ଗଞ୍ଜାମ

ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ଦେଇଥିଲେ ପ୍ରେମିକ, ଘଟଣାରେ ପ୍ରେମିକଙ୍କୁ ହେଲା ଆଜୀବନ ଜେଲ ଦଣ୍ଡ

ଛତ୍ରପୁର, ୧୭।୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ପ୍ରେମିକ ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ହତ୍ୟା ଘଟଣାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି । ଛତ୍ରପୁର ଅତିରିକ୍ତ ଜିଲା…

ବିଜେଡି ନେତା, ଠିକାଦାର, ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ: ଆଲମିରା ଭର୍ତ୍ତି ଟଙ୍କା ଦେଖି ଇଡି ତାଜୁବ

ବ୍ରହ୍ମପୁର,(ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର,୧୭ା୧(ସତ୍ୟଜିତ ରାଉତ): ଗଞ୍ଜାମ ଜିଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର ବଡ଼ଧରଣର ଏକାକାଳୀନ ଚଢ଼ାଉ କରାଯାଇଛି। ଏହି ସମୟରେ ଜଣେ ବ୍ୟବସାୟୀଙ୍କ ଘରୁ ଆଲମିରା…

କଣ୍ଟେଇକୋଳି ନାଳରେ ସ୍ଲୁଇସ କମ୍‌ ୱିଅର୍‌ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ ଗ୍ରାମ ନିକଟସ୍ଥ କଣ୍ଟେଇକୋଳି ନାଳରେ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନସ୍ଥ ବ୍ରହ୍ମପୁର ଜଳ ନିକାସ ବିଭାଜନ( ଡ୍ରେନେଜ) ଡିଭିଜନ କାର୍ଯ୍ୟାଳୟ ପକ୍ଷରୁ ସ୍ଲୁଇସ କମ ୱିଅର୍‌ ପ୍ରକଳ୍ପ…

ଦିବ୍ୟାଙ୍ଗ ପୁଅକୁ କାଠଫାଳିଆରେ ମାରୁଥିଲେ, ବାପା ବଞ୍ଚେଇବାକୁ ଯାଇ…

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁର ପ୍ରକାଶ ଗୌଡ଼(୬୫) ନାମକ ଜଣେ ବୃଦ୍ଧଙ୍କୁ ଗାଁର କୋଠଘର ନିକଟରେ ଶୁକ୍ରବାର ସାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ପ୍ରକାଶଙ୍କ ଦିବ୍ୟାଙ୍ଗ ପୁଅ ସୀମାଞ୍ଚଳ…

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା…

ଜାତୀୟ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମ ଝିଅ:  ସାଉଣ୍ଟୁଛନ୍ତି ଗୋଟିଏ ପରେ ଗୋଟିଏ ସମ୍ମାନ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଭୁବନେଶ୍ବରସ୍ଥିତ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୩୫ତମ ଓଡ଼ିଶା ମାଷ୍ଟର୍ସ ଦୌଡରେ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ସୁପ୍ରକାଶ ପ୍ରଧାନ କୃତିତ୍ୱ ହାସଲ କରିଛନ୍ତି। ୬ ତାରିଖରେ ଆୟୋଜିତ ଏହି ପ୍ରତିଯୋଗିତାରେ ୩୫ ବର୍ଷରୁ ୮୫ବର୍ଷ ପର୍ଯ୍ୟନ୍ତ…

ବାଲ୍ୟ ବିବାହ ମୁକ୍ତ ଯୋଜନା: ୧୦୦ ଦିନ ଧରି ଦେଶରେ ଚାଲିବ ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୬।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସିଡ଼ିପିଓ କାର୍ଯ୍ୟାଳୟ ଏବଂ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଶୁକ୍ରବାର ମିଳିତ ଭାବେ ବାଲ୍ୟ ବିବାହ ଏବଂ ମହିଳା ଓ ଶିଶୁ…

ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର ନାୟକ। ଶୁକ୍ରବାର ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କରିଥିଲେ ବଳାତ୍କାର: ଏମିତି ରାୟ ଶୁଣାଇଲେ କୋର୍ଟ  

ବ୍ରହ୍ମପୁର,୧୬।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷୀ ପ୍ରମାଣ ଆଧାରରେ ଜଜ୍‌ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ପୋଲସରା…

ମା’ବାପାଙ୍କ ଅକାଳ ମୃତ୍ୟୁରେ ଅସହାୟ ପିଲାଙ୍କୁ ସହାୟତା ଯୋଗାଇଲା କଂଗ୍ରେସ, ଏତିକି ଟଙ୍କା ସହ…

ଗଞ୍ଜାମ, ୧୬।୧ (ଅନାଥ ତରାଇ/ ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତର ଝରପଦା ଗ୍ରାମରେ ପିତା-ମାତାଙ୍କ ଅକାଳ ମୃତ୍ୟୁ ଯୋଗୁ ଗଭୀର ଦୁଃଖରେ ପଡ଼ିଥିବା ୨ ଅସହାୟ ପିଲାଙ୍କୁ ଗଞ୍ଜାମ ଜାତୀୟ କଂଗ୍ରେସ ପକ୍ଷରୁ ଆଜି ସହାୟତାର…

ବିଜେଡି ନେତାଙ୍କ ଘରେ ED ରେଡ୍, ମନରେ ଛନକା…

ବ୍ରହ୍ମପୁର,୧୬।୧(ସୁବାସ ଚନ୍ଦ୍ର ପାଢ଼ୀ): ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବଡ ଧରଣର ଚଢାଉ ଜାରି ରହିଛି । ୧୫ଜଣିଆ ଟିମ ବିଜେଡି ନେତା ଓ ବ୍ୟବସାୟୀଙ୍କ ଘରେ ଏକ କାଳୀନ ଚଢାଉ ଜାରି…

ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢ଼ାଇଲେ ବିଧାୟକ, ନିଜ ହାତରୁ….

ଭୁବନେଶ୍ୱର,୧୬ା୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ଝରାପଦାର ଗ୍ରାମର ବାପା ମା ଛେଉଣ୍ଡ ଅସହାୟ ଭାଇ ଭଉଣୀଙ୍କୁ ସାହାୟତାର ହାତ ବଢ଼ାଇଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ । ବିଧାୟକ ନିଜସ୍ୱ ପାଣ୍ଠିରୁ ୧୦ ହଜାର ଅର୍ରରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?