ଗଞ୍ଜାମ

ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ତ୍ୟୋଦୟ ଯୋଜନାରେ ଘର ପାଇବା ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ଘରକୁ ଯାଇ…

ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍‌.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ସମସ୍ତ ଛାତ୍ରୀ ଛାତ୍ର ନଗର ପରିକ୍ରମା ପରେ କଲର ବେଲ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା।…

ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ ବିଦୁତ୍‌ ଖୁଣ୍ଟରେ ଚଢ଼ି କାମ କରୁଥିବାବେଳେ ଖୁଣ୍ଟରୁ ତଳେ ପଡି ଗୁରୁତର ଭାବେ ଆହତ…

ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର ଏସ୍‌ଡିଜେଏମ୍‌ ପ୍ରୀତିଶ କୁମାର ରଥ ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ…

ଅସମ୍ଭାଳ ଖରା, ଜନଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ସରକାରୀ କାର୍ଯ୍ୟାଳୟ ଓ ସ୍କୁଲଗୁଡ଼ିକ ସକାଳୁଆ ହୋଇଥିବାରୁ ଛାତ୍ରୀଛାତ୍ର ଖରାର ପ୍ରକୋପରୁ ତ୍ରାହି…

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ତାଙ୍କ ନିକଟରୁ ୪୦ ଲିଟର ଦେଶୀମଦ…

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ ବିଷୋୟୀ ଓରଫ ଅର୍ଚ୍ଚିତାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲେ। ଖବରପାଇ କିନ୍ନର ସଂଘ…

ଚାଲିଥିଲା ବାହାଘର ପ୍ରସେଶନ: ହଠାତ କାଟିପକାଇଲେ ଯୁବକଙ୍କ ପାପୁଲି

ବେଗୁନିଆପଡା,୨୧।୪(ସୁଶାନ୍ତ ପଟ୍ଟନାୟକ): ବାହାଘର ପ୍ରସେଶନ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡ ଯାଇଥିବା ଜଣାପଡ଼ିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ କବିସୂର୍ଯ୍ୟନଗର ଥାନା ସାନ ଉସ୍ତାପଡା ଗ୍ରାମରେ। ରବିବାର ରାତିରେ ବାହାଘର…

ଅସମ୍ଭାଳ ତାତି, ଜନ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲେଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇ ପଡ଼ୁଛି। ସରକାରୀ କାର୍ଯ୍ୟାଳୟ ଓ ସ୍କୁଲଗୁଡ଼ିକ ସକାଳୁଆ ହୋଇଥିବାରୁ ଛାତ୍ରୀଛାତ୍ରମାନେ ଖରାର…

ପୋଲିସର ସ୍ପେଶାଲ ଡ୍ରାଇଭ୍‌: ୨୬ ନାବାଳିକାଙ୍କୁ ଉଦ୍ଧାର

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ): ସାରା ରାଜ୍ୟରେ ଶିଶୁ ଅପହରଣ ଓ ନିଖୋଜ ନେଇ ଚହଳ ପଡିଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ନିଖୋଜ ଶିଶୁଙ୍କୁ ଠାବ କରି ଉଦ୍ଧାର କରିବା ଲାଗି ସ୍ପେଶାଲ ଡ୍ରାଇଭ୍‌ ନେଇ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଏହିକ୍ରମରେ ଗଞ୍ଜାମ…

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉର୍ନ୍ନୟନ ଅଧିକାରୀ ତଥା…

ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ

ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି ମହାଜଜ୍ଞ ଅନୁଷ୍ଠିତ ହୋଇଛି। ସୋମବାର ଏହା ଷଷ୍ଠ ଦିବସରେ ପହଞ୍ଚିଥିବାବେଳେ ଏହି ଯଜ୍ଞର ଉଦ୍ଦେଶ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri