ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା
ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି । ସିନିୟର ସିଭିଲଜଜ ତଥା ଆସିଷ୍ଟାଣ୍ଟ ସେସନଜଜ ଶରତକୁମାର ସାହୁ ଓ ଜେଏମଏଫସି ବିଚାରପତି…
ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…
ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି ଜୋର ଧରିଛି । ଏହି ଦୁଇ ଛକ ଦେଇ ଦୈନଦିନ ଶହ ଶହ ସ୍କୁଲ…
ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର
ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ ଯାଉଥିବାବେଳେ ଅସୁସ୍ଥତା କାରଣରୁ ଅଧାରାସ୍ତାରେ ବହି ବସ୍ତାନି ସହ ଟଳି ପଡ଼ିଥିଲେ। ଖବରପାଇ ପରିବାର…
ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ନିଲାନ୍ଦ୍ରି ବେହେରା (୩୮) । ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି…
କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍ ତାର
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…
ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ
ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ ପ୍ରତିଯୋଗିତା ୨୦୨୫-୨୬ ଉଦଯାପିତ ହୋଇଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଆୟୋଜିତ…
ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ
ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ
ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ ଏ ସମ୍ପର୍କରେ ବାରମ୍ବାର ଜଣାଇଥିଲେ ମଧ୍ୟ ଏଥିପ୍ରତି ଏନ୍ଏସି ପ୍ରଶାସନ, ଅଧ୍ୟକ୍ଷ, ଏମ୍ପି, ବିଧାୟକ…
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ…
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ ଜାତୀୟ ରାଜପଥରେ…
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର ଉକ୍ତ…
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି ନିଜକୁ ଜମି ମାଲିକ ଦର୍ଶାଇ ଜାଲ ଆଧାର କାର୍ଡ ପ୍ରସ୍ତୁତ କରି ଜମିକୁ…
Archives


