ଗଞ୍ଜାମ

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତଦେହ ନଦୀରେ ଭାସୁଥିବା ଦେଖି…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର ଚିତ୍ରସେନ ଜେନା। ସୂଚନା ଅନୁଯାୟୀ, ସୋମବାର ରାତିରେ ଗ୍ରାମରେ ଯାତ୍ରାନାଟକ ପାଇଁ ଚାଲିଥିବା…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ନୀଳମାଧବ ପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମନ୍ତ୍ରୀ, ବିଧାୟକ ଓ…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ ପାଣିଗ୍ରାହୀ, ଗୋବିନ୍ଦ ସାହୁ, ରଞ୍ଜନ ପାତ୍ର, ବାବୁଲା ଦୋରା, ଦ୍ୱିତୀକୃଷ୍ଣ ଗୌଡ଼ ଓ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସଂଘର କାର୍ଯ୍ୟକର୍ତ୍ତା ଶିବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଇନଜୀବୀ କୁରେଶୁ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା କରି କାଳିଆବାଲି ଛକ ନିକଟରେ କାବୁ କରିଛି। କଣ୍ଟେନରରୁ ୩୭ଟି ମଇଁଷି ଉଦ୍ଧାର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ୟୁଥରିକ୍ରିଏସନ୍ କ୍ଳବ୍ ପରିସରରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଅମରଦୀପ ପଣ୍ଡାଙ୍କ ସଭାପତିତ୍ବରେ…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ ସୃଷ୍ଟି କରିଛି । ରାତି ପ୍ରାୟ ୧ଟାରୁ ପ୍ରାୟ ୪ ଘଣ୍ଟା ଧରି…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ ଆନନ୍ଦଉଲ୍ଲାସର ସହ ବିଘ୍ନବିନାଶକଙ୍କ ପୂଜାତ୍ସବ ପାଳିତ ହେଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଆଡ଼େ ଉତ୍ସବର ମାହୋଲ ସୃଷ୍ଟି ହୋଇଛି। ଆକର୍ଷଣୀୟ ଗଣେଶ ମୂର୍ତ୍ତି ସାଙ୍ଗକୁ ବିଭିନ୍ନ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପୋଖରୀରୁ ଦେବୀ ଗଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?