ଗଞ୍ଜାମ

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକ ଟ୍ରକ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ ଅର୍ଥନୈତିକ ସଶକ୍ତୀକରଣ ପାଇଁ ଆମ୍ବେଦକର ସେବା ସଂଘ ପକ୍ଷରୁ ରବିବାର ସଭା ଏବଂ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି । ଏକ ଜାଲରେ ସାପଟି ଛନ୍ଦି ହୋଇଥିବା ସ୍ଥାନୀୟ ଲୋକେ ଦେଖି ବନ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ ରେଡ୍ଡୀଙ୍କ ପରିବାରକୁ ୧୦ ଲକ୍ଷ ଅର୍ଥ ରାଶି ପ୍ରଦାନ କରାଯାଇଛି। ଛତ୍ରପୁର ବିଧାୟକ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ ପରିବାର ମଧ୍ୟରେ ଆକ୍ରମଣ-ପ୍ରତି ଆକ୍ରମଣରେ ଉଭୟ ପରିବାରର ୫ ଜଣ ଆହତ ହୋଇଛନ୍ତି।…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧) ଓ ଚିଳ୍ପୀ ମଣ୍ଡଳ (୨୫)। ସେମାନେ ନିଜର ପରିଚୟ ବଦଳାଇ ଭୁବନେଶ୍ୱରରୁ ଏସ୍‌ଏମ୍‌…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବସନ୍ତ ମଲ୍ଲିକ ଅଭିଯୋଗକାରୀଙ୍କୁ ମୂଳଧନ ଓ ସୁଧ ସହ ମୋଟ୍‌ ୪୨…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଉକ୍ତ ଗ୍ରାମର ଟୁନା ନାୟକ (୨୮)।…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟି ଜଣେ ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ନଗର କ୍ଲଷ୍ଟର ସିଆରସିସି ଅନିଲ କୁମାର…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନାଟକ, ସଚେତନତା ରାଲି ଓ ସଭା ମାଧ୍ୟମରେ ବନ୍ୟପ୍ରାଣୀ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପର୍ବ। ୧୬ ଦିନ ବ୍ୟାପୀ ପାଳିତ ହେଉଥିବା ଏହି ପାରମ୍ପରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?