ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଘାଟିଶୁଳା, ଚକରା ଘାଟି
ଭଞ୍ଜନଗର,୮ା୬(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଘୁମୁସର ଇତିହାସର ମୂକସାକ୍ଷୀ ଚକରା ଘାଟି ଏବଂ ଘାଟିଶୁଳାର ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ଆଗକୁ ରଣଘଣ୍ଟାର ମଧ୍ୟ ବିକାଶ ହେବ। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିମନ୍ତ୍ରଣ ରକ୍ଷା…
ଆଜି ସରୁଛି ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ନାଚଗୀତରେ ଦୁଲୁକୁଛି ସହର
ପୁରୁଷୋତ୍ତମପୁର,୮ା୬(ସୀମାଞ୍ଚଳ ମିଶ୍ର): ଆଜି ଅର୍ଥାତ୍ ରବିବାର ଶେଷ ହେଉଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର କିମ୍ବଦନ୍ତୀ ପୂର୍ଣ୍ଣ ଐତିହାସିକ ଠାକୁରାଣୀ ଯାତ୍ରା। ଏହି ଅବସରରେ ରବିବାର ଛୁଟିଦିନ ଥିବାରୁ ସମଗ୍ର ସହର ଲୋକାରଣ୍ୟ ହୋଇ ପଡ଼ିଥିବା ବେଳେ ନାଚଗିତରେ ସହର ପ୍ରକମ୍ପିତ ହେବାରେ…
ଭଞ୍ଜନଗର ମେଡିକାଲକୁ ମିଳିବ ଜିଲା ମାନ୍ୟତା: ସ୍ବାସ୍ଥ୍ୟମନ୍ତ୍ରୀ
ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ମେଡ଼ିକାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀମାନଙ୍କୁ ସ୍ବାସ୍ଥ୍ୟସେବା…
କାଲି ନିଜ ମନ୍ଦିରକୁ ବାହୁଡ଼ିବେ ମା’ ପଞ୍ଚ ଠାକୁରାଣୀ
ପୁରୁଷୋତ୍ତମପୁର,୭ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ପଞ୍ଚ ଠାକୁରାଣୀଙ୍କ ଯାତ୍ରା ରବିବାର ଶେଷ ହେବ। ଲୋକେ ମା’ ପଞ୍ଚଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀଙ୍କୁ ବଡ଼ବଜାରସ୍ଥିତ ଅସ୍ଥାୟୀ ମନ୍ଦିରରେ ଶ୍ରଦ୍ଧାଳୁ ଦର୍ଶନ କରିବା ସହ ଯାତ୍ରାପଡ଼ିଆରେ ବୁଲି…
ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା…
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ…
ଯୁବକଙ୍କୁ ସ୍କୁଲ ନିକଟରେ ଅଟକାଇ ଲୁହାଛଡ଼ରେ ପିଟିଲେ
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗାଁର ସୁଶାନ୍ତ ବିଷୋୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ସୁଶାନ୍ତଙ୍କୁ ତାଙ୍କ ପଡ଼ୋଶୀ ବାହାନ ସ୍ବାଇଁ ଏବଂ ତୋଫାନ ସ୍ବାଇଁ ଦୁଇଭାଇ ଶୁକ୍ରବାର ସନ୍ଧ୍ୟାରେ ଗାଁ…
ପିଠା ମହକରେ ବାସିଲା ବ୍ଲକ: ପ୍ରଥମ ବିଜେତାଙ୍କୁ ମିଳିଲା…
ଗଞ୍ଜାମ,୭।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁଭଦ୍ରା ଶକ୍ତି ପକ୍ଷରୁ ପାରମ୍ପରିକ ପିଠା ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ସିଡିପିଓ ଶଲିଳା ପ୍ରଧାନ, ସହକାରୀ ଯନ୍ତ୍ରୀ ଦିଗାମ୍ବର…
୨ ନାବାଳିକାଙ୍କୁ ଘରୁ ଡାକି ନେଇ କରିଥିଲେ ଗଣବଳାତ୍କାର: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୭ା୬(ସୁବାସ ପାଢ଼ୀ): ଜନୈକା ୧୪ବର୍ଷର ନାବାଳିକାଙ୍କ ସହ ବନ୍ଧୁତା କରି ତାଙ୍କୁ ଘରୁ ଡାକି ନେଇ ଏକ ନିର୍ଜନ ସ୍ଥାନରେ ବଳାତ୍କାର ପରେ ଅଭିଯୁକ୍ତ ଜଣଙ୍କ ତାଙ୍କର ଅନ୍ୟ ତିନି ସାଙ୍ଗକୁ ଡାକି ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ ଗଣବଳାତ୍କାର…
ଭଡ଼ା ଘରେ ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଟଙ୍କା ଫେରାଇବାକୁ ଏନଏସିକୁ ଚିଠି ଲେଖିଲା ବ୍ଲକ
ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଉପଖଣ୍ଡର ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଉପରେ ସମୀକ୍ଷା ହୋଇଛି। ବୈଠକରେ ଉପଖଣ୍ଡର ବିଭିନ୍ନ ଅଞ୍ଚଳର ବିଡ଼ିଓ ଏବଂ ସିଡ଼ିପିଓମାନେ ଯୋଗ ଦେଇଥିଲେ। ଯେଉଁଠି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ କୋଠା…
ମା’ଙ୍କ କୋଳରେ ଶୋଇଥିଲେ କୁନି ଝିଅ: କାମୁଡ଼ି ଦେଲା ନାଗ, ପରେ…
ଦିଗପହଣ୍ଡି,୬।୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନାରାୟଣପୁର ଗ୍ରାମର ଅଷ୍ଟମୀ ପ୍ରିୟା ଗୌଡ଼ ନାମ୍ନୀ ଶିଶୁକନ୍ୟା ସାପ କାମୁଡାରେ ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସକାଳେ ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍ଆଇ ଜଗବନ୍ଧୁ ବାର୍ଲା ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ…
ପୁଣି ବିଜେଡିକୁ ଆଉ ଏକ ଶକ୍ତଧକ୍କା: କଂଗ୍ରେସରେ ମିଶିଲେ ଦୁଇ ବ୍ଲକ ଯୁବ ବିଜେଡ଼ି ସଭାପତି
ଭଞ୍ଜନଗର,୬।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜେଡିକୁ ଶୁକ୍ରବାର ପୁଣି ଆଉ ଏକ ଶକ୍ତଧକ୍କା ଲାଗିଛି। ପୂର୍ବତନ ଭଞ୍ଜନଗର ବ୍ଲକ ଯୁବ ବିଜେଡ଼ି ସଭାପତି ତଥା ପୂର୍ବତନ ସରପଞ୍ଚ କୁଲୁ ଭୂୟାଁ ଏବଂ ଦଳର ବର୍ତ୍ତମାନର ବ୍ଲକ ଯୁବ ବିଜେଡ଼ି ସଭାପତି…
୧୨ ବର୍ଷ ବୈବାହିକ ଜୀବନକୁ ଭୁଲି ଗଲେ; ଦ୍ୱିତୀୟ ସ୍ତ୍ରୀଙ୍କ ଲାଗି ପ୍ରଥମ ସ୍ତ୍ରୀଙ୍କୁ ମାଡ଼, ଛଡ଼ାଇନେଲେ…
ଦିଗପହଣ୍ଡି,୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ମହୁଡ଼ା ଚାଞ୍ଚଡାପଲ୍ଲୀ ଗ୍ରାମର ଉପେନ୍ଦ୍ର ଗୌଡ଼ ତାଙ୍କ ସ୍ତ୍ରୀ ଦ୍ରୌପଦୀ ଗୌଡ଼ଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଉପେନ୍ଦ୍ର ଗତ ପ୍ରାୟ ୧୨ ବର୍ଷ ପୂର୍ବେ ଦ୍ରୌପଦୀଙ୍କୁ ବିବାହ କରିଥିଲେ। ଉଭୟଙ୍କର ଗୋଟିଏ ପୁଅ…
Archives


