ସର୍ବଭାରତୀୟ JEE ମେନ୍ରେ ଛତ୍ରପୁରର ବିଷ୍ଣୁଙ୍କ ସଫଳତା
ଛତ୍ରପୁର,୨୦।୪(ସନ୍ତୋଷ ପାଢ଼ୀ ): ସଦ୍ୟ ପ୍ରକାଶିତ JEE ମେନ୍ ୨୦୨୫ ପରୀକ୍ଷାରେ ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିର ବିଷ୍ଣୁପ୍ରସାଦ ଶତପଥୀ ୯୯.୯୩% ମାର୍କ ରଖିଛନ୍ତି । ସେ ବର୍ତ୍ତମାନ ଡିଏଭି ଚନ୍ଦ୍ରଶେଖରପୁରଠାରେ ଅଧ୍ୟୟନ କରିବା ସହ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେଇଛନ୍ତି…
ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ
ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ କରିବା ସହ ୩ଜଣଙ୍କୁ ପୁରୁଷୋତ୍ତମପୁର ପୋଲିସ ଶନିବାର ଗିରଫ କରିଛି। ସେମାନେ ହେଲେ ରାଜିବ…
ଘୁମୁସର ଇତିହାସ ଉପରେ ଅଧିକ ଗବେଷଣା ହେବ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନ ତାର ଅଷ୍ଟମ ବାର୍ଷିକ ଉତ୍ସବ ମେ ଶେଷ ସପ୍ତାହରେ ପାଳନ କରିବ। ତେଣୁ ସଙ୍ଘର କର୍ମକର୍ତ୍ତା ମାନେ ରବିବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରଛନ୍ତି।…
ଅଟୋ ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଶିଶୁ ସମେତ ୭ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ…
‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ
ଦିଗପହଣ୍ଡି,୧୯। ୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଚୌଧୁରୀ ଟିକରପଡା ଗ୍ରାମରେ ଶ୍ରୀ ହନୁମାନ ଜୟନ୍ତୀ ଉତ୍ସବ ଉଦଯାପନୀ ଉପଲକ୍ଷେ ଶୁକ୍ରବାର ରାତିରେ ଶ୍ରେଷ୍ଠ ସାମାଜିକ ନାଟକ ‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ ହୋଇଯାଇଛି । ଦିଗପହଣ୍ଡି…
ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ତଥା ବିଧାନସଭାସ୍ତରୀୟ ସକ୍ରୀୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ଜାତୀୟ ସଭାପତି ଜେ.ପି…
ସଂଘବଦ୍ଧ ଆକ୍ରମଣ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ
ଆସିକା,୧୯ା୪(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତ କେ. ଭରତପଲ୍ଲୀ ଗ୍ରାମରେ ଶୁକ୍ରବାର ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଥିଲେ। ପୋଲିସ ଶନିବାର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଧରାକୋଟ ଗ୍ରାମର ଦିଗାମ୍ବର ଦାସଙ୍କୁ…
ଭଞ୍ଜନଗରରେ ଝଡ ତୋଫାନ ସହ ବର୍ଷା:ବିଦ୍ୟୁତ୍ ଖୁଣ୍ଟ ପଡ଼ି ଭାଙ୍ଗିଲା କାର
ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ଗ୍ରାମରେ ଶନିବାର ଅପରାହ୍ନରେ ପ୍ରବଳ ଝଡ ତୋଫାନ ଯୋଗୁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ଏକ କାର ଉପରେ ପଡ଼ିଯାଇଛି । ଫଳରେ ଗାଡ଼ିଟି କ୍ଷତିଗ୍ରସ୍ତ ହୋଇଛି। ସାରେ ଭଞ୍ଜନଗର ଅଞ୍ଚଳରେ ଝଡ…
ଭାର ଉତ୍ତୋଳନ ସମର କୋଚିଂ କ୍ୟାମ୍ପ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ଯୋଜନା
ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରୀକ୍ଷା ସରିବା ପରେ ଛାତ୍ରୀଛାତ୍ରମାନେ ଘରେ ବସି ରହୁଛନ୍ତି। ତେଣୁ ସେମାନଙ୍କ ମଧ୍ୟରେ ଶାରୀରିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟର ସମସ୍ତ ଇଣ୍ଡୋର ଷ୍ଟାଡିୟମରେ ବିଭିନ୍ନ ପ୍ରକାର ମାଗଣା ତାଲିମ ଶିବିର ବର୍ତ୍ତମାନ…
ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ
ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ସେ ତାଙ୍କ ଛେଳଗୁଡିକ ନିମନ୍ତେ ଗଛ ଡାଳ ସଂଗ୍ରହ ପାଇଁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ…
ବାଇକ୍ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍ ପ୍ରାୟ ୪ ଟାରେ…
ବୁଲାଣି ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…
ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଏହା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ବାଇକରେ ବସିଥିବା ଚାରିଜଣ…
Archives


