ଧୂମଧାମରେ କୁଲାଡ ରଥଯାତ୍ରା ପାଳିତ: ଭକ୍ତଙ୍କ ସେବାରେ ବିଧାୟକ
ଭଞ୍ଜନଗର,୨୭।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡରେ ଧୂମଧାମରେ ପାଳିତ ହୋଇଯାଇଛି ରଥଯାତ୍ରା। ଅପରାହ୍ନରେ ଭଞ୍ଜ ରାଜବଂଶର ଉତ୍ତରାଧିକାରୀ ପ୍ରଶାନ୍ତ ଭଞ୍ଜ ଛେରା ପହଁରା କରିବା ପରେ ଭକ୍ତମାନେ ରଥକୁ ଟାଣିଥିଲେ। ରଥଯାତ୍ରାରେ ହଜାର ହଜାର ଭକ୍ତ ଯୋଗଦେଇଥିବା ଜଣାପଡିଛି। ଘୁମୁସରର…
ରଥରୁଢ ହୋଇ ମାଉସୀ ମା’ ଘର ଗଲେ କାଳିଆ ସାଆନ୍ତ
ପୁରୁଷୋତ୍ତମପୁର,୨୭।୬( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିରରେ ପରମ୍ପରା ଅନୁଷାରେ ସକାଳୁ ପୂଜାର୍ଚ୍ଚନା କରାଯିବା ସହ ରଥ ପୂଜା ହୋଇଥିଲା। ଅପରାହ୍ନ ୪ଟାରେ କାଳିଆ…
ବିଧାନସଭା ଷ୍ଟାଣ୍ଡିଂ କମିଟି ନିର୍ଦ୍ଦେଶକୁ ଅଣଦେଖା
ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବିଭାଗ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏ ବାବଦରେ ପ୍ରାୟ ୧୫୦୯ କୋଟି ଟଙ୍କା ଖର୍ଚ୍ଚ ପାଇଁ କମ୍ପାନୀ ସହ ଚୁକ୍ତି ହୋଇଛି।…
ନବଯୌବନ ରୂପରେ ଦର୍ଶନ ଦେଲେ ମହାବାହୁ
ଦିଗପହଣ୍ଡି,୨୬।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାଠାରୁ ଦୀର୍ଘ ୧୫ ଦିନ ଅଣସରରେ ରହି ଭକ୍ତଙ୍କଠାରୁ ଦୂରେଇ ରହିଥିବା ଦିଗପହଣ୍ଡି ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ଶ୍ରୀଜୀଉ ଗୁରୁବାର ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ସକାଳ ଧୂପ, ଅବକାଶ, ବାଳଭୋଗ…
ପ୍ରତିଷ୍ଠା ଦିବସରେ ମିଳିଲା ଗୁରୁଦାୟିତ୍ୱ
ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ): ଭଞ୍ଜନଗର ରୋଟାରୀ କ୍ଳବର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ସଭାପତି ବସନ୍ତ କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ ରାମଚନ୍ଦ୍ର ମିଶ୍ର ବାର୍ଷିକ ବିବରଣୀ ସହ କ୍ଳବର କାର୍ଯ୍ୟକ୍ରମ ଉପରେ କହିଥିଲେ । ଏହି ଅବସରରେ…
୭୦ ଲକ୍ଷ ଟଙ୍କା ଆତ୍ମସାତ୍ କରି ବ୍ୟାଙ୍କ କିରାଣି ଗିରଫ
ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୟୁନିୟନ ବ୍ୟାଙ୍କ ଶାଖାର କିରାଣି ଲକ୍ଷାଧିକ ଟଙ୍କା ଆତ୍ମସାତ୍ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଗିରଫ ଜଣକ ହେଲେ ଉକ୍ତ ବ୍ୟାଙ୍କ ଶାଖାର କିରାଣି ପ୍ରିୟମ ପ୍ରଥମ ସାବତ। ସେ ଚଞ୍ଚକତା କରି…
୨ ଦଳିତଙ୍କୁ ଅଧା ଲଣ୍ଡା କରି ଆଣ୍ଠୁରେ ଚଲେଇବା ଘଟଣା:କାର୍ଯ୍ୟାନୁଷ୍ଠାନ ଦାବି
ଛତ୍ରପୁର, ୨୬।୬(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ଖାରିଗୁମ୍ମା ଗାଁରେ ଗୋଚାଲାଣ ଅଭିଯୋଗରେ ୨୨ ତାରିଖରେ ୨ ଦଳିତ ବାବୁଲା ନାୟକ ଓ ବୁଲୁ ନାୟକଙ୍କୁ ଅଧା ଲଣ୍ଡା କରି ଆଣ୍ଠୁରେ ଚଲେଇ ନିର୍ଯାତନା ଦିଆଯାଇଥିଲା। ଏହାକୁ ଷ୍ଟେଟ…
ଏପଟେ ବାଘ ଖାଇଗଲା ଛେଳି, ସେପଟେ ଗୋଦାମ ଘର ଭାଙ୍ଗି ଗୋ’ଖାଦ୍ୟ ଖାଇଲେ ହାତୀପଲ
ଭଞ୍ଜନଗର,୨୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବନ୍ୟପ୍ରାଣୀ ଯଥା ବାଘ, ଭାଲୁ, ହାତୀ, ବାର୍ହା ବିଭିନ୍ନ ସମୟରେ ଜଙ୍ଗଲ ବାହାରକୁ ଆସି ଲୋକଙ୍କ ଧନ ଜୀବନ କ୍ଷତି କରୁଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ବିଭିନ୍ନ…
ମା’ଙ୍କୁ ଲୁହା ପାଇପ୍ରେ ପିଟିପିଟି ହତ୍ୟା କଲେ ପୁଅ, ଘରେ କେହି ନ ଥିବା ବେଳେ…
ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କରବାଲୁଆ ଗ୍ରାମ ବନ୍ଧ ସାହିର ଉଲି ବେହେରା(୫୫)ଙ୍କୁ ଗୁରୁବାର ମଧ୍ୟାହ୍ନରେ ତାଙ୍କ ପୁଅ ସନ୍ତୋଷ ବେହେରା(୩୯) ଲୁହା ପାଇପ୍ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଚିକିଟି…
ଗଞ୍ଜାମରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ; ବାମ, ଗଣତାନ୍ତ୍ରିକ ରାଜନୈତିକ ଦଳ ପକ୍ଷରୁ ଧାରଣା
ଛତ୍ରପୁର, ୨୬।୬(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହା ବିରୁଦ୍ଧରେ ବାମ, ଗଣତାନ୍ତ୍ରିକ ରାଜନୈତିକ ଦଳ ତରଫରୁ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଏଥିସହ ଅପରାଧ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…
ଫାର୍ମହାଉସ୍ରେ ଖଣ୍ଡା ପିସ୍ତଲ ଦେଖାଇ ବଟି ମାଗି ହତ୍ୟା ଧମକ ଦେଇଥିଲେ, ୪ଙ୍କୁ କୋର୍ଟ ଚାଲାଣ କଲା…
ଗୋପାଳପୁର,୨୫ା୬(ନବୀନ ରାଜ ଆଚାରୀ)-ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା ନିକଟସ୍ଥ ମହୁରୀଗଡ଼ରେ ଥିବା ଏକ ଫାର୍ମ ହାଉସରେ ବଟି ପାଇଁ ଖଣ୍ଡା ପିସ୍ତଲ ଦେଖାଇ ଭୟଭୀତ କରିବା ଓ ହତ୍ୟା ଧମକ ଦେବା ଘଟଣାରେ ପୋଲିସ ବୁଧବାର ୪ ଯୁବକଙ୍କୁ ଗିରଫ ପରେ…
ଦିଗପହଣ୍ଡି ଏନ୍ଏସି କାଉନସିଲର ପରିବର୍ଦ୍ଧିତ ଆଲୋଚନା ସଭା
ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲ ସଭାର ପରିବର୍ଦ୍ଧିତ କାଉନସିଲ ସଭା ବୁଧବାର ଏନ୍ଏସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ନଗରପାଳ ପ୍ରଫୁଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ,…
Archives


