ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…
ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ ହାତକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ବନିତା ପାଟପୁର ଥାନାରେ ଏତଲା…
ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….
ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ ପାତ୍ର (୮୧) ନାମକ ଜଣେ ବୃଦ୍ଧ ଗାଁ ଶ୍ମଶାନ ନିକଟ ବାହୁଦା ନଦୀକୁ…
ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି
ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି କରାଯାଇଛି। ଛତ୍ରପୁରଠାରେ ମହାସଭା ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଗଚାଷୀ ଓ…
ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର
ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକଟସ୍ଥ ବ୍ରିଜ ଠାରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ମଧ୍ୟରେ ଋଷିକୁଲ୍ୟା ନଦୀକୂଳରେ…
ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍ଘାଟନ କରି ବିଧାୟକ କହିଲେ…
ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ନବନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ…
ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା ଘଟିଥିବା ଏବେ ଜାତୀୟ ରାଜପଥ ବିଭାଗର ଭାରୀଯାନ କଟକଣା ଉପରେ ପ୍ରଶ୍ନବାଚୀ ସୃଷ୍ଟି…
ବସ୍ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ
ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି ଗ୍ରାମର କୃଷ୍ଣ ନାୟକଙ୍କ ୬ ବର୍ଷର ଝିଅ କଳ୍ପନା। ଏହି ଘଟଣାକୁ ନେଇ…
ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି
ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଗୁଳିମାଡ଼ରେ…
ପୁରୁଷୋତ୍ତମପୁରର ୩ ରେସଲର୍, ରାଜ୍ୟସ୍ତରରେ ଦେଖାଇବେ ଦମ୍: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…
ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ କରିବା ସହ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଛନ୍ତି ପୁରୁଷୋତ୍ତମପୁର ବ୍ଲକର ତିନି ଛାତ୍ରଛାତ୍ରୀ।…
ବାଇକ୍କୁ ପିଟିଲା ବାଇକ୍: ୨ ଛାତ୍ରଙ୍କ ସମେତ ୪ ଗୁରୁତର
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହାତ ଛାତ୍ର ଦ୍ବୟ ହେଲେ ଦିଗପହଣ୍ଡି ବ୍ଲକ…
ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ମହାନ୍ତି ଘନ ଓରଫ ଲକ୍ଷ୍ମଣ(୬୫) ଗତ ୧ ତାରିଖରେ ଗୁରୁତର ଆହତ ହୋଇଥିଲେ।…
ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ
ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ ସାହି ମଣ୍ଡପରେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁଣିଆ ସନ୍ଦେହରେ କିଛି ଲୋକ ବାନ୍ଧିକି…

