Odisha Elections 2024

ଗଞ୍ଜାମ

ଗାଁକୁ ଯାଇଥିବା ବେଳେ ଦୁର୍ବୃତ୍ତ ନେଇଗଲେ ସୁନା ଅଳଙ୍କାର, ନଗଦ ଟଙ୍କା

ଛତ୍ରପୁର,୨୭ା୧୦(ଡି.ଏନ୍‌.ଏ.): ଛତ୍ରପୁର ୧୨ନମ୍ବର ୱାର୍ଡ ଚନ୍ଦ୍ରଶେଖରନଗର ଅଞ୍ଚଳ ଏକ ଘରୁ ଚୋରି ହୋଇଛି। ଚନ୍ଦ୍ରଶେଖର ନଗରରେ ଭଡାରେ ରହୁଥିବା ଗୋପୀନାଥ ଦାସ ଘର ତାଲା ପକାଇ ଗାଁକୁ ଯାଇଥିଲେ। ବୁଧବାର କେତେଜଣ ଦୁର୍ବୃତ୍ତ ତାଲା ଭାଙ୍ଗି ଘରେ ପଶି ୩ଟି...

ଋଷିକୂଲ୍ୟାରେ ଭାସି ଯାଇଥିଲେ, ଦୁଇଦିନ ପରେ ମିଳିଲା ନାବାଳକଙ୍କ ମୃତଦେହ

ଛତ୍ରପୁର/ପୁରୁଷୋତ୍ତମପୁର,୨୭ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନିକଟ ଋଷିକୂଲ୍ୟା ନଦୀରେ ଗାଧୋଇବା ବେଳେ ଦୁଇ ଦିନ ତଳେ ଭାସି ଯାଇ ନିଖୋଜ ଥିବା ନାବାଳକ କୃଷ୍ଣ ମହାନ୍ତିଙ୍କ ମୃତଦେହ ଛତ୍ରପୁର ବ୍ଲକ ବଡ଼ମାଧପୁର ବାଲି ଘାଟ ନିକଟରେ ମିଳିଛି। ଛତ୍ରପୁର ଅଗ୍ନିଶମ...

ସ୍ବାସ୍ଥ୍ୟ ବିଭାଗ ଆଗରେ ମୁଣ୍ଡ ନୁଆଁଇଲେ ଏନ୍‌ଏସି ପ୍ରଶାସନ

ପୁରୁଷୋତ୍ତମପୁର,୨୭ା୧୦ (ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜାଗାକୁ ବଳପୂର୍ବକ ଏନ୍‌ଏସି ପ୍ରଶାସନ ନେଇ ସେହି ସ୍ଥାନରେ ନିର୍ମିତ ହୋଇଥିବା ସ୍ବାସ୍ଥ୍ୟକେନ୍ଦ୍ରର ସୋକ୍‌ପିଟ, ସେପ୍‌ଟିକ ଟ୍ୟାଙ୍କକୁ ଜେସିବି ଲଗାଇ ଭାଙ୍ଗି ସେହି ସ୍ଥାନରେ ଆହାରକେନ୍ଦ୍ରର ରୋଷେଇ ଶାଳ ନିର୍ମାଣ...

ବ୍ରହ୍ମପୁର ସିଟି ହସ୍ପିଟାଲ: ଅଲଟ୍ରାସାଉଣ୍ଡ୍‌ ପାଇଁ କ୍ଲିନିକ୍‌ ପଠାଉଛନ୍ତି ଡାକ୍ତର

ବ୍ରହ୍ମପୁର ଅଫିସ,୨୭ା୧୦: ରୋଗୀ ସେବାରେ ଅବ୍ୟବସ୍ଥାକୁ ନେଇ ବ୍ରହ୍ମପୁର ବଡ ମେଡିକାଲ ପରେ ଏବେ ସିଟି ହସ୍ପିଟାଲ ଚର୍ଚ୍ଚାକୁ ଆସିଛି। ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ଦେବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭିନ୍ନ...

ଗଞ୍ଜାମ-ଗଜପତି ସୀମାନ୍ତରେ ଅବକାରୀ ଚଢ଼ାଉ: ୧୧୪୦୦ ଲିଟର ପୋଚ୍‌ ନଷ୍ଟ, ଅଭିଯୁକ୍ତ ଚମ୍ପଟ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.): ଦୀର୍ଘଦିନ ହେଲା ଗଞ୍ଜାମ-ଗଜପତି ସୀମାନ୍ତ ଶ୍ୟାମସୁନ୍ଦରପୁର, ବାଦପୁର ଓ ପ୍ରତାପପୁର ଗ୍ରାମ ନିକଟସ୍ଥ ଜଙ୍ଗଲରେ ଚୋରା ଦେଶୀମଦ ପ୍ରସ୍ତୁତ କାରବାର ଚାଲିଥିଲା। ଏହି ଖବର ଅବକାରୀ ଗୋଇନ୍ଦାଙ୍କ ନିକଟରେ ସୂଚନା ପହଞ୍ଚିବା ପରେ ଜିଲା ଆରକ୍ଷୀ ଅଧୀକ୍ଷକ ରମେନ୍ଦ୍ର...

ଭାସିଯାଉଥିଲେ ଦୁଇ ବାର୍‌ହା ଛୁଆ, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଘୋଡ଼ାହାଡ଼ କେନାଲରେ ଭାସିଯାଉଥିବା ଦୁଇଟି ବାର୍‌ହା ଛୁଆଙ୍କୁ ଦିଗପହଣ୍ଡି ଅଗ୍ନିଶମ ବାହିନୀର କର୍ମଚାରୀମାନେ ଉଦ୍ଧାର କରିଥିବା ଜଣାପଡ଼ିଛ। ସୂଚନାଯୋଗ୍ୟ, ବାର୍‌ହା ଛୁଆ ଧାନଫସଲ ଖାଇବାକୁ ଆସି ବୁଧବାର ପାହାନ୍ତିଆ ସମୟରେ ଘୋଡ଼ାହାଡ଼ ନାଳ ପାର...

ନିଶା ପାଇଁ ହେଉଛି ହତ୍ୟା

ବ୍ରହ୍ମପୁର ଅଫିସ,୨୬।୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଉଛି। ମଦ, ଗଞ୍ଜେଇ, ବ୍ରାଉନ୍‌ସୁଗାର ଭଳି ନିଶା କବଳରେ ପଡ଼ି ବହୁ ଲୋକ ବିପଥଗାମୀ ହେଉଛନ୍ତି। ପରିସ୍ଥିତି ଏମିତି ହେଉଛି, ନିଶାସକ୍ତମାନେ ନିଶା ସେବନ ପାଇଁ ହତ୍ୟା...

୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୬।୧୦(ଡି.ଏନ.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନ ପୁରୁଣୁ ଫାଟି ଆଁ ହୋଇଗଲାଣି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ବୁଗୁଡ଼ା ବୁଦ୍ଧଖୋଲ ରାସ୍ତାଠାରୁ ଆଦିପୁର ଗ୍ରାମକୁ ସଂଯୋଗ କରିବା...

ମୃତ ଗାଈକୁ ଘୋଷାଡ଼ିଲା ଏନ୍‌ଏଚ୍‌ଏଆଇ ଗାଡ଼ି

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ହିନ୍ଦୁ ଧର୍ମରେ ଗୋମାତାଙ୍କୁ ପୂଜା କରାଯାଉଥିବା ବେଳେ ଏକ ମୃତ ଗାଈକୁ ଗାଡ଼ି ପଛରେ ବାନ୍ଧି ଘୋଷାଡ଼ି ନିଆଯିବା ଦୃଶ୍ୟ ଆଘାତ ଦେଇଛି। ଗଞ୍ଜାମ ଜିଲା ଛତ୍ରପୁର ବାଇପାସ୍‌ ଜାତୀୟ ରାଜପଥରେ ଏପରି ଦୃଶ୍ୟ ଦେଖାଯାଇଛି। ଏହାର ଭିଡିଓ...

ସାପ କାମୁଡ଼ାରେ ୨ ଆହତ

ବୁଗୁଡ଼ା : ତା ୨୫/୧୦/୨୨ : ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମର ଭାଗିରଥି ପାତ୍ର (୩୧)ଏବଂ ଜଗତ ପାଟଣା ଗ୍ରାମର କାହ୍ନୁ ବେହେରା (୨୦) ସାପ କାମୁଡ଼ାରେ ଆହତ ହୋଇଥିବା ଜଣାଯାଇଛି । ପ୍ରକାଶ ଯେ , ସୋମବାର...

ଋଷିକୂଲ୍ୟା ନଦୀରେ ଭାସିଗଲେ ୨ ଭାଇ

ପୁରୁଷୋତ୍ତମପୁର,୨୫।୧୦(ଡି.ଏନ.ଏ): ଗାଧୋଉଥିବା ବେଳେ ଭାସିଗଲେ ୨ ଭାଇ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଏଭଳି ଅଘଟଣ ଘଟିଛି। ସେମାନେ ହେଲେ କୃଷ୍ଣ ଜନ୍ଦ୍ର ମହାନ୍ତି (୧୫) ଏବଂ କାହ୍ନୁ ଚରଣ...

ବାଣ ନ ଫୁଟାଇବାକୁ କହି ଗୋଲାପ ବାଣ୍ଟିଲେ

ଭଞ୍ଜନଗର,୨୪।୧୦(ଡି.ଏନ୍‌.ଏ.): ଦୀପାବଳି ଅବସରରେ ଅନେକ ଲୋକ ବାଣ ଫୁଟାଇ ପରିବେଶ ପ୍ରଦୂଷଣ କରୁଛନ୍ତି। ଏହାଦ୍ବାରା ଅନେକ ପ୍ରଦୂଷଣ ଜନିତ ସମସ୍ୟା ହେଉଛି। ତେବେ ବାଣର ଅପକାରିତା ଉପରେ ରବିବାର ଭଞ୍ଜନଗର ନିକଟସ୍ଥ ଭାଲିଆ ଖାଇଠାରେ ଥିବା ଗୋ ଗ୍ରୀନ୍‌ ନର୍ସରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri