ଗଞ୍ଜାମ

ନମସ୍କାର ପକାଇ କଲେ ହ୍ୟାଣ୍ଡ୍‌ସେକ୍‌: ସନ୍ଧ୍ୟା ଭ୍ରମଣବେଳେ ଘଟିଗଲା…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଚିନ୍ନାରି.ରାଘବ ସୁବୁଦ୍ଧି ସନ୍ଧ୍ୟା ଭ୍ରମଣରେ ଯାଉଥିବାବେଳେ ଗାଁର ଶେଷ ମୁଣ୍ଡରେ ଜଣେ ହେଲିମେଟ ପିନ୍ଧିଥିବା ଅଚିହ୍ନା ବ୍ୟକ୍ତି ସ୍କୁଟି ରଖି ରାସ୍ତାକଡରେ ଠିଆ ହୋଇଥିଲେ। ଉକ୍ତ ବ୍ୟକ୍ତି ଜଣକ…

ଟଙ୍କା ଫେରାଇବା କହି ବାପାଙ୍କୁ ଯାତ୍ରା ପଡିଆକୁ ଡାକି ହାଣିଥିଲେ:  ଗଲେ ଜେଲ୍‌ 

 ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନରେ ପୋଷ୍ୟପୁଅ କୁନା ସାହୁ  ବୃଦ୍ଧ ବାପା ସୀମାଞ୍ଚଳ ସାହୁ(୮୦)ଙ୍କ ବେକକୁ ପେପର କଟାରେ ବ୍ୟବହୃତ ଛୁରିରେ କାଟି ହତ୍ୟା ଉଦ୍ୟମ କରିଥିଲେ। ଏ ନେଇ ସୀମାଞ୍ଚଳଙ୍କ…

ଆସନ୍ତାକାଲିଠାରୁ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପ୍ରସ୍ତୁତି ଜୋରଦାର

ପୁରୁଷୋତ୍ତମପୁର,୯।୩ (ସବିତା ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଯୋଗଦେବେ। ଏହାକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲାପାଳ ଶ୍ରୀ…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ, ୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ପୁରୁଷୋତ୍ତମପୁର,୯ା୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ସୋମବାର ଶେଷହୋଇଛି । ସମସ୍ତ ପ୍ରାର୍ଥୀମାନେ ନିଜନିଜର ପ୍ରସ୍ତାବକ ଓ ସମର୍ଥକଙ୍କ ଗହଣରେ ଆସି ନିର୍ବାଚନ ଅଧିକାରୀ ପ୍ରମୋଦକୁମାର ବେହେରାଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ…

ଉତ୍ତରପ୍ରଦେଶର ୬ ଯୁବକଙ୍କୁ ବାନ୍ଧିଲା ପୋଲିସ, ବୁଲିବୁଲି ବିକ୍ରି କରୁଥିଲେ…

ଭଞ୍ଜନଗର,୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ସୋମବାର ଉତ୍ତରପ୍ରଦେଶର ୬ ଜଣ ଯୁବକଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ଗ୍ରାମରେ ବୁଲିବୁଲି କିଛି ନାମୀଦାମୀ କମ୍ପାନୀର ଜିନିଷକୁ କମ୍‌…

ସମିତିସଭ୍ୟଙ୍କ ଗୁହାଳରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୧୫ରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ଭଞ୍ଜନଗର,୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ସମିତିସଭ୍ୟ ଶ୍ରୀନିବାସ ବିଶ୍ୱାଳଙ୍କ ଛେଳି ଗୁହାଳରେ ରବିବାର ସନ୍ଧ୍ୟାରେ କୌଣସି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କର ମୃତ୍ୟୁ ଘଟିଛି। କିଏ କାହିଁକି ନିଆ…

ଆଇସକ୍ରିମ୍‌ ଫ୍ୟାକ୍ଟ୍ରିରେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର: ୪ ଗୁରୁତର

ଧରାକୋଟ,୯ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ତାଳ ପାଟଣା ଛକରେ ଅଘଟଣ ଘଟିଛି। ଏକ ମଲେଇ ଫ୍ୟାକ୍ଟ୍ରିରେ ଗ୍ୟାସ୍‌ ବିସ୍ଫୋରଣ ଫଳରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରମେଶ ମହାପାତ୍ର, ହେମନ୍ତ ମହାପାତ୍ର, ସଭାପତି…

ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ବିଜୟଲକ୍ଷ୍ମୀ ପୁରସ୍କୃତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଆଙ୍କୋରଡା ପଞ୍ଚାୟତର ଅଙ୍ଗନୱାଡ଼ି କର୍ମୀ ପି. ବିଜୟଲକ୍ଷ୍ମୀ ଦୋରାଙ୍କୁ ଗଞ୍ଜାମ ଜିଲାର ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ପୁରସ୍କୃତ କରାଯାଇଛି। ରବିବାର ଜିଲା ସଦର ମହକୁମା ଛତ୍ରପୁରରେ ଗଞ୍ଜାମ ଜିଲାସ୍ତରୀୟ…

ପାରିବାରିକ ହିଂସା, ବାପାଙ୍କ ବେକ କାଟିଦେଲେ ପୋଷ୍ୟ ପୁଅ

ଦିଗପହଣ୍ଡି,୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନ ପ୍ରାୟ ୧ ଟାରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ ହିଂସା କାରଣରୁ ପୋଷ୍ୟପୁଅ କୁନା ସାହୁ ଉତ୍ତେଜିତ ହୋଇ ତାଙ୍କ ବୃଦ୍ଧ ବାପା…

ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ 

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତମାନେ ହେଲେ ଗଞ୍ଜାମ…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ ମିଳିତ ଭାବେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଘୁମୁସର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ପିକ୍ଅପ୍ ଭ୍ୟାନ (ନଂ.ଓଆର୦୭ ଟି -୪୧୫୭)ନିୟନ୍ତ୍ରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri