛକଠାରେ ଏଆଇସିସି ମୁଖପାତ୍ର ପବନ ଖେରା ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କୁ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା...
ହନୁମାନଙ୍କ ପୀଠରେ ୧୦୮ ହନୁମାନ ଚାଳିଶା:ରାମ ନାମରେ କମ୍ପିଲା ପୀଠ
ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ):ଗଞ୍ଜାମ ସହର ଗ୍ରାସୀମ କମ୍ପାନୀ ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଶନିବାର ୧୦୮ ହନୁମାନ ଚାଳିଶା ଅନୁଷ୍ଠିତ ହୋଇଥିଲା l ରାମନାମରେ ପ୍ରକମ୍ପିତ ହୋଇଥିଲା ହନୁମାନଙ୍କ ପୀଠ। ମନ୍ଦିର ପୂଜକ ମହେଶ କୁମାର ଆଚାର୍ଯ୍ୟ, ପୁରୋହିତ ଚିନ୍ମୟ ଷଡଙ୍ଗୀ,...
କାର ଧକ୍କାରେ ବାଟୋଇଙ୍କ ମୃତ୍ୟୁ
ବ୍ରହ୍ମପୁର, ୨୯।୩( ସୁବାସ ଚନ୍ଦ୍ର ପାଢ଼ୀ): ମରଣଜନ୍ତା କୁହାଯାଉଥିବା ଜାତୀୟ ରାଜପଥ ଖଜୁରିଆ ବାଇପାସରେ ଶନିବାର ଏକ କାର ଧକ୍କାରେ ଜଣେ ବାଟୋଇଙ୍କ ଜୀବନ ଚାଲିଯାଇଛି। ମୃତକ ଜଣଙ୍କ ଫୁଲଟା ଗ୍ରାମର ବିଜୟ ନାହାକ(୪୨)। ଏନେଇ ତାଙ୍କ ଭାଇ ରଞ୍ଜନ...
ଗ୍ରାମୀଣ ମହିଳା ସଶକ୍ତିକରଣ ମଡେଲ ଦେଖିଲେ ତ୍ରିପୁରାର ୩୦ ଜଣିଆ ଟିମ୍: କଲେ ପ୍ରଶଂସା
ଛତ୍ରପୁର, ୨୯।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାକୁ ତ୍ରିପୁରା ରାଜ୍ୟର ୩୦ ଜଣିଆ ସଦସ୍ୟଙ୍କ ଟିମ ବୁଲିବାକୁ ଆସିଥିଲେ। ବିଶେଷକରି ଗଞ୍ଜାମ ଜିଲାରେ ଚାଲିଥିବା ଗ୍ରାମୀଣ ମହିଳା ସଶକ୍ତିକରଣ ମଡେଲକୁ ଦେଖିବା ସହ ତ୍ରିପୁରା ଟିମ ଏହାର ପ୍ରଶଂସା କରିଥିଲେ। ଏହି...
ଶିକୁଳାରେ ଦଣ୍ଡ ବାହାରିଲେ ମୁଣ୍ଡ ଗଡୁଛି, ପୁଣି ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା
ପୁରୁଷୋତ୍ତମପୁର,୨୯ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଦଣ୍ଡଯାତ୍ରା ବାହାରିଲେ ମୁଣ୍ଡ ଗଡିବାରେ ଲାଗିଛି। ଏଠାରେ ଥିବା ଅପରାଧୀ ଗୋଷ୍ଠୀମାନେ ଯାତ୍ରା ସମୟରେ ଏଭଳି ଆପରାଧିକ କାଣ୍ଡ ଭିଆଇବାରେ ଲାଗିଛନ୍ତି। ଗତ ବର୍ଷ ଏହି ଯାତ୍ରା...
ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର
ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ହେଲା ୬୦ ବର୍ଷରୁ ଉଦ୍ଧର୍ବ ବୃଦ୍ଧାବୃଦ୍ଧଙ୍କୁ ମଧୁବାବୁ ପେନସନ...
ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ
ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ ଆସିଥିବା ବେଳେ ଆଜି କର୍ମୀଙ୍କ ବିରୋଧରେ ଗ୍ରାମବାସୀ ଏକ ବିରାଟ ପଟୁଆରରେ ଆସି...
ଆତ୍ମସୁରକ୍ଷା କୌଶଳ ଶିଖିଲେ ଛାତ୍ରୀ
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା କଲେଜରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଛାତ୍ରୀ ଆତ୍ମସୁରକ୍ଷା କୌଶଳ ଶିବିର ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଅଧ୍ୟକ୍ଷା ଡ.ସ୍ବାଗତିକା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ...
ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ
ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା ସମ୍ପର୍କରେ ଜାଣି ତାହା କିଭଳି ସମାଧାନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଶୃଙ୍ଖଳା ହିଁ ସଫଳତାର ଚାବିକାଠି
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଏମ୍. ବାସୁଦେବପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ଏଲ୍. ଉଷାରାଣୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ...
ବାୟୁସେନା ଅଧିକାରୀଙ୍କ ସମେତ ୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଶୁକ୍ରବାର ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ବାୟୁସେନାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ...
Archives


