ଗଞ୍ଜାମ

ହାତୀ ଆକ୍ରମଣରେ ଚାଷୀଙ୍କ ଜୀବନ ଗଲା

ଭଞ୍ଜନଗର,୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସି ରେଞ୍ଜ କ୍ଷେତମୁଣ୍ଡାଳି ଗ୍ରାମର ଚାଷୀ ପବିତ୍ର ପାତ୍ର (୪୦)ଙ୍କୁ ଶନିବାର ରାତିରେ ଏକ ହାତୀ ଆକ୍ରମଣ କରିଥିଲା। ଫଳରେ ପବିତ୍ର ଗୁରୁତର ହୋଇଥିଲେ। ଖବର ପାଇ ବନବିଭାଗ...

୩ ମାସ ମିଳିନି କଳାକାର ଭତ୍ତା

ଭଞ୍ଜନଗର,୯।୧୦(ଡି.ଏନ.ଏ):ଗଞ୍ଜାମ ଜିଲାର ପ୍ରାୟ ୧୮ଶହ କଳାକାରଙ୍କୁ ୩ ମାସ ହେଲା କଳାକାର ଭତ୍ତା ମିଳିନାହିଁ। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଉଥିବା ଏହି କଳାକାରମାନଙ୍କ ପରିବାର ଏବେ ଚିନ୍ତାରେ ଅଛନ୍ତି। ଗତ ଜୁଲାଇରେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ...

ଲାଠିରେ ବ୍ୟାପିଲା ଝାଡ଼ାବାନ୍ତି

ବ୍ରହ୍ମପୁର ଅଫିସ,୯।୧୦:ଗଞ୍ଜାମ ଜିଲାରେ ଗତ କିଛିମାସ ହେଲା ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠି ଗ୍ରାମରେ ଗତ ୧ ତାରିଖଠାରୁ ଝାଡ଼ାବାନ୍ତି ବ୍ୟାପିଛି । ୩୭ଜଣ ଶିଶୁ, ମହିଳା ଓ ବୃଦ୍ଧ ଏବେ...

ପୁଅର ଠେଙ୍ଗା ମାଡରେ ମା’ର ଜୀବନ ଗଲା

ଭଞ୍ଜନଗର୮।୧୦(ଡି.ଏନ.ଏ.): ପୁଅର ଠେଙ୍ଗା ମାଡରେ ମା’ ମୃତ। ଗଞ୍ଜାମ ଜଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗଜାପଦର ଗ୍ରାମରେ ଶୁକ୍ରବାର ରାତିରେ ଏଭଳି ଏକ ଅଘଟଣ ଘଟିଛି। ମୃତ ମହିଳା ଜଣଙ୍କ ତ୍ରିବେଣୀ ନାୟକ (୬୫) । ଖବରପାଇ ଭଞ୍ଜନଗର ପୋଲିସ...

ସ୍ବଚ୍ଛ ସର୍ବେକ୍ଷଣ: ଚିକିଟି ଏନ୍‌ଏସି ରାଜ୍ୟରେ ପ୍ରଥମ

ଛତ୍ରପୁର,୮।୧୦(ଡି.ଏନ.ଏ): କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସ୍ବଚ୍ଛତା ସର୍ବେକ୍ଷଣ ମାଧ୍ୟମରେ ସହରାଞ୍ଚଳଗୁଡିକର ପରିମଳ ବ୍ୟବସ୍ଥା ଓ ଏହାର ବିଭିନ୍ନ କାର୍ଯ୍ୟକ୍ରମକୁ ସର୍ବେକ୍ଷଣ କରି ପୁରସ୍କୃତ କରାଯାଇଥାଏ। ଏହି କ୍ରମରେ ୨୦୨୨ପାଇଁ ତଥ୍ୟ ସଂଗ୍ରହ କରଯାଇଥିଲା। ଅକ୍ଟୋବର...

ଛଣବଗଡ଼, ତଡ଼ାରେ ବିକାଶ ଅପହଞ୍ଚ

ଦିଗପହଣ୍ଡି,୮ା୧୦(ଡି.ଏନ.ଏ.): ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ସେହି ସବୁ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। ଦିଗପହଣ୍ଡି ବ୍ଲକ ବଡ଼ଡମ୍ବୁଳା ପଞ୍ଚାୟତ ଅଧୀନ ଛଣବଗଡ଼ ଏବଂ ତଡ଼ା...

ପୁରୁଣା ମାଷ୍ଟର ପ୍ଲାନ୍‌ରେ ସହରର ବିକାଶ

ଭଞ୍ଜନଗର,୮।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସି ୧୯୫୭ ନଭେମ୍ବର ୧୫ ତାରିଖରେ ରାଜ୍ୟ ସରକାରଙ୍କ ଚିଠି (ନଂ.୪୦୨୫) ପ୍ରକାରେ ଭେଜିପୁଟ ଏବଂ ଗାମୁଣ୍ଡି ଗ୍ରାମର କେତୋଟି ରାଜସ୍ବ ଗ୍ରାମକୁ ନେଇ ଗଠିତ ହୋଇଥିଲା। ଏହାପରେ ସହରର ବିକାଶ ପାଇଁ ମାଷ୍ଟର...

ଗ୍ୟାସ୍‌ ସିଲିଣ୍ଡରରୁ ଲାଗିଲା ନିଆଁ

ହିଞ୍ଜିଳିକାଟୁ,୭ା୧୦(ଡି.ଏନ.ଏ.): ହିଞ୍ଜିଳିକାଟୁ ପାଟଣାସାହିରେ ଶୁକ୍ରବାର ଏକ ଘରେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଘରର ବିଭିନ୍ନ ଆସବାବପତ୍ର ଜଳିଯାଇଛି। ପାଟଣାସାହି ବାସୁଦେବ ଦାସଙ୍କ ଘରେ ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରୁ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ହିଞ୍ଜିଳିକାଟୁ ଅଗ୍ନିଶମ ଅଧିକାରୀ...

ଜୁଆ ଆଡ୍ଡାରେ ଚଢ଼ାଉ: ୧୫୨ ଗିରଫ, ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୭ା୧୦-କୁମାର ପୂର୍ଣ୍ଣିମା ପୂର୍ବରୁ ଗଞ୍ଜାମ ଜିଲାରେ ଏକାଧିକ ସ୍ଥାନରେ ଜୁଆଖେଳ ଚାଲିଛି। ପୋଲିସ ଜୁଆ ଆଡ୍ଡାରେ ଚଢ଼ାଉ କରି ପରମ୍ପରାର ଦ୍ୱାହି ଦେଇ ଏହି ବେଆଇନ ଖେଳରେ ମାତିଥିବା ଲୋକଙ୍କୁ ଧରୁଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ଓ...

ଆଜି ବାହୁଡ଼ିବେ ମା’: ବିସର୍ଜନ ପାଇଁ ୪ ଅସ୍ଥାୟୀ ପୋଖରୀ

ବ୍ରହ୍ମପୁର ଅଫିସ,୭ା୧୦: ଦୀର୍ଘ ୧୦ ଦିନ ଧରି ପୂଜା ମଣ୍ଡପରେ ପୂଜା ପାଉଥିବା ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହେବ। ଚଳିତ ବର୍ଷ ସହରରେ ୪୦ ପୂଜା ମଣ୍ଡପରେ ମା’ଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ଅନୁଷ୍ଠିତ ହୋଇଛି।...

ଲଗାଣ ବର୍ଷାରେ ରେଶମ ସହର ପ୍ରଭାବିତ

ବ୍ରହ୍ମପୁର ଅଫିସ,୭।୧୦: ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁ ସହରରେ ଶାରଦୀୟ ପୂଜା ମଧ୍ୟ ପ୍ରଭାବିତ ହୋଇଛି। ସହରରେ ବାଣିଜ୍ୟ ଓ ବ୍ୟବସାୟ ସମ୍ପୂର୍ଣ୍ଣ ମାନ୍ଦା ହୋଇପଡ଼ିଛି ଓ ବହୁ ଦୋକାନ...

ଘୁମୁସର ବନଖଣ୍ଡରେ ୭୩ ହାତୀ

ଭଞ୍ଜନଗର,୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଘୁମୁସର ବନଖଣ୍ଡରେ ହାତୀ ସୁରକ୍ଷା ପାଇଁ ଦୌନନ୍ଦିନ ରାତିରେ ପାୱାରକଟ୍‌ ହେଉଛି । ଫଳରେ ଛାତ୍ରୀଛାତ୍ରମାନେ ପାଠପଢ଼ାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟୁତ୍‌ କାଟ୍‌କୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି । ଗୁରୁବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri