ଗଞ୍ଜାମ

ଆନ୍ଦୋଳନ ପରେ ଚେତିଲା ପ୍ରଶାସନ ପୋଲିସ ସୁରକ୍ଷାରେ ବିପନ୍ନଙ୍କ ପାଖକୁ ଗଲା ରିଲିଫ, ଭୋକ ଉପାସରେ ଜଳବନ୍ଦି ଜୀବନ କାଟୁଥିଲେ ବନ୍ୟା ପୀଡ଼ିତ

ପୁରୁଷୋତ୍ତମପୁର, ୩୦।୧୦ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଭୟଙ୍କର ବନ୍ୟା ଆସି ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଅଞ୍ଚଳକୁ ଛାରଖାର କରିଦେଇଛି। ନଦୀର ବନ୍ୟାଜଳ ଗାଁଠାରୁ ସହର ପର୍ଯ୍ୟନ୍ତ ମାଡ଼ିଯାଇ ଘରଦ୍ୱାର ଭାଙ୍ଗିବା ସହ ଲୋକଙ୍କ ଜୀବନଜୀବିକା ଉଜାଡ଼ି…

ବନ୍ୟାରେ ମାନବିକତାର ମୃତ୍ୟୁ: ପାଣିଘେରରେ ଲୋକେ, ବ୍ଲକ କାର୍ଯ୍ୟାଳୟର ଉଚ୍ଚ ସ୍ଥାନରେ ସୁରକ୍ଷିତ ରଖାଗଲା କର୍ମଚାରୀଙ୍କ ଗାଡ଼ି

ପୁରୁଷୋତ୍ତମପୁର, ୩୦।୧୦ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରର ଜନଜୀବନକୁ ଛାରଖାର କରିଦେଇଛି। ଚାରିଆଡ଼େ ବନ୍ୟାଜଳ। ଲୋକେ ଜୀବନ ବଞ୍ଚାଇବାକୁ ରାହା ଖୋଜୁଥିବାବେଳେ ବ୍ଲକ ପ୍ରଶାସନର କାର୍ଯ୍ୟଶୈଳୀ ଏବେ ଚର୍ଚ୍ଚାର…

ବନ୍ୟାରେ ଉଜୁଡ଼ିଲା ଜୀବିକା, ପାଣି ଭିତରୁ ସ୍ୱପ୍ନ ସାଉଁଟୁଛନ୍ତି ବ୍ୟବସାୟୀ: କିଏ ଖୋଜୁଛି ହଜିଯାଇଥିବା ସାମଗ୍ରୀ, କିଏ ମୁଠାଏ ଖାଦ୍ୟ ପାଇଁ ଡହଳବିକଳ

ପୁରୁଷୋତ୍ତମପୁର, ୩୦।୧୦ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାରୁ ପୁରୁଷୋତ୍ତମପୁରର ଜନଜୀବନକୁ ଛାରଖାର କରିଦେଇଛି। ଦୋକାନ ବଜାରରେ ବନ୍ୟାଜଳ ପଶିଯିବାରୁ ଖାଦ୍ୟସାମଗ୍ରୀଠାରୁ ଆରମ୍ଭ କରି ଅନେକ ମୂଲ୍ୟବାନ ସାମଗ୍ରୀ ନଷ୍ଟ ହୋଇଯାଇଛି।…

ବାତ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ପୂର୍ବତନ ବିଧାୟକ

ଗଞ୍ଜାମ, ୩୦।୧୦ (ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସମଗ୍ର ଗଞ୍ଜାମ ଜିଲା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବେଳକୁ ବେଳ ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଗଞ୍ଜାମ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତର ଅନେକ ଗ୍ରାମ ଜଳବନ୍ଦୀ ଅବସ୍ଥାରେ ରହିଛି। ଏଥିସହ…

ଛତ୍ରପୁର ନିର୍ବାଚନମଣ୍ଡଳୀର ବନ୍ୟାଞ୍ଚଳ ବୁଲି ସ୍ଥିତି ପରଖିଲେ ବ୍ରହ୍ମପୁର ଏମ୍.ପି

ଛତ୍ରପୁର, ୩୦।୧୦ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇଥିବାବେଳେ ବ୍ରହ୍ମପୁର ଏମ୍.ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଶୁକ୍ରବାର ଛତ୍ରପୁର ନିର୍ବାଚନମଣ୍ଡଳୀର ବିଭିନ୍ନ ବନ୍ୟାପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେ ବନ୍ୟାଜଳ ଘେରରେ…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି ଘରଦ୍ୱାର, ଉଜାଡ଼ିଛି ଜୀବନଜୀବିକା। ହେଲେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଏବେ ଦ୍ୱିଗୁଣିତ ହୋଇଛି।…

ଗଞ୍ଜାମ ବ୍ଲକର ଅନେକ ଗାଁ ଜଳବନ୍ଦୀ, ବନ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ,୩୦ା୧୦(ଅନାଥ ତରାଇ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୂଲ୍ୟା ନଦୀର ବନ୍ୟାଜଳ ଯୋଗୁ ଗଞ୍ଜାମ ବ୍ଲକ୍‌ର ଅନେକ ଗାଁ ଜଳବନ୍ଦୀ ହୋଇପଡ଼ିଛି। ୟୁଡ଼ିଏସପୁର, ବରପଲ୍ଲୀ ସମେତ ବ୍ଲକ୍‌ର ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାରୁ ଲୋକେ ନାନା ସମସ୍ୟାର…

ଗଞ୍ଜାମରେ ବନ୍ୟା ସ୍ଥିତି: ପ୍ରଶାସନ ପ୍ରସ୍ତୁତ, ଅନୁଧ୍ୟାନ ପାଇଁ ଆସିବେ କେନ୍ଦ୍ରୀୟ ପ୍ରତିନିଧି ଦଳ

ଛତ୍ରପୁର,୩୦ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିରେ ଧିରେ ଧିରେ ସୁଧାର ଆସୁଛି। ଭଞ୍ଜନଗରଠାରୁ ଛତ୍ରପୁର ପର୍ଯ୍ୟନ୍ତ ଋଷିକୁଲ୍ୟା ନଦୀକୂଳିଆ ଅଞ୍ଚଳର ବିଭିନ୍ନ ଗାଁରେ ବନ୍ୟାଜଳ ପ୍ରବେଶ କରିଥିବା ବେଳେ…

ହିଞ୍ଜିଳିକାଟୁରେ ବନ୍ୟା ବିଭୀଷିକା: ପାଣି ଘେରରେ ଶତାଧିକ ପରିବାର, ଯୋଗାଯୋଗ ବିଚ୍ଛିନ୍ନ

ହିଞ୍ଜିଳିକାଟୁ,୨୯।୧୦(ଦ୍ୱିତୀକୃଷ୍ଣ ପଣ୍ଡା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବନ୍ୟା ସ୍ଥିତି ଗମ୍ଭୀର ରୂପ ନେଇଛି। ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଅନେକ ଗ୍ରାମ ଓ ଜନବସତି…

ବାତ୍ୟା ପରେ ବନ୍ୟା ଭୟ: ସ୍ଥିତି ଅନୁଧ୍ୟାନ କଲେ ବିଧାୟକ, ଲୋକଙ୍କ ସୁରକ୍ଷା ପାଇଁ…

ଗଞ୍ଜାମ,୩୦ା୧୦(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ସମଗ୍ର ଗଞ୍ଜାମ ଜିଲା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବେଳକୁ ବେଳ ଋଷିକୂଲ୍ୟା ନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଋଷିକୂଲ୍ୟାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଯୋଗୁ ଚିନ୍ତାରେ ଗଞ୍ଜାମ ବ୍ଲକ ଅଞ୍ଚଳ…

ପ୍ରଖର ଜଳସ୍ରୋତରେ ଭାସିଗଲା ପୋଲ: ୨୫ରୁ ଊର୍ଦ୍ଧ୍ୱ ଗାଁକୁ ଯାନବାହନ ଚଳାଚଳ ବନ୍ଦ

ଦିଗପହଣ୍ଡି, ୩୦।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ପରେ ନାଳରେ ପ୍ରବାହିତ ପ୍ରଖର ଜଳସ୍ରୋତ ଯୋଗୁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଡେଙ୍ଗାଓସ୍ତା-ଭୀଷ୍ମଗିରି ରାସ୍ତାର ପାଞ୍ଚଆମ୍ବ ନିକଟରେ ଥିବା ପୋଲ ଭାସିଯାଇଛି। ଫଳରେ ଡେଙ୍ଗାଓସ୍ତାଠାରୁ କଇଠଖଣ୍ଡି ଭାୟା ଭୀଷ୍ମଗିରି ଗ୍ରାମକୁ…

ବନ୍ୟା ବିପତ୍ତି ବେଳେ ରାସ୍ତାରୋକୋ: ଭଞ୍ଜନଗରବାସୀଙ୍କ ଦୁଃଖ ଦ୍ୱିଗୁଣିତ

ଭଞ୍ଜନଗର, ୩୦।୧୦ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚଳିତ ବର୍ଷ ଦେଖାଦେଇଥିବା ଭୟାବହ ବନ୍ୟା ଅଞ୍ଚଳବାସୀଙ୍କ ଜୀବନକୁ ଦୁର୍ବିସହ କରିଦେଇଛି। ଏଭଳି ବନ୍ୟା ପରିସ୍ଥିତି ପୂର୍ବରୁ କେବେ ଦେଖି ନ ଥିବା ସ୍ଥାନୀୟ ଲୋକଙ୍କର ଶହ ଶହ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?