ଗଞ୍ଜାମ

ଅଧିକ ପାଠପଢ଼ି ଭବିଷ୍ୟତ ଉଜ୍ଜ୍ୱଳ ଲାଗି ଆହ୍ବାନ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀ ଛାତ୍ରଙ୍କୁ ମଙ୍ଗଳବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏ ନେଇ ଆୟୋଜିତ ସଭାରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର…

ଏନଏସି ହେବ ଜଗନ୍ନାଥପ୍ରସାଦ ପଞ୍ଚାୟତ: ଘୋଷଣା କଲେ ବିଧାୟକ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପଂଚାୟତ (ବ୍ଲକ ମୁଖ୍ୟ କାର୍ଯ୍ୟାଳୟ)କୁ ଏନଏସିରେ ପରିଣତ କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ରାଜ୍ୟ ସରକାର ତାହା ଘୋଷଣା କରିବାକୁ ଯାଉଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସ୍ଥାନୀୟ ଟାଉନ…

ଡହଡହ ଖରାକୁ ଖାତିର କଲେନି ଭକ୍ତ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ସତେ ଡହ ଡହ ଖରାରେ ଦାମୋଦର ପୁରସ୍ଥିତ ମା’ ଦକ୍ଷିଣ କାଳୀ ମନ୍ଦିରରେ ମେରୁସଂକ୍ରାନ୍ତି ଦେଖିବାକୁ ଭକ୍ତ ମାନଙ୍କ ଭିଡ଼ ଜମି ଥିଲା। ପ୍ରବଳ ଖରା ଓ ଭକ୍ତଙ୍କ ଭିଡ଼କୁ ଆଖି ଆଗରେ…

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ…

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି। ଓଡିଶା ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ମହାସଂଘ ଭଞ୍ଜନଗର ଶାଖା,…

ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ…

ଦଣ୍ଡଯାତ୍ରା ଉଦଯାପିତ: ମେରୁ ପର୍ବରେ ମା’ କାଳୀପୀଠ ଲୋକାରଣ୍ୟ

ହିଞ୍ଜିିଳିକାଟୁ, ୧୪।୪(ଦ୍ବିତୀକୃଷ୍ଣ ପଣ୍ଡା): ସୋମବାର ହିଞ୍ଜିିଳିକାଟୁ ଏବଂ ବିଭିନ୍ନ ଗ୍ରାମରେ ମା’ଦଣ୍ଡକାଳୀଙ୍କ ମେରୁପୀଠଗୁଡିକରେ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି। ମେରୁ ଖୁଣ୍ଟରେ ପୂଜା ନିମନ୍ତେ ଲୋକାରଣ୍ୟ ହୋଇଛି। ମେରୁଯାତ୍ରାରେ ହିଞ୍ଜିଳିର ୨ ଦଣ୍ଡ ପୁଞ୍ଜା ସମେତ ନିକଟବର୍ତ୍ତୀ ପୋଚିଲିମା, ବୁରୁପୋଡା, ସମରଝୋଳ, ଆଲପୁର,…

ଦଣ୍ଡନାଚ ପ୍ରସାଦ ସେବନ ବେଳେ ମାରପିଟ: ବାପ-ପୁଅ ଗୁରୁତର

ଧରାକୋଟ,୧୪ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ତଥା ବଡଗଡ ଥାନା ଅନ୍ତର୍ଗତ ଢ଼ଉପଦା ଗ୍ରାମରେ ଦଣ୍ଡନାଚ ପ୍ରସାଦ ସେବନ ସମୟରେ ସାମାନ୍ୟ ବଚସାକୁ ନେଇ ଗଣ୍ଡଗୋଳ ହୋଇଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ…

ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା ପାଣ୍ଡ (୫୪) । ପୋଲିସ ମରଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ…

ଶେଷ ହେଲା ପ୍ରସିଦ୍ଧ ମା’ଦଣ୍ଡକାଳୀ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସୋମବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଯାଇଛି। ଏନେଇ ପୁରୁଷୋତ୍ତମପୁର ସହର ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ ସାଙ୍ଗକୁ…

ନାବାଳିକା କଲେଜ ଛାତ୍ରୀ ଅପହୃତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଶେଷ ବର୍ଷ କଳା ବିଭାଗରେ ବାର୍ଷିକ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ କେହି ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଏନେଇ…

କିନ୍ନରଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ରାଜ୍ୟ ମହାସଂଘ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଯାତ୍ରା କଳାକାର କିନ୍ନର ଅର୍ଚ୍ଚିତା ଓରଫ ଅଜିତ ବିଷୋୟୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ କିନ୍ନର ମହାସଂଘ ପକ୍ଷରୁ ଦାବି କରାଯାଇଛି। ରବିବାର ମହାସଂଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri