ଗଞ୍ଜାମ

ବୃଦ୍ଧାଶ୍ରମରୁ ଦୁର୍ବୃତ୍ତ ଚୋରି କରିନେଲେ ବିଭିନ୍ନ ସାମଗ୍ରୀ, ପୋଲିସର ତନାଘନା

ଛତ୍ରପୁର,୯ା୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଗୋଲାପଲ୍ଲୀସ୍ଥିତ ଯଶୋଦା ଫାଉଣ୍ଡେଶନ ଆଣ୍ଡ ଟ୍ରଷ୍ଟ ଆନୁକୂଲ୍ୟରେ ଥିବା ‘କସ୍ତୁରବା ବୃଦ୍ଧାଶ୍ରମ ଗୃହରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଟ୍ରଷ୍ଟି ସାଗରିକା ପଣ୍ଡା ଲିଖିତ ଭାବେ ଛତ୍ରପୁର…

ଅପମିଶ୍ରିତ, ଭେଜାଲ ଖାଦ୍ୟ ହେଉଛି ପ୍ରସ୍ତୁତ, ଅଭିଯୋଗ କଲେ ଦୋକାନୀ ଦେଉଛନ୍ତି ଏଭଳି ଧମକ

ଗଞ୍ଜାମ,୯।୧(ବିଦ୍ୟାଧର ସାହୁ ): ଖାଦ୍ୟର ମାନ ଯାଞ୍ଚ ହେଉନଥିବାରୁ ଗଞ୍ଜାମ ସହରରେ ଅପମଶ୍ରିତ, ଭେଜାଲ ଖାଦ୍ୟ ପ୍ରସ୍ତୁତ ହେଉଥିବା ଅଭିଯୋଗ ହୋଇଛି । ଗଞ୍ଜାମ ସହର ବଡ଼ ବଜାର ଠାରୁ ଆରମ୍ଭ କରି ସାନ ବଜାର ଓ ଆଖ ପାଖ ଅଞ୍ଚଳରେ…

ଏନଏସଏସ କଲେଜ ଅଂଶଧନ ପିଲାଙ୍କ ପାଇଁ ଖର୍ଚ୍ଚ ହେଉ: ସ୍ବେଚ୍ଛାସେବୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା

ଭଞ୍ଜନଗର,୮।୧(ବାବୁଲା ପ୍ରଧାନ):ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡା ଶୁକ୍ରବାର ଅଚାନକ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ପରିଦର୍ଶନରେ କରିଥିଲେ। ଡ. ପଣ୍ଡା ଗତ ସେପ୍ଟେମ୍ବର…

ହଜିଗଲା ମାନବିକତା: ଫସଲ ନଷ୍ଟ କରିବାରୁ ମାଙ୍କଡ଼କୁ ମାରି ଝୁଲାଇଦେଲେ

କବିସୂର୍ଯ୍ୟନଗର,୯।୧(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଓ ପୋଲସରା ରେଞ୍ଜ୍ ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଫସଲ ନଷ୍ଟ କରୁଥିବା ଅଭିଯୋଗରେ କିଛି ଲୋକ ଏକ ମାଙ୍କଡ଼କୁ ନିର୍ଦ୍ଦୟ ଭାବେ ପିଟିପିଟି ମାରିବା ପରେ…

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ବଳରାମ ଦଣ୍ଡିଆ(୫୨)। ବଳରାମ ଗୁରୁବାର ସକାଳେ ଗାଁ ନିକଟ ଚାଷଜମି…

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସମବାୟ ସଭାପତି ପ୍ରମୋଦ କୁମାର ପାଣିଗ୍ରାହୀ ଅତିଥି ଭାବେ ଯୋଗଦେଇ…

ସନ୍ଧ୍ୟା ହେଲେ ଜନବସତିକୁ ମାଡି ଆସୁଛନ୍ତି ହାତୀପଲ, ଚିନ୍ତାରେ ସାନଖେମୁଣ୍ଡି ଚାଷୀ

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବଗାଁ, ନୂଆଗଡ, ପଳାସପୁର ଆଦି ଗ୍ରାମଗୁଡ଼ିକରେ ପ୍ରାୟ ୧ ମାସ ହେଲା ହାତୀ ଉପଦ୍ରବ ଜାରି ରହିଛି। ଦିଗପହଣ୍ଡି ବନାଞ୍ଚଳ ପାଟପୁର ସେକ୍ସନ ରତନେଇ ଜଙ୍ଗଲ ଅଧିନ ଶୁଳିଆ ପାହାଡ଼ରେ ଦୀର୍ଘବର୍ଷ…

ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ଯୋଜନା, ଛତ୍ରପୁର….

ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଖୋର୍ଦ୍ଧା ଜିଲ୍ଲାର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜନ୍ମମାଟି ବାଣପୁରରୁ ୩୦ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧୧୮ ଗୋଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଥିମଧ୍ୟରୁ ଛତ୍ରପୁର…

୧୮୨ କେଜି ଭାଙ୍ଗ ଜବତ କଲା ଅବକାରୀ ବିଭାଗ; ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଏବଂ ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ବ୍ଳକର ପୃଥକ ସ୍ଥାନରେ ଅତର୍କିତ ଚଢ଼ାଉ କରାଯାଇ ୧୮୨ କେଜି ଭାଙ୍ଗ ଜବତ କରାଯାଇଥିବା ଜଣାପଡିଛି । ଦିଗପହଣ୍ଡି…

ବସ୍‌ରେ ଚଢ଼ିବା ବେଳେ ଭ୍ୟାନିଟିରୁ ଲୁଟିନେଲେ ୩୦ ଲକ୍ଷର ସୁନାଗହଣା, ଥାନାରେ ପହଞ୍ଚିଲେ…

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ପୋଡ଼ାମାରି ରୋଡ଼ ଦାମୋଦର ନଗର ୨ୟ ଲେନରେ ରହୁଥିବା ଭୀଷ୍ମଗିରି ଗ୍ରାମର ଇ.ସସ୍ମିତା ପାତ୍ରଙ୍କ ଭ୍ୟାନିଟି ବ୍ୟାଗରୁ ୩୦ ଲକ୍ଷ ଟଙ୍କା ମୂଲ୍ୟର ପ୍ରାୟ ୨୫ ଭରି ଓଜନର ବିଭିନ୍ନ ସୁନା…

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ…

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା ଗ୍ରାମର ଦିବାକର ଗୌଡ଼ । ଖବର ଅନୁସାରେ, ଦିବାକର ନିଜ ଘର ସମ୍ମୁଖରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?