ଖଲ୍ଲିକୋଟରେ ଧରାପଡ଼ିଲା ବାଇକ ଚୋରି ଗ୍ୟାଙ୍ଗ: ୪ ଗିରଫ, ୧୯ ବାଇକ ଜବତ କରି…
ଖଲ୍ଲିକୋଟ,୧ା୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ପୋଲିସ ବାଇକ ଚୋରି ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ସମେତ ୪ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଖଲ୍ଲିକୋଟ ଥାନା ଅଞ୍ଚଳରେ ଗତ ୩ ମାସ ମଧ୍ୟରେ ବାଇକଚୋରି ହେଉଥିଲା। ଜୁନ ୧୯ ରେ…
ପ୍ରତ୍ୟକ୍ଷ-ପରୋକ୍ଷ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଉ : ଉପ ଜିଲାପାଳ
ଭଞ୍ଜନଗର,୧।୭(ବାବୁଲା ପ୍ରଧାନ): ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି ବର୍ତ୍ତମାନ ସରଗରମ ରହିଛି। ଶାସକ ଭାଜପା ଓ ବିରୋଧୀ ବିଜେଡି, କଂଗ୍ରେସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଅନ୍ୟପଟେ ଓଏଏସ୍…
ବାରଣ୍ଡାରେ ଶୋଇଥିବା ବେଳେ ପିଟିପିଟି ହତ୍ୟା କରିଥିଲେ, ସନ୍ତୋଷ ପାତ୍ରଙ୍କୁ କୋର୍ଟ ଚାଲାଣ କଲା…
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଭିଷ୍ମଗିରି ଗ୍ରାମର ଗୋଲାସାହିରେ ଗତ ରବିବାର ରାତିରେ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଅଭିଯୁକ୍ତ ଯୁବକ କେ. ସନ୍ତୋଷ ପାତ୍ରଙ୍କୁ ଗିରଫ…
ବସ୍କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା…
ରାତିର ସୁଯୋଗ ନେଇ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର, ବ୍ରହ୍ମପୁର ଜେଲ୍କୁ ଗଲେ ମୁରଲୀ
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବାଳତ୍କାର ଘଟଣାରେ ପୋଲିସ ଅଭିଯୁକ୍ତ ମୁରଲୀ ବେହେରାଙ୍କୁ ଗିରଫ କରି ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…
ଗଞ୍ଜାମରେ ପୁଣି ଚାଞ୍ଚଲ୍ୟ: ଗେଷ୍ଟ ହାଉସ୍କୁ ପ୍ରେମିକାଙ୍କୁ ଆଣିି ଛୁରୀ ଭୂଷି ହତ୍ୟା, ଥାନାରେ ଆତ୍ମସମର୍ପଣ କରି…
ବ୍ରହ୍ମପୁର, ୧।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଆଇନଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଜାତୀୟସ୍ତରରେ ନିନ୍ଦା କରାଯାଉଛି। ନାବାଳିକା ବଳାତ୍କାର ଘଟଣା ଦିନକୁ ଦିନ ବଢୁଛି। ସେହି ଅନୁପାତରେ ଗତ ୪ ଦିନ ମଧ୍ୟରେ…
ବନ ମହୋତ୍ସବ: ଭ୍ରାମ୍ୟମାଣ ଚାରା ବିତରଣ ରଥ….
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର) ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୬ ତମ ବନ ମହୋତ୍ସବ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ଅସ୍ଥାୟୀ ଚାରା ବଣ୍ଟନ କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଫରେଷ୍ଟର ସନ୍ତୋଷ…
ପୋଲ ମରାମତି ପାଇଁ ଜାତୀୟ ରାଜପଥରେ ଗାଡ଼ି ଜାମ୍
ଦାରିଙ୍ଗବାଡି, ୧।୭ (ଅରୁଣ ସାହୁ): ୫୯ନଂ ଜାତୀୟ ରାଜପଥ ପିପଳପଙ୍କା ଗ୍ରାମ ନିକଟ ଏକ ଅଣ ଓସାରିଆ ପୋଲକୁ ମରାମତି ପାଇଁ ଅଘୋଷିତ ରାସ୍ତା ଅବରୋଧ କରାଯାଇଛି। ଗାଡ଼ି ମଟରା ଅଟକି ରହିବା ଯୋଗୁ ବ୍ରହ୍ମପୁର, ରାଇପୁର, ଦାରିଙ୍ଗବାଡ଼ି, ସୋରଡ଼ା, ଭଞ୍ଜନଗର…
ଦାୟିତ୍ୱ ନେଲେ ନୂଆ ଅଧ୍ୟକ୍ଷ
ଛତ୍ରପୁର,୧।୭(ଦିଲ୍ଲୀପ ସାମଲ): ନରେନ୍ଦ୍ରପୁର ଗ୍ରାମରେ ଥିବା କ୍ଷେତ୍ରମୋହନ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବରେ ଡ଼ଃ. ହୃଷିକେଶ ପଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତ। ପୂର୍ବତନ ଅଧ୍ୟକ୍ଷ ଡ଼ଃ. ଶରତ ଚନ୍ଦ୍ର ପାଳଙ୍କ କାର୍ଯ୍ୟକାଳ ସାରିବା ପରେ ଡ଼ଃ. ପଣ୍ଡା ଆନୁଷ୍ଠାନିକ…
ଗ୍ରାମ କମିଟି ଗଠନକୁ ନେଇ ସଙ୍ଘବଦ୍ଧ ଆକ୍ରମଣ: ବାଇକ୍ରେ ୧୦ ଜଣ ଆସି ଠେଙ୍ଗା ଓ ଖଣ୍ଡାରେ
ଛତ୍ରପୁର,୧।୭: ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଗୋବା ଗ୍ରାମରେ ଗ୍ରାମ କମିଟି ଗଠନକୁ ନେଇ ସଂଘବଧ ଭାବେ ଆକ୍ରମଣ ହୋଇଛି । ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର…
ରହିଲେ ବନ, ବଞ୍ଚିବ ଜନ: ଜଙ୍ଗଲ ସୁରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ
ଭଞ୍ଜନଗର,୧।୭(ବାବୁଲା ପ୍ରଧାନ):ବନ ମହୋତ୍ସବ ସପ୍ତାହ ମଙ୍ଗଳବାର ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ ଚାରାରୋପଣ ସହ ସଚେତନତା କାର୍ଯ୍ୟକ୍ରମ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାଳିତ ହୋଇଯାଇଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ…
ରୋଗୀଙ୍କ କଷ୍ଟକୁ ଲାଘବ କରେ ଡାକ୍ତରଙ୍କ ମଧୁର ବ୍ୟବହାର
ଭଞ୍ଜନଗର,୧।୭(ବାବୁଲା ପ୍ରଧାନ):ଜାତୀୟ ଡକ୍ଟରସ ଦିବସ ମଙ୍ଗଳବାର ସମଗ୍ର ଦେଶର ବିଭିନ୍ନ ସ୍ଥାନରେ ପାଳିତ ହେଉଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲରେ ମଧ୍ୟ ଏହି ଦିବସ ପାଳିତ ହେଉଛି। ଭଞ୍ଜନଗର ରୋଟାରୀ କ୍ଲବ ମଧ୍ୟ ଆଜିର ଦିବସରେ ବିଭିନ୍ନ ସାମାଜିକ…
Archives


