ଗଞ୍ଜାମ

ଅନୁପ ବିଷୋୟୀ ହେଲେ ବ୍ରହ୍ମପୁର ବନସେବା ସର୍କଲ ସଭାପତି

ଭଞ୍ଜନଗର,୭ା୪(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନସେବା ବ୍ରହ୍ମପୁର ସର୍କଲର ୨୦୨୫-୨୬ ପାଇଁ ନୂତନ କର୍ମକର୍ତ୍ତା ନର୍ବାଚନ ରବିବାର ଆର୍‌ସିସିଏଫ୍‌ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ଆର୍‌ ସି ସି ଏଫ କାର୍ଯ୍ୟାଳୟ ଅଧୀନରେ ଆସୁଥିବା ୯ଟି ବନଖଣ୍ଡର ବନରକ୍ଷୀ,…

ବିଷ ପିଇ ଜୀବନ ହାରିଲେ ଗୋଟିଏ ପରିବାରର ୩ ଜଣ

ଗଞ୍ଜାମ,୭ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ପାଳିବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ସହ ବିଷ ପିଇଦେଇଛନ୍ତି ଭଉଣୀଭାଇ। ଫଳରେ ଏହି ୩ ଜଣଙ୍କୁ ଏମ୍‌କେସିଜି ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତ ବ୍ୟକ୍ତି ମାନେ ହେଲେ ମା’…

ବସରୁ ସୁନା ହାର ଚୋରି: ଧରାପଡ଼ିଲେ ଅଭିଯୁକ୍ତ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଜଣେ ଲୁଟେରାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ଗାମୁଣ୍ଡି ଗ୍ରାମର ଅବଳ କୁମାର ଜେନା। ପୋଲିସ ଗିରଫ ଅବଳଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, ଗୁଣ୍ଡିରିବାଡ଼ିର ସୁଶାନ୍ତ…

ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଓଡାସିଙ୍ଗି ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ରମାଦେବୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ରବିବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଥିବା ଜଣାପଡିଛି। ଦୀର୍ଘ ୧୨ ବର୍ଷ ପରେ ଗ୍ରାମରେ ମା’ଙ୍କ ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି।…

ରାମନବମୀରେ ରକ୍ତ ଦାନ କଲେ ସ୍ବେଚ୍ଛାସେବୀ

ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ପବିତ୍ର ଶ୍ରୀରାମନବମୀ ଏବଂ ଭାଜପା ଯୁବନେତା ତଥା ସାମାଜିକ କର୍ମୀ ସୀତାରାମ ପାଣିଗ୍ରାହୀଙ୍କ ରବିବାର ଜନ୍ମଦିବସ ଅବସରରେ ଏକ ରକ୍ତଦାନ ଶିବିର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅଧୀନ କୋଳାସିଙ୍ଗି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୀତାରାମ…

ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର: ମାମଲା ରୁଜୁ କଲା ପୋଲିସ 

ଦିଗପହଣ୍ଡି,୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡା ଗ୍ରାମର ଜି.ସଞ୍ଜୟ ରେଡ୍ଡୀଙ୍କୁ ତାଙ୍କ ପଡୋଶୀ ଜି. ଡୋରା ରେଡ୍ଡୀ ଓ ତାଙ୍କ ସମ୍ପର୍କୀୟ ମାନେ ସଂଘବଦ୍ଧ  ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।ସଞ୍ଜୟ ଏନେଇ ଏତଲା ଦେବାପରେ ଆଇଆଇସି ପ୍ରଶାନ୍ତ…

ରାମନବମୀରେ କାମଧେନୁ ଗୋ-ଶାଳାର ଶିଳାନ୍ୟାସ କଲେ ମନ୍ତ୍ରୀ

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଜନଜାତି ବହୁଳ ବଡ଼ବୁରୁଡ଼ା ଗ୍ରାମ ଶବରୀ ମାତା ଆଶ୍ରମ ଆନୁକୁଲ୍ୟରେ ରବିବାର ପବିତ୍ର ଶ୍ରୀରାମନବମୀ ଅବସରରେ କାମଧେନୁ ଗୋ- ଶାଳା ପ୍ରତିଷ୍ଠା ନିମନ୍ତେ ରାଜ୍ୟ ବାଣିଜ୍ୟ ପରିବହନ ଓ…

ଓଡ଼ିଆ ପକ୍ଷ ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ବିଡିଓ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ରବିବାର ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ବିଡ଼ିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏଥିରେ ଗ୍ରାମବାସୀ, ଅଙ୍ଗନୱାଡ଼ି କର୍ମୀ…

୧୬ରେ ଦିବ୍ୟାଙ୍ଗଙ୍କୁ ନେଇ ଖେଳ, ସାଂସ୍କୃତିକ ପ୍ରତିଯୋଗୀତା ପ୍ରତିଯୋଗିତା ସଫଳତା ନେଇ ସନ୍ଦେହ, ଆସିଲେନି…

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଦିବ୍ୟାଙ୍ଗ ମାନଙ୍କ ମଧ୍ୟରେ ଲୁକ୍କାୟିତ ଅବସ୍ଥାରେ ଥିବା କ୍ରୀଡା, ସାଂସ୍କୃତିକ ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଖେଳ ଓ ସାଂସ୍କୃତିକ ପ୍ରତିଯୋଗୀତା ହେଉଛି। ଏହି କାର୍ଯ୍ୟକ୍ରମ ଭଞ୍ଜନଗର ବ୍ଲକରେ ମଧ୍ୟ ହେବ।…

ଗଞ୍ଜାମ ସହରରେ ଶ୍ରୀରାମ ନବମୀ: ଋଷୁକୂଲ୍ୟାରୁ ଅଣାଗଲା ଜଳ ଭାର

ଗଞ୍ଜାମ,୬।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶ୍ରୀରାମ ନବମୀ ଧୂମଧାମରେ ପାଳିତ ହେଉଛ।ଏହି ଉପଲକ୍ଷେ ଶନିବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ପୁଇଁତୋଳା ହନୁମାନ ମନ୍ଦିରରେ ରବିବାର ସକାଳେ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଛ। ଏହାକୁ ଗ୍ରାମବାସୀ ପରିଚାଳନା…

ଭାଜପାର ୪୬ ତମ ପ୍ରତିଷ୍ଠା ଦିବସ ଘରେ ଘରେ ପତାକା କାର୍ଯ୍ୟକ୍ରମ ଶୁଭାରମ୍ଭ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଭାଜପା ର ୪୬ ତମ ପ୍ରତିଷ୍ଠା ଦିବସ ରବିବାର ଓ ସୋମବାର ଦୁଇଦିନ ପାଳିତ ହେବ। ଏହି ଅବସରରେ ସମସ୍ତଙ୍କ ଘରେ ପତାକା ଲଗାଇବା କାର୍ଯ୍ୟକ୍ରମ ସହ ସମାଜସେବା କାର୍ଯ୍ୟକ୍ରମ ରହିଛି। ଏହିଭଳି ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଛତ୍ରପୁର/ପୁରୁଷୋତ୍ତମପୁର,୬।୪(ସନ୍ତୋଷ ପାଢ଼ୀ/ସିମାଞ୍ଚଳ ମିଶ୍ର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରକୁ ଆସି ମାଙ୍କ ଦର୍ଶନ କରିଥିଲେ। ପରେ ମା’ଙ୍କ ଠାରେ ପୂଜାର୍ଚନା କରିଥିଲେ ହାଇକୋର୍ଟର ମୁଖ୍ୟ ବିଚାରପତି ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri