ଗଞ୍ଜାମ

ଦିଗପହଣ୍ଡି ସହରର ବିକାଶ ପାଇଁ କାଉନସିଲରଙ୍କ ୮ ଦଫା ଦାବିପତ୍ର: ଜଳବନ୍ଦୀ- ପାନୀୟ ଜଳ ସମସ୍ୟା ଉପରେ…

ଦିଗପହଣ୍ଡି, ୧୨।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବହୁବିଧ ବିକାଶ ଓ ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ୧୧ ନମ୍ବର ୱାର୍ଡ କାଉନସିଲର ଜ୍ୟୋସ୍ନା ଜେନା ଏବଂ ତାଙ୍କ ପ୍ରତିନିଧି ରମେଶ ଚନ୍ଦ୍ର ଜେନା ଏନ୍‌ଏସି…

ବନ୍ୟପ୍ରାଣୀ ଶିକାର ସୂଚନା ଦେଲେ ମିଳିବ ୫ ହଜାର ଟଙ୍କା, ଟାଟା ପାଓ୍ବାର ପକ୍ଷରୁ ଘୋଷଣା…

ଭଞ୍ଜନଗର, ୧୨।୩ (ବାବୁଲା ପ୍ରଧାନ):ବନ୍ୟପ୍ରାଣୀ ସୁରକ୍ଷା ଏବଂ ହାତୀ-ମଣିଷ ଲଢ଼େଇକୁ ରୋକିବା ପାଇଁ ଜନସାଧାରଣଙ୍କ ସହଭାଗିତା ଅପରିହାର୍ଯ୍ୟ। ଏହି ଲକ୍ଷ୍ୟକୁ ନେଇ ଗୁରୁବାର ଭଞ୍ଜନଗରଠାରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ‘ସ୍ନେହା’ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଏକ ଗଜ…

ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚର ବନ୍ଧୁମିଳନ: ପୁରୁଣା ସ୍ମୃତି ଚାରଣ ସହ କଳାକାରଙ୍କୁ ସମ୍ମାନ

ଗଞ୍ଜାମ,୧୨।୩(ବିଦ୍ୟାଧର ସାହୁ): ଗଞ୍ଜାମ କଳାକାର ମଞ୍ଚ ତଥା ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଟାମ୍ପରା ହ୍ରଦ କୂଳରେ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳାକାରମାନଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବା ସହ ସାଂସ୍କୃତିକ ବିକାଶ…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ ଗୌଡ଼। ଅଭିମନ୍ୟୁ କୌଣସି କାମରେ ବଜାରକୁ ଯାଇଥିବା ବେଳେ ତାଙ୍କୁ ପଛପଟୁ କାର…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ ଅଧ୍ୟାପକ, ୪ଥର ଗର୍ଭନଷ୍ଟ ପରେ…

ବ୍ରହ୍ମପୁର,୧୨।୩ (ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା ଓ ପରବର୍ତ୍ତୀ ସମୟରେ ପ୍ରତାରିତ କରିଥିବା ଜଣେ ଅଧ୍ୟାପକଙ୍କୁ ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି। ସେ ହେଲେ ବ୍ରହ୍ମପୁରର ଏକ ସରକାରୀ…

ଭଡ଼ା ଘରୁ ଦିଗପହଣ୍ଡି ଷ୍ଟେଟ୍‌ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଜବତ, ଏକମାତ୍ର ପୁଅଙ୍କୁ ହରାଇ…

ଦିଗପହଣ୍ଡି, ୧୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଜଣେ ବରିଷ୍ଠ କିରାଣିଙ୍କ ମୃତଦେହ ବୁଧବାର ଅପରାହ୍ନରେ ତାଙ୍କ ଭଡ଼ାଘରୁ ପୋଲିସ ଜବତ କରିଛି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ବାରିପଦା ସହରର…

ଓକିଲଙ୍କ ବାଇକ ଚୋରି ମାମଲା, ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ବରିଷ୍ଠ ସଦସ୍ୟ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ବାଇକ ଚୋରି ମାମଲାରେ ବୁଧବାର କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅଭିଯୁକ୍ତ…

ରୁଦ୍ର ମହାଯଜ୍ଞ ନିମନ୍ତେ ସ୍ଥାପନ ହେଲା ଶୁଭସ୍ତମ୍ଭ, ଆସନ୍ତା ୨୨ରୁ…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତର ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶ୍ୱର ଶୈବପୀଠରେ ଆସନ୍ତା ୨୨ ତାରିଖଠାରୁ ଆରମ୍ଭ ହେବାକୁ ଥିବା ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ନିମନ୍ତେ ବୁଧବାର ମନ୍ଦିର ପ୍ରାଙ୍ଗଣରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି।…

ବାଇକ୍‌ରେ ଚୋରା ଚାଲାଣ କରୁଥିଲେ ମଦ, ଘଟଣାସ୍ଥଳରୁ ମିଳିଲା…

ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଢେପାଗୁଡ଼ା, ତେଲିଆପଲ୍ଲୀ ସମେତ ବ୍ରହ୍ମପୁର ସଦର ଥାନା ଡେଙ୍ଗାପଦର ଗ୍ରାମରେ ବୁଧବାର ଅବକାରୀ ଟିମ୍‌ ଅତର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ…

ପୋଖରୀରୁ ମାଛ ଧରିବା ନେଇ ଗ୍ରାମରେ ଦେଖା ଦେଇଥିବା ବିବାଦ ଥମିଲା

ପୁରୁଷୋତ୍ତମପୁର,୧୧ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀଗାଁ କାନକାଟି ପୋଖରୀରୁ ମାଛ ଧରିବାକୁ କେନ୍ଦ୍ର କରି ଲାଗି ରହିଥିବା ବିବାଦର ଏକପ୍ରକାରର ଅନ୍ତ ଘଟିଛି। ଶେଷରେ ପୋଖରୀରେ ଜାଲପଡ଼ିଥିବା ବେଳେ ମାତ୍ର ୬୨୦ ଟଙ୍କା ଲାଭ ମିଳିଥିବା ଜାଣିବାକୁ ମିଳିଛି।…

ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ, ଘୁମୁସରର ରାଜା-ପ୍ରଜାମାନଙ୍କ ପାଇଁ ଆଜି…

ଭଞ୍ଜନଗର,୧୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ବୁଧବାର ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ସଂସ୍କୃତି ଗବେଷକ ଡ. ଅନନ୍ତ ରାମ କର…

‘ଛାତ୍ରୀମାନେ ଶାରୀରିକ-ମାନସିକ ସ୍ତରରେ ସୁଦୃଢ଼ ହେବାକୁ ପଡିବ’

ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ ଦିନ ବ୍ୟାପି ଚାଲିଥିବା ବାଳିକା ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri