ଗଞ୍ଜାମ

ବଢୁଛି ବିଧାୟକଙ୍କ ଲୋକପ୍ରିୟତା: ଭାଜପାରେ ମିଶିଲେ ୫ ବିଜେଡି ସରପଞ୍ଚ

ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ବୁଧବାର ବିରୋଧୀ ଦଳର ବହୁ କର୍ମୀଙ୍କ ସମେତ ବିଜେଡି ସମର୍ଥିତ ୫ ଜଣ ସରପଞ୍ଚ ଓ ସମିତିସଭ୍ୟ ଦଳ ଛାଡ଼ି ଭାଜପାରେ…

ବଟେଶ୍ୱର ପୀଠକୁ ୪୦ ଫୁଟର ନୂଆ ରାସ୍ତା, ଏଣିକି ରହିବନି…

ଗଞ୍ଜାମ,୨୨ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ଜିଲା ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ପୀଠକୁ ପର୍ଯ୍ୟଟକଙ୍କ ଭିଡ଼ ପ୍ରବଳ ହୋଇଥାଏ। ବିଶେଷକରି କାର୍ତ୍ତିକ ମାସ ସୋମବାର ଓ କାର୍ତ୍ତିକ ପୂର୍ଣ୍ଣିମାରେ ବାଲିଯାତ୍ରା ଯାତ୍ରା ପାଇଁ ପ୍ରବଳ…

‘ବୈଷୟିକ ଜ୍ଞାନକୌଶଳ ଗଣମାଧ୍ୟମକୁ ବହୁ ଆଗକୁ ନେଇଛି’

ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଷ୍ଟୁଡିଓ ବୁଧବାର ଉଦଘାଟିତ ହୋଇଯାଇଛି। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଉଦ୍‌ଘାଟକ ଏବଂ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୂର୍ବତନ ବିଧାୟକ-ମେୟରଙ୍କ ସମେତ ୧୨ ଗିରଫ

ବ୍ରହ୍ମପୁର,୨୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ପୋଲିସ ବିଜେଡିର ଗଞ୍ଜାମ ଜିଲା ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା(୫୧) ସମେତ ମୋଟ୍‌ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି…

ଘୋଡାହାଡ ଡ଼୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନଦୀ ତଟବର୍ତ୍ତିି ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର) ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଶୁକ୍ରବାରଠାରୁ ଆସନ୍ତା ୩୦ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ…

ଭାଜପା ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା, ବିଜେଡି ନେତା ମାଷ୍ଟରମାଇଣ୍ଡ

ଗଞ୍ଜାମ,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ଏସ୍‌ପି ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା।…

ରାଜନୈତିକ ପତିଆରା ବଢାଇବାକୁ ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍

ଗଞ୍ଜାମ,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ଏସ୍‌ପି ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା।…

ପୀତବାସ ହତ୍ୟାକାଣ୍ଡ ମାମଲା: ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହ ୪ ଗିରଫ, କୋର୍ଟରେ ହାଜର

ବ୍ରହ୍ମପୁର,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବଶଙ୍କର ଦାସ (ପିଣ୍ଟୁ), ବିକ୍ରମ ପଣ୍ଡାଙ୍କ ସହଯୋଗୀ ମଦନ ଦଳେଇ…

ପୀତବାସ ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଅଟକ, ଏସ୍‌ପି ଅଫିସ ଘେରାଉ ଉଦ୍ୟମ

ବ୍ରହ୍ମପୁର,୨୨।୧୦: ପୀତବାସ ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଳମ୍ବିତ ରାତିରେ ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଅଟକ ରଖିବା ଘଟଣାକୁ ନେଇ ବ୍ରହ୍ମପୁରରେ ଉତ୍ତେଜନା ଦେଖାଦେଇଛି। ବିକ୍ରମ ପଣ୍ଡାଙ୍କୁ ଅଟକ ରଖାଯିବା ପ୍ରତିବାଦରେ ବିଜେଡି କର୍ମୀମାନେ ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ…

ସାର ପରେ ଗ୍ୟାସ କଳାବଜାରୀ ଅଭିଯୋଗ

ଗଞ୍ଜାମ,୨୨।୧୦(ବିଦ୍ୟାଧର ସାହୁ ): ଗତ କିଛିଦିନ ତଳେ ଗଞ୍ଜାମ ବ୍ଲକ ଅଞ୍ଚଳରେ ଅଭାବୀ ସାର ବିକ୍ରି ଓ କଳା ବଜାରୀ ନେଇ ତୁମ୍ବି ତୋଫାନ ଉଠି ଥିବା ବେଳେ ବର୍ତ୍ତମାନ ଇନ୍ଧନ ଗ୍ୟାସ କଳା ବଜାରୀ ହେଉଥିବା ଅଭିଯୋଗ ହୋଇଛି ।…

ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବେଙ୍ଗାଲୁରୁରେ ସାର୍ପସୁଟରକୁ ମାଡି ବସିଲା ପୋଲିସ, ପୁରୀ ବେଳାଭୂମିରେ…

ଗଞ୍ଜାମ,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ୍‌କୁ ବଡ଼ ସଫଳତା ମିଳିଛି। ପୋଲିସ୍ ଏହି ହତ୍ୟାକାଣ୍ଡର ମୁଖ୍ୟ ସାର୍ପସୁଟର୍ ଚିଣ୍ଟୁକୁ ବେଙ୍ଗାଲୁରୁରୁ ଉଠାଇ ଆଣି ଅଟକ ରଖିଛି। ଏଥିସହ ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକକୁ ମଧ୍ୟ ପୋଲିସ୍ ଜବତ କରିଛି। ପୂର୍ବରୁ…

ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୁରୀ ବେଳାଭୂମିରୁ ମିଳିଲା ହତ୍ୟାରେ ବ୍ୟବହୃତ ଅସ୍ତ୍ର

ଗଞ୍ଜାମ,୨୨।୧୦: ସମ୍ବେଦନଶୀଳ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ୍‌କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ୍ ଘଟଣାରେ ବ୍ୟବହୃତ ହୋଇଥିବା ଅସ୍ତ୍ରକୁ ପୁରୀ ସମୁଦ୍ର ବେଳାଭୂମିର ବାଲି ତଳୁ ଜବତ କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଗତ ଅକ୍ଟୋବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri