ଗଞ୍ଜାମ

ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା, ମୁଢ଼ି ବିକିଲେ ଛାତ୍ର

ପୁରୁଷୋତ୍ତମପୁର,୨୫ା୮(ଡି.ଏନ୍‌.ଏ.): ସରକାର ଶିକ୍ଷା ଅଧିକାର ଆଇନ(ରାଇଟ୍‌ ଟୁ ଏଜୁକେଶନ) ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ‘ସମସ୍ତେ ପଢନ୍ତୁ ସମସ୍ତେ ବଢନ୍ତୁ’ ର ନାରା ଦେଇ ପିଲାଙ୍କୁ ସ୍କୁଲ ଆସିବା ଲାଗି ଆଗ୍ରହ ସୃଷ୍ଟି କରିବା ଦିଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରି...

ଏ.ଜି . କାର୍ଯ୍ୟାଳୟରେ ପହଞ୍ଚିନି ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରାୟ ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌ କାଗଜପତ୍ର ଭୁବନେଶ୍ୱରସ୍ଥିତ ଏ.ଜି କାର୍ଯ୍ୟାଳୟରେ ପହଞ୍ଚି ନ ଥିବାରୁ ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ପାଇବାକୁ ଅପେକ୍ଷାରେ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରର ଏଜି ଅଫିସର ଉଚ୍ଚ ପଦସ୍ଥ ଅଧିକାରୀଙ୍କଠାରୁ ଆରମ୍ଭ...

୧୭ଦିନ ହେଲା ଲେମ୍ଭେଇ ଛାଡ଼ୁନାହିଁ ଦନ୍ତା

ଭଞ୍ଜନଗର,୨୫।୮(ଡି.ଏନ୍‌.ଏ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଗତ ମାସରେ ୨ଟି ଦନ୍ତା ହାତୀଙ୍କ ମୃତ୍ୟୁ ହେବା ପରେ ବର୍ତ୍ତମାନ ଆଉ ଗୋଟିଏ ଦନ୍ତା ଏକୁଟିଆ ଘୂରିବୁଲୁଛି। ପ୍ରାୟ ୧୭ଦିନ ହେଲା ଉକ୍ତ ଦନ୍ତା ହାତୀଟି ଲେମ୍ଭେଇ, ହଳନ୍ଦଖୋଳା, ତିନିଛକିଆ, ବାରଦଣ୍ଡା,...

ଡିଭାଇଡରରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବ୍ରହ୍ମପୁର ବ୍ରହ୍ମାନଗରର ସୁମନ...

ପୂର୍ବ ଶତ୍ରୁତାରୁ ହିଂସାକାଣ୍ଡ, ୨ ଗୁରୁତର

ହିଞ୍ଜିଳିକାଟୁ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଗ୍ରାମରେ ବୁଧବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟିଛି। ଏଥିରେ ୨ପକ୍ଷଙ୍କ ମଧ୍ୟରେ ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତ। ଗୁରୁତର ଦ୍ୱୟ ହେଲେ ବାବୁ ପ୍ରଧାନ...

ଡ୍ରେନେଜ ନିର୍ମାଣ ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଚାମୁଣ୍ଡା ସାହିରେ ଡ୍ରେନେଜ ନିର୍ମାଣ ପାଇଁ ଉକ୍ତ ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ବିଡିଓ ବିଶ୍ୱଜିତ୍‌ ରାୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ସାହିରେ...

୩୬ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି, କୃତଜ୍ଞତା ଜଣାଇଲା ଶିକ୍ଷକ ସଂଘ

ଗଞ୍ଜାମ,୨୪ା୮(ଡି.ଏନ୍‌.ଏ.): ୨୦୧୫ରେ ନିଯୁକ୍ତି ପାଇ ଗଞ୍ଜାମ ବ୍ଲକରେ କାର୍ଯ୍ୟରତ ୩୬ କନିଷ୍ଠ ଶିକ୍ଷକଙ୍କୁ ବୁଧବାର ନିୟମିତ ଶିକ୍ଷକଙ୍କ ମାନ୍ୟତା ମିଳିଛି। ଏନେଇ ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ ପତ୍ର ପ୍ରଦାନ କରାଯାଇଛି। ବିଇଓ କାର୍ଯ୍ୟାଳୟରେ ବିଇଓ ଭାଗିରଥୀ ବେହେରା, ଏବିଇଓ ବିଜୟ...

ଦୀର୍ଘ ସମୟ ହାତଯୋଡି ରହିଲା ମାଙ୍କଡ଼

ଗଞ୍ଜାମ,୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ସହରର ମାଉସୀ ମା’ ମନ୍ଦିର ନିକଟସ୍ଥ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରେ ବୁଧବାର ଏକ ମାଙ୍କଡ଼ ଲାଗିଯାଇଥିଲା। ଦୀର୍ଘ ସମୟ ପର୍ଯ୍ୟନ୍ତ ଉକ୍ତ ଟ୍ରାନ୍ସଫର୍ମରରେ ସେ ଦୁଇ ହାତ ଯୋଡି ରହିଥିଲା । କରେଣ୍ଟ ଲାଗିଯିବା ଫଳରେ ମାଙ୍କଡ଼ଟିର ମୁଁହ...

ଏନ୍‌ଏସି ସହରର ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ

ଗଞ୍ଜାମ,୨୪।୮(ଡି.ଏନ୍‌.ଏ.): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଯାଇଥିଲେ ମଧ୍ୟ ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥାରେ ସୁଧାର ଆସିପାରିନାହିଁ। ସହରର ମୁଖ୍ୟ ରାସ୍ତା ଏବେ ଡମ୍ପିଂୟାର୍ଡ ପାଲଟିଛି। ଦୈନଦିନ ଉକ୍ତ ରାସ୍ତା ଦେଇ ଅଫିସରଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ଅଞ୍ଚଳର...

ଫାଷ୍ଟ ଫୁଡ୍‌ ଖାଦ୍ୟରେ ରାସାୟନିକ ଦ୍ରବ୍ୟ

ବ୍ରହ୍ମପୁର ଅଫିସ,୨୪।୮:ବ୍ରହ୍ମପୁର ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ ଆଦର ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ ମାଳ ମାଳ ଫାଷ୍ଟ ଦୋକାନ ଫୁଡ ଗଢି ଉଠିଛି। ବିଶେଷକରି କୋଭିଡ୍‌ ମହାମାରୀ...

ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୪।୮(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା...

ବ୍ରହ୍ମପୁରରେ ୧୭ ପ୍ରତିଶତ ନେଇଛନ୍ତି ପ୍ରିକସନ ଡୋଜ୍‌

ଛତ୍ରପୁର,୨୪୮(ଡିଏନଏ ):  ନଗର ସ୍ବାସ୍ଥ୍ୟ ମିଶନର ପ୍ରଥମ କାର୍ଯ୍ୟକାରୀ କମିଟି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବହିର୍ଚିକିତ୍ସା ନିମନ୍ତେ ଆସୁଥିବା ରୋଗୀଙ୍କ ସଂଖ୍ୟା, ବିଶେଷଜ୍ଞ, କାୟାକଳ୍ପ ଯୋଜନା, ଇ-...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri