ଭୀଷ୍ମଗିରୀ ସରପଞ୍ଚ ବିରୋଧରେ ଅନାସ୍ଥା ପ୍ରସ୍ତାବ
ଦିଗପହଣ୍ଡି,୧୯|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ଭୀଷ୍ମଗୀରି ପଞ୍ଚାୟତର ସରପଞ୍ଚ ଗାୟତ୍ରୀ ବ୍ରହ୍ମାଙ୍କ ବିରୋଧରେ ୱାର୍ଡ ସଭ୍ୟା ସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ମଙ୍ଗଳବାର ବ୍ରହ୍ମପୁର ଉପ ଜିଲାପାଳଙ୍କୁ ସାକ୍ଷାତ କରି ଏକ ଦସ୍ତଖତ ସମ୍ବଳିତ ଦାବିପତ୍ର ଦେଇଥିବା ଜଣାପଡ଼ିଛି ।…
ବିଧାୟକ ପ୍ରତିନିଧି ଭାବେ ମନୋନୀତ ହେବା ପରେ କଲେ ବଡ଼ ଘୋଷଣା
ଗଞ୍ଜାମ, ୧୯।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଗଞ୍ଜାମ ଏନଏସି ପ୍ରତିନିଧି ହୋଇଛନ୍ତି ଭାଜପା ଯୁବ ଛାତ୍ର ନେତା ରାନୁ ବୈଠାରୁ। ବିଧାୟକଙ୍କ ପ୍ରତିନିଧି ମନୋନୀତ ହେବା ପରେ ଗଞ୍ଜାମ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ଭେଟିଥିଲେ।ଏନେଇ…
ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ୍: କାର୍ରେ ଯାଉଥିବାବେଳେ ମାଡ଼ିବସିଲା ପୋଲିସ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଲରୁ ଏକ ଡକାୟତ ଗ୍ୟାଙ୍ଗ୍ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ୍ର ୫ ଜଣଙ୍କୁ ପୋଲିସ ଧରିବା ସହ ୩ଟି ଖରଣ୍ଡା ଜବତ କରିଛି। ପୋଲିସ ଗାଙ୍ଗପୁର ଥାନା ଗୋବରା ଅଞ୍ଚଳରୁ ଏହି ଚୋରଙ୍କୁ ଧରିଛି। ଡକାୟତି…
ଭଞ୍ଜନଗର ଏନଏସି ପକ୍ଷରୁ ଫୁଟବଲ ଟୁର୍ନାମେଣ୍ଟ: କେ ଏସୟୁବି କଲେଜକୁ ହରାଇ ବିପଦର ବନ୍ଧୁ ଚାମ୍ପିୟନ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସି ଆସନ୍ତା ୩୧ ତାରିଖରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳନ କରିବ । ଚଳିତ ବର୍ଷ ଏନଏସି ପକ୍ଷରୁ ବଡ ଧରଣର ଉତ୍ସବ ଆୟୋଜନ କରାଯାଇଛି । ତେଣୁ ଅଧ୍ୟକ୍ଷ ଗୋପବନ୍ଧୁ…
ବରିଷ୍ଠ ନେତା ହରିବନ୍ଧୁ ପ୍ରଧାନଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ): ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ଜଣାଶୁଣା ନେତା ତଥା ସାମାଜିକ କର୍ମୀ ହରିବନ୍ଧୁ ପ୍ରଧାନଙ୍କର (୭୩) ସୋମବାର ପରଲୋକ ଘଟିଛି। ତାଙ୍କର ବିୟୋଗରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ରାଜନେତା ସହ ବିଭିନ୍ନ ଧର୍ମ ଅନୁଷ୍ଠାନ…
ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । କିଛି ସ୍ଥାନରେ…
ପୁଅ, ଝିଅଙ୍କୁ ଟ୍ୟୁଶନ ଛାଡିବାକୁ ଯାଉଥିଲେ ବାପା, ବାଟରେ ଘଟିଲା ଛାତିଥରା ଘଟଣା
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ ଡିଆରଡିଏ ଛକ ନିକଟରେ ଟ୍ରକ ଦୁର୍ଘଟଣାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ବେଳେ ବାପା ଓ ଦୁଇ ଭାଇ ଅଳ୍ପକେ ବଞ୍ଚିଯାଇଛନ୍ତି। ମୃତ ନାବାଳିକା ଜଣକ ହେଲେ କାଳିଆବାଲିର ଅବସରପ୍ରାପ୍ତ ଆର୍ମି ଏସ.ଦେବରାଜ ରେଡ୍ଡିଙ୍କ…
ହଠାତ୍ ଯୁବକଙ୍କ ଉପରେ ପଡ଼ିଲା ୧୧ କେଭି ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ):୧୬ ନମ୍ବର ଜାତୀୟ ରାଜପଥ ଶନି ମନ୍ଦିର ନିକଟରେ ଇଲେଭେନ କେଭି ବିଦ୍ୟୁତ ତାର ହଠାତ୍ ଛିଡି ପଡିଛି l ସେହି ରାସ୍ତାରେ ବାଇକରେ ଯାଉଥିବା ଜଣେ ଯୁବକଙ୍କ ଉପରେ ତାର ପଡି ଯାଇଥିଲା l ଫଳରେ ଯୁବକ ଜଣକ…
ଭାଉଜଙ୍କୁ ଆକ୍ରମଣ କରି ଶଳା, ଭିଣୋଇ ଜେଲ ଗଲେ
ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମରେ ଘଟିଥିବା ପାରିବାରିକ ହିଂସା ମାମଲାରେ ପୋଲିସ କୃଷ୍ଣ ଗୌଡ଼(ଭିଣୋଇ) ଏବଂ ତାଙ୍କ ଶଳା ସମୀର ଗୌଡ଼ଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ…
ରାଷ୍ଟ୍ରପତିଙ୍କୁ ଭେଟିଲେ ଗଞ୍ଜାମର ଲକ୍ଷପତି ଦିଦି ଏସ୍.ଜ୍ୟୋତି ରେଡ୍ଡୀ
ଛତ୍ରପୁର, ୧୭।୮(ସନ୍ତୋଷ ପାଢ଼ୀ ): ଅଗଷ୍ଟ ୧୫ ତଥା ସ୍ବାଧୀନତା ଦିବସରେ ଦିଲ୍ଲୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ଲକ୍ଷପତି ଦିଦି ତଥା ଛତ୍ରପୁର ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ କାଳିଆବାଲି ଗ୍ରାମର ଏସ୍. ଜ୍ୟୋତି ରେଡ୍ଡୀ ଯୋଗଦେଇଥିଲେ। ରାଷ୍ଟ୍ରପତି ଭବନରେ…
ଜଗନ୍ନାଥପୁର ଗ୍ରାମ ଶିବ ମନ୍ଦିର ନିକଟ ଆଦର୍ଶ ଗୁହାଳରୁ ବିପୁଳ ପରିମାଣର ଡିଟୋନେଟର ଜବତ
ଛତ୍ରପୁର, ୧୬।୮(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଗ୍ରାମ ଶିବ ମନ୍ଦିର ନିକଟ ଏକ ଆଦର୍ଶ ଗାଈ ଗୁହାଳରୁ ବିପୁଳ ପରିମାଣର ଡିଟୋନେଟର ଜବତ କରିଛି ପୋଲିସ। ସୂଚନା ମୁତାବକ, କନ୍ଧମାଳ ଜିଲା ତୁମୁଡିବନ୍ଧଠାରେ ଏକ ଗାଡ଼ିରେ କିଛି ଡିଟୋନେଟର…
ରେଞ୍ଜରଙ୍କ ଲାଞ୍ଚନେବା ଭିଡିଓ ଭାଇରାଲ
ବୁଗୁଡ଼ା, ୧୭।୮(କାଳିଚରଣଦାଶ):ବୁଗୁଡ଼ା ରେଞ୍ଜର ପ୍ରଦୀପ କୁମାର ମିଶ୍ର ଜଣେ କାଠ ମାଫିଆଙ୍କ ଠାରୁ ୫ହଜାର ଟଙ୍କା ନେଉଥିବା ଭିଡିଓ ଭାଇରଲକୁ ନେଇ ଚର୍ଚ୍ଚା ଜୋର ଧରିଛି । ବୁଗୁଡ଼ା ବନବିଭାଗ କାର୍ଯ୍ୟାଳୟରେ ଜଣେ କାଠ ମାଫିଆ ନିଜ ଗାଡି ଛାଡିବା ପାଇଁ…
Archives


