ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ, ଡାକ୍ତରବାବୁଙ୍କ ଉପରେ କଡ଼ାକାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୨।୭: ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ। ଆକ୍ସନ ମୋଡରେ ସରକାର। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନାଯୋଗ୍ୟ, ଯାଜପୁର ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପୂର୍ବତନ…
ସାନଖେମୁଣ୍ଡିରେ ବ୍ୟାପିଲା ଝାଡାବାନ୍ତି: ଚାଲିଗଲା ୨ ଜୀବନ
ଦିଗପହଣ୍ଡି/ପାଟପୁର,୨୨।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ଝାଡାବାନ୍ତି କାୟା ବିସ୍ତାର କରୁଛି। ମଙ୍ଗଳବାର ଝାଡାବାନ୍ତିରେ ସଂକ୍ରମିତ ହୋଇ ଗାଁ ନିକଟ କ୍ୱାକ ଦ୍ୱାରା ଚିକିତ୍ସାଧୀନ ସମ୍ବାରୁ ମଲ୍ଲିକ(୬୦) ଏବଂ କାନ୍ଦରା ମଲ୍ଲିକ(୬୨)ଙ୍କ…
ହୃଦଘାତରେ ଯବାନଙ୍କ ପରଲୋକ: ନକ୍ସଲ ବିରୋଧୀ ଶିବିରରେ ଥିଲେ କାର୍ଯ୍ୟରତ
ଭଞ୍ଜନଗର,୨୨।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡା ଅଷ୍ଟମ ସ୍ବତନ୍ତ୍ର ଭାରତୀୟ ସଂରକ୍ଷିତ ବାହିନୀର ବରିଷ୍ଠ ହାବିଲଦାର ସଞ୍ଜୟ କିଷାନ (୪୦)ଙ୍କ ହୃଦଘାତରେ ପରଲୋକ ହୋଇଛି। ଏ ହାକୁ ନେଇ ଯବାନମାନଙ୍କ ମଧ୍ୟରେ ଶୋକରଛାୟା ଖେଳିଯାଇଛି। ତନରଡା ବାଟାଲିୟନ କାର୍ଯ୍ୟାଳୟ ପରିସରରେ…
ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ବିଧାନସଭାରେ ସ୍ଥାପନ ଦାବି:ବାଚସ୍ପତିଙ୍କୁ ଭେଟି ଜଣାଇଲା ଘୁମୁସର ଉନ୍ନୟନ ମଞ୍ଚ
ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ଓଡ଼ିଶା ବିଧାନସଭା ପରିସରରେ ସ୍ଥାପନ ପାଇଁ ଦାବି ଯୋର ଧରିଛି। ଘୁମୁସର ଉନ୍ନୟନ ମଞ୍ଚ ଓ ଘୁମୁସର ବିକାଶ ପରିଷଦ ଭଞ୍ଜନଗର କର୍ମକର୍ତ୍ତାମାନେ ସୋମବାର ବାଚସ୍ପତି ସୁରମା ପାଢ଼ୀଙ୍କୁ ତାଙ୍କ ସରକାରୀ ବାସଭବନରେ…
କେବେ ଆରମ୍ଭ ହେବ ରେଳ ପ୍ରକଳ୍ପ କାର୍ଯ୍ୟ, ଚାହିଁ ବସିଛନ୍ତି ଅଞ୍ଚଳବାସୀ
ଭଞ୍ଜନଗର,୨୧/୭(ବାବୁଲା ପ୍ରଧାନ)-ଦେଶ ସ୍ବାଧୀନତା ଲାଭ କରିବାର ଇତିମଧ୍ୟରେ ୭୮ ବର୍ଷ ବିତିଗଲାଣି। କନ୍ଧମାଳ ଜିଲାବାସୀ ଏବଂ ଭଞ୍ଜନଗର ଉପଖଣ୍ଡବାସୀ ନିଜ ଅଞ୍ଚଳରେ ରେଳ ସେବା ଦେଖିନାହାନ୍ତି। ଆଗକୁ କେବେ ରେଳ ଲାଇନ ଦେଖିବେ ତାହା ମଧ୍ୟ ସଠିକ କିଛି ଜଣା ପଡୁନାହିଁ।…
ତାମିଲନାଡୁରେ ଫସିଛନ୍ତି ୯ ଶ୍ରମିକ: ଉଦ୍ଧାର ପାଇଁ ଜିଲାପାଳଙ୍କୁ ଗୁହାରି
ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲାକୁ ଦାଦନ ଶ୍ରମିକ ସମସ୍ୟା ପିଛା ଛାଡୁନି। ଅଧିକାଂଶ ଲୋକ ନିଜ ଅଞ୍ଚଳରେ ମନ ପସନ୍ଦର କାମ ପାଉନାହାନ୍ତି। ତେଣୁ ବାଧ୍ୟ ହୋଇ ଦାଦନ ଶ୍ରମିକ ଭାବେ ଅନ୍ୟ ଜିଲାକୁ ଚାଲି ଯାଉଛନ୍ତି। ଦାଦନ ଶ୍ରମିକ ସମସ୍ୟା ଦୂର…
ଏମ୍କେସିଜିରେ ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଜଣେ ଅଟକ
ବ୍ରହ୍ମପୁର,୨୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀଙ୍କୁ କାବୁ କରି ଥାନାରେ ଅଟକ ରଖିଛି। କାର୍ଯ୍ୟରତ ଜଣେ…
ବଡ଼ ଧରଣର ଚଢାଉ: ମାମିଲ ହେଲା ୩ ବିଭାଗ
ପୁରୁଷୋତ୍ତମପୁର,୨୦।୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ଲଘୁଖଣିଜ ଦ୍ରବ୍ୟ ଚୋରା ଚାଲାଣକୁ ନେଇ ରବିବାର ବଡ଼ ଧରଣର ଚଢାଉ ହୋଇଛି। ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ଅତିରିକ୍ତ ତହସିଲଦାର ସଙ୍ଗିତାସେଠୀ,…
ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଅପମୃତ୍ୟୁ ମାମଲା ରୁଜୁ
ଦିଗପହଣ୍ଡି, ୨୦|୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପଦ୍ମନାଭପୁର ଗ୍ରାମରେ ଥିବା ଏକ ପୋଖରୀରୁ ରବିବାର ଅପରାହ୍ନରେ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ପଦ୍ମନାଭପୁର ମେଳା ମଣ୍ଡପ ସାହିର…
ରେଲୱେରେ ଚାକିରି କରାଇବା ନାଁ ରେ ଯୁବତୀଙ୍କୁ …
ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର) ରେଲୱେରେ ଚାକିରି କରାଇବା ନାଁରେ ଜଣେ ଯୁବତୀଙ୍କଠାରୁ ୧୩ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ସଙ୍ଗୀତା ପାତ୍ର ଥାନାରେ ଏତଲା ଦେଇଛନ୍ତି । ଭାରପ୍ରାପ୍ତ ଥାନା ଆଇଆଇସି…
ଅଚେତ ହୋଇ ରାସ୍ତାରେ ପଡ଼ିଥିଲେ ବ୍ୟକ୍ତି, ଉଦ୍ଧାର କରି ନିଜ ଗାଡ଼ିରେ ମେଡିକାଲ ନେଲେ ଛତ୍ରପୁର ଏସ୍ଡିପିଓ
ଛତ୍ରପୁର, ୧୯।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ ଏକ୍ରାମ ନଗର ସ୍ଥିତ ସର୍ଭିସ ରୋଡ଼ରେ ଜଣେ ବ୍ୟକ୍ତି ଆହତ ହୋଇ ଅଚେତ ଅବସ୍ଥାରେ ରାସ୍ତାରେ ପଡିରହିଥିଲେ। ଛତ୍ରପୁର ପୋଲିସ ଏସ୍ଡିପିଓ ଚନ୍ଦନ ଘଡେଇ ତାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ…
୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ବାଳସୁଧାର ଗୃହ ଗଲେ ନାବାଳକ…
ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଶନିବାର ଦିଗପହଣ୍ଡି ଥାନା ଏସଆଇ ସୋଫିଆ ମିଶ୍ର ଥାନା ମାମଲା ନଂ.୧୮୭/୨୫ ଅନୁଯାୟୀ…
Archives


