ଗଞ୍ଜାମ

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ ହେଉଛି । ଶୈବପୀଠ ମଧ୍ୟରୁ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ବଟେଶ୍ୱର,…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ‘ହର ହର ମହାଦେବ‘ ଓ ଓଁ ନମଃ ଶିବାୟ ଧ୍ୱନିରେ ସାରା…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହିଭଳି ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ହୋଇଥିବା ଭଞ୍ଜନଗର ବେଲେଶ୍ୱର…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ ଯୁବକଙ୍କୁ ପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଉଛନ୍ତି ବାଣଧର ପ୍ରଧାନ(୪୦)।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ ଅବସ୍ଥାରେ ଅଫିସ ଆସୁଛନ୍ତି। ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର ଗୁରୁବାର ତାଙ୍କୁ ପ୍ରକୋଷ୍ଠକୁ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି। ଅଦରକାରୀ ପମ୍ପ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି ଦେଇଥିଲେ । ଶନିବାର ସକାଳ ୮ଟାରେ ଯୁବକ ଜଣଙ୍କ ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା ନୀତି ଆନୁକୂଲ୍ୟରେ ପଞ୍ଚ ଦିବସୀୟ ତଥା ୪ର୍ଥ ଅନ୍ତିମ ପ୍ରବୋଧନ…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ ଶୁକ୍ରବାର ଏକ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଶାଖା ପରିଚାଳକ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି। କାହ୍ନୁ ଚରଣଙ୍କୁ ଜଣେ ସଚ୍ଚୋଟ ନେତା ଭାବେ ଅଭିହିତ…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଳାସପୁର ଗ୍ରାମର…

ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କ ଅନ୍ତରଙ୍ଗ ମୁହର୍ତ୍ତର ଫୋଟୋ ଭାଇରଲ ଧମକ: ବନ୍ଧାହେଲେ ପୋଲିସ ଏଏସ୍‌ଆଇ

ବ୍ରହ୍ମପୁର,୧୩।୨(ସୁବାସଚନ୍ଦ୍ର ପାଢ଼ୀ):ଇନଷ୍ଟାଗ୍ରାମରେ ମହିଳାଙ୍କ ସହ ବନ୍ଧୁତା ରଖି ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେଇ ବ୍ଲାକମେଲ ଅଭିଯୋଗରେ ବନ୍ଧାହେଲେ ଜଣେ ପୋଲିସ ଏଏସ୍‌ଆଇ । ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗର ସୁରେନ୍ଦ୍ର ପ୍ରଧାନ(୩୯)। ତାଙ୍କ ଘର ଝାରସୁଗୁଡା ହଂସମୁରକତପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?