ଗଞ୍ଜାମ

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି ରୋଗ ହୋଇଥାଏ। ତେଣୁ ଯକ୍ଷ୍ମା ରୋଗୀମୁକ୍ତ ଓଡ଼ିଶା ଲକ୍ଷ୍ୟ ନେଇ କେନ୍ଦ୍ର ଓ ରାଜ୍ୟ…

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର ହଳିଆଗିତ ସାଙ୍ଗକୁ ଚଷା ବୋହୂର ହୁଳହୁଳି ଶବ୍ଦରେ କ୍ଷେତ ପ୍ରକମ୍ପିତ ହୋଇପଡ଼ିଛି। ଏଥିରେ ମୁଖ୍ୟ…

ଯୁବକଙ୍କ ଗଳାକାଟି ହତ୍ୟା

ଚିକିଟି,୩୦।୪(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଧାନଘର ଛକ ଠାରୁ ମା’ ବାଳକୁମାରୀ ମନ୍ଦିର ଯିବା ରାସ୍ତାର ଏକ ପୋଖରୀ ନିକଟରେ ଜଣେ ଯୁବକଙ୍କ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ…

ସନ୍ଦେହଜନକ ଭାବେ ଯୁବତୀଙ୍କ ମୃତ୍ୟୁ, ମୃତଦେହ ଜବତ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ଏନ୍‌.ସୁଷମା ରେଡ୍ଡୀ(୧୮)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ ଏତଲା ହେବାପରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସକାଳେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଯୁବତୀଙ୍କ ମୃତଦେହ ଜବତ…

ନୂଆଗଡ ଡେଙ୍ଗାପଦର ରାସ୍ତା କାମ ନିମ୍ନମାନର, କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମିତିସଭ୍ୟ

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ନୂଆଗଡ ଭାୟା ବିରିପୁର ଡେଙ୍ଗାପଦର ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ହେଉଛି। ତେବେ ହେଉଥିବା ଏହି ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ…

ବୁଦାମୂଳେ ପଡ଼ିଛି ମଲା ଗୋରୁର କଟାଗୋଡ଼

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗୀରେ ସୋମବାର ଏକ ମଲା ଗୋରୁର କଟାଗୋଡ଼ ବୁଦାମୂଳେ ପକାଇ ଅନ୍ୟ ଅଂଶକୁ କିଏ ନେଇଯାଇଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମଲା ଗୋରୁଟିକୁ କେହି ଖାଇବା ଉଦ୍ଦେଶ୍ୟରେ ନେଇଥିବା ଆଶଂକା କରାଯାଉଛି। ଏହି…

ବାପାଙ୍କୁ ଲୁହାରଡରେ ପିଟି ହତ୍ୟା, ସାନପୁଅଙ୍କୁ କୋର୍ଟ ଚାଲାଣ କଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର,୨୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ନିଜ ଜନ୍ମକଲା ବାପାକୁ ପିଟି ହତ୍ୟାକରିବା ଅଭିଯୋଗରେ ସାନ ପୁଅ ରଞ୍ଜନ ସାହୁ(୨୮)ଙ୍କୁ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଥିଲେ। କୋର୍ଟରେ ମାନ୍ୟବର ବିଚାରପତି ଏହାର ବିଚାରକରି…

ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ( ନଂ. ଓଡ଼ି ୦୭…

୧ରୁ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା, ରାମେଶ୍ୱର ଘାଟରୁ ଆସିଲା ପାଣିଭାର

ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ): ଆସନ୍ତା ୧ରୁ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ଏକ ମାସ ପୂର୍ବରୁ ଏହାର ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି l ପୂର୍ବରୁ ଗ୍ରାମର…

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣକ ହେଲେ ବାଙ୍ଗରଡ଼ା ଗ୍ରାମର ସୁରଥ ଚୌଧୁରୀଙ୍କ ପୁଅ…

ସୁନୀଲଙ୍କୁ ଶିଶୁ ସାହିତ୍ୟ ପ୍ରତିଭା ସମ୍ମାନ: ଗଞ୍ଜାମ ପାଇଁ ଆଣିଲେ ଗୌରବ

ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ): କଟକ ସହର ଶତାବ୍ଦୀ ଭବନ ଠାରେ ମାନବ ସମ୍ବଳ ବିକାଶ କେନ୍ଦ୍ର ଓ ପାର୍ବତୀ ଗୋବିନ୍ଦ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ସାହିତ୍ୟ ଲେଖକ ସମ୍ମେଳନ – ୨୦୨୫ ଅନୁଷ୍ଠିତ ହୋଇଥିଲା। ଗଞ୍ଜାମରୁ ଯୁବ କବି…

ଗଞ୍ଜାମ ଏନଏସିରେ ପ୍ରହସନ ପାଲଟିଛି ଜଳଛତ୍ର

ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ କାମରେ ବାହାରୁ ଆସୁଥିବା ଲୋକଙ୍କ ସୁବିଧା ନିମନ୍ତେ ଗଞ୍ଜାମ ଏନଏସି ପ୍ରଶାସନ ପକ୍ଷରୁ ତ୍ରିବେଣୀ ମଠ ଛକ,ଷ୍ଟେଟ ବ୍ୟାଙ୍କ ଛକ ଏବଂ ଦାମଦୋରପୁର ଯାତ୍ରୀ ବିଶ୍ରାମଗାର ଠାରେ ଜଳଛତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri