ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ବିଧାୟକ କହିଲେ, ଏଥର ଲେଖାଯିବ ନୂଆ ଇତିହାସ
ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଛି। ଏନେଇ ଠାକୁରାଣୀ ମନ୍ଦିର ଏବଂ କୁଲାଡ ବ୍ୟାଘ୍ର ଦେବୀ ମନ୍ଦିରରୁ ଶୋଭାଯାତ୍ରାରେ ବରଣମାଳା ଶୁଭ ସ୍ତମ୍ଭ ସ୍ଥାପନସ୍ଥଳକୁ ଅଣାଯାଇଥିଲା। ଏହାପରେ ପୂଜାର୍ଚ୍ଚନା ପରେ…
ଖପୁରୀ ଧରି ପୂଜାର୍ଚ୍ଚନା… ଗୁଣି ସନ୍ଦେହର ବୃଦ୍ଧଙ୍କୁ ବାନ୍ଧି ନିସ୍ତୁକ ମାଡ଼, ୧୦ ଗିରଫ
ବେଲଗୁଣ୍ଠା,୧୧।୩(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ବେଲପୁଞ୍ଜି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗୁଣି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ସଂଘବଧ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ପୋଲିସ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ…
ସଫଳତାର ସହ ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଉଦଯାପିତ
ଭଞ୍ଜନଗର, ୧୦/୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରସିଦ୍ଧ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ମଙ୍ଗଳବାର ଦିନ ସଫଳତାର ସହ ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର…
ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା: ଗୁଣାତ୍ମକ ଶିକ୍ଷାଦାନର ଅଭିବୃଦ୍ଧି…
ଦିଗପହଣ୍ଡି,୧୦। ୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କୁ ମଙ୍ଗଳବାର ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘ ଦିଗପହଣ୍ଡି ଶାଖା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂଘର ଶାଖା ସମ୍ପାଦକ ସନ୍ତୋଷ…
ବାଇକ୍ରେ କରୁଥିଲେ ଗଞ୍ଜେଇ ଚାଲାଣ: ଯୁବକଙ୍କୁ ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଖାନତଲାସି ପରେ…
ଦିଗପହଣ୍ଡି, ୧୦।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ସଫଳତା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ସମୟରେ ଦିଗପହଣ୍ଡି କୃଷି ଜିଲ୍ଲା କାର୍ଯ୍ୟାଳୟ ନିକଟରୁ ବିପୁଳ ପରିମାଣର…
ବାଇକ୍ରେ ସାଙ୍ଗଙ୍କ ସହ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ଚାଲିଗଲା ସାଗରଙ୍କ ଜୀବନ, ଉତ୍ତେଜନା ପରେ…
ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ…
“ଜଙ୍ଗଲ ନିଆଁକୁ ରୋକିଲେ ହିଁ ପରିବେଶ ସୁରକ୍ଷିତ ରହିବ”
ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ବନାଞ୍ଚଳସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା…
ରାସ୍ତାକଡ଼ରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ,ପରିଚୟ ଖୋଜୁଛି ପୋଲିସ; ହତ୍ୟା କରି ନା…?
ବେଲଗୁଣ୍ଠା,୧୦।୩(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ଭଞ୍ଜନଗର-ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସମ୍ପୂର୍ଣ୍ଣ ପଚି ଯାଇଥିବାରୁ ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନାନୁଯାୟୀ, ସକାଳେ ଉକ୍ତ ରାସ୍ତା…
ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ, ଜିଲାପାଳ…
ପୁରୁଷୋତ୍ତମ ପୁର,୧୦।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ମା’ଙ୍କ ଦର୍ଶନ କରିବା ନିମନ୍ତେ ମଧ୍ଯରାତ୍ରରୁ…
ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ ମୃତ୍ୟୁବରଣ କରିଛନ୍ତି। ପାଟପୁର ପୋଲିସ ସୋମବାର ଅପମୃତ୍ୟୁ ମାମଲା ୫/୨୬ ଅନୁଯାୟୀ ତାଙ୍କ…
ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ପ୍ରାର୍ଥିପତ୍ର ଦାଖଲ ସରିଛି। ବିଭିନ୍ନ ପଦବୀ ନିମନ୍ତେ ୧୦ ପ୍ରାର୍ଥି ସେମାନଙ୍କ ନାମାଙ୍କନ…
ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର କରଛି।ମହିଳା ଜଣକ ହେଲେ ପୋଡ଼ାମାରି ଗ୍ରାମ ନିକଟ ବୁଗୁଡ଼ା କଲୋନୀର ଦେବ ନାଇକଙ୍କ…
Archives


