ଗଞ୍ଜାମ

ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର

ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ହେଲା ୬୦ ବର୍ଷରୁ ଉଦ୍ଧର୍‌ବ ବୃଦ୍ଧାବୃଦ୍ଧଙ୍କୁ ମଧୁବାବୁ ପେନସନ...

ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ ଆସିଥିବା ବେଳେ ଆଜି କର୍ମୀଙ୍କ ବିରୋଧରେ ଗ୍ରାମବାସୀ ଏକ ବିରାଟ ପଟୁଆରରେ ଆସି...

ଆତ୍ମସୁରକ୍ଷା କୌଶଳ ଶିଖିଲେ ଛାତ୍ରୀ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା କଲେଜରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଛାତ୍ରୀ ଆତ୍ମସୁରକ୍ଷା କୌଶଳ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅଧ୍ୟକ୍ଷା ଡ.ସ୍ବାଗତିକା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ...

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା ସମ୍ପର୍କରେ ଜାଣି ତାହା କିଭଳି ସମାଧାନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଶୃଙ୍ଖଳା ହିଁ ସଫଳତାର ଚାବିକାଠି

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଏମ୍‌. ବାସୁଦେବପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ଏଲ୍‌. ଉଷାରାଣୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ...

ବାୟୁସେନା ଅଧିକାରୀଙ୍କ ସମେତ ୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଶୁକ୍ରବାର ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ବାୟୁସେନାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ...

ଭଞ୍ଜନଗରରେ ବ୍ଲକସ୍ତରୀୟ ‘ଆମ କୁନି ପିଲା’ ତାଲିମ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଆର୍‌ଏମ୍‌ସି କାର୍ଯ୍ୟାଳୟ ନିକଟ କଲ୍ୟାଣମଣ୍ଡପଠାରେ ବ୍ଲକର ଅଙ୍ଗନବାଡି କର୍ମୀମାନଙ୍କୁ ନେଇ ଆମ କୁନି ପିଲା ବ୍ଲକ ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି।...

ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉକ୍ତ ମାମଲାର ୧୮ ବର୍ଷ ପରେ ପ୍ରମାଣ...

ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ଗଞ୍ଜାମ ଜିଲା ମନୋନୀତ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟସେବା ଯୋଗାଇଥିବାରୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ୨୯ ତାରିଖରେ ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ହାବିଟାଟ...

ଗଞ୍ଜାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ

ବୁଗୁଡ଼ା,୨୮।୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅଧୀନ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ସହ ସମସ୍ତ କାର୍ଯ୍ୟ ଆରମ୍ଭ...

ବାର୍‌ ଆସୋସିଏସନ ନିର୍ବାଚନ: ସଭାପତି ପଦବୀ ପାଇଁ ୨ ପ୍ରତିଦ୍ୱନ୍ଦୀ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)- ଶନିବାର ରାଜ୍ୟର ବିଭିନ୍ନ ବାର ଆସୋସିଏସନର ନିର୍ବାଚନ ହେଉଛି। ଏହିଭଳି ଭଞ୍ଜନଗର ବାର ଆସୋସିଏସନ ପାଇଁ ମଧ୍ୟ ଶନିବାର ନିର୍ବାଚନ ହେବ। ଏଥିପାଇଁ ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ଏହାପରେ ଫଳାଫଳ...

ଗଞ୍ଜାମ ଜ଼ିଲାକୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫:ସ୍ବାସ୍ଥ୍ୟ ଟିମକୁ ଶ୍ରେୟ ଦେଲେ ଜିଲାପାଳ

ଛତ୍ରପୁର, ୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାର ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟ ସେବା ଯୋଗାଇବାରେ ସଫଳତା ପାଇଛି। ଏହିପରି ପ୍ରେକ୍ଷୀରେ ଜାତୀୟ ସ୍କଚ ଆୱାର୍ଡସ୍‌-୨୦୨୫ ଗଞ୍ଜାମ ଜିଲା ପାଇବାକୁ ମନୋନୀତ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri