ଗଞ୍ଜାମ

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ସୁଦର୍ଶନ ପରିବାର ସହ ଜଣେ ସମ୍ପର୍କୀୟଙ୍କ ଘରକୁ…

ମନ୍ଦିର ପାଖରେ ବାଇକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌, ଆହତଙ୍କ ପରିଚୟ ଖୋଜୁଛି ପୋଲିସ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ସୋରାଦେବି ମନ୍ଦିର ପାଖରେ ଶୁକ୍ରବାର ରାତି ୮ଟାରେ ଗୋଟିଏ ବାଇକକୁ ଆଉ ଗୋଟିଏ ବାଇକ ପଛଆଡୁ ଧକ୍କା ଦେଇଥିଲା। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଥମ…

ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା: ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ

ପୁରୁଷୋତ୍ତମପୁର,୯ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରାର ଶୁକ୍ରବାର ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ ହୋଇଛି। ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲ ସୁନ୍ଦରୀଙ୍କ ଘଟକୁ ପରମ୍ପରା ଅନୁସାରେ…

ଓଡ଼ାସିଙ୍ଗି ଠାକୁରାଣୀ ଯାତ୍ରା: ନାଟକ ଉଦ୍‌ଘାଟନ କଲେ ତହସିଲଦାର

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଓଡ଼ାସିଙ୍ଗି ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ରମାଦେବୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଶୁକ୍ରବାର ୬ଷ୍ଠ ଦିନରେ ପହଞ୍ଚିଛି। ଗୁରୁବାର ସନ୍ଧ୍ୟାରେ କୁକୁଡାଖଣ୍ଡି ଓ ଲେଙ୍କାଖାଳି ଗ୍ରାମର ପୌରାଣିକ ରାମାୟଣ ନାଟକ ପରିବେଷଣ ହୋଇଥିଲା। ଦିଗପହଣ୍ଡି…

ପାହଲଗାମ୍‌ ଆଟାକ୍: ରକ୍ତଦାନ କରି…

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ବେଚ୍ଛାକୃତ ରକ୍ତଦାତା ସଂଘ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ବୈଠକରେ ସଂଘର ସମ୍ପାଦକ ହରପ୍ରସାଦ…

ଆଧ୍ୟାତ୍ମିକ ପରିବେଶରେ ସମ୍ପନ୍ନ ହେଲା ମହାଯଜ୍ଞର ପୂର୍ଣ୍ଣାହୁତି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମ ଶ୍ରୀ ଧବଳେଶ୍ୱର ଶୈବପୀଠ ପରିସରରେ ଶ୍ରୀ ହନୁମାନଙ୍କ ପ୍ରତିମୂର୍ତ୍ତି ଏବଂ ବୃଷଭ ପ୍ରତିଷ୍ଠା ନିମନ୍ତେ ବୈଶାଖ ଶୁକ୍ଳ ଦଶମୀ ତିଥି ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ମହାଯଜ୍ଞ ବୈଶାଖ ଶୁକ୍ଳ…

ଶିକ୍ଷକଙ୍କ ବାଇକ୍‌ ଡିକି ଭାଙ୍ଗି ଲୁଟି ନେଲେ ଟଙ୍କା

ଛତ୍ରପୁର,୮ା୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଛତ୍ରପୁର ସହର ମୁଖ୍ୟ ବଜାର ରାସ୍ତାରୁ ଗୁରୁବାର ଜଣେ ଶିକ୍ଷକଙ୍କ ବାଇକ୍‌ ଡିକି ଭାଙ୍ଗି ସେଥିରେ ଥିବା ବ୍ୟାଗରୁ ୫୫ ହଜାର ଟଙ୍କା ଲୁଟ ହୋଇଛି। ଲୁଟର ଶିକାର ହୋଇଥିବା ଛତ୍ରପୁର ବ୍ଲକ ବଉଳଗାଁ ପଞ୍ଚାୟତ…

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ…

ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଲାଗି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ପୁରୁଷୋତ୍ତମପୁର,୮।୫(ସୀମାଞ୍ଚଳ ମିଶ୍ର): ଦିନିକିଆ ଗଞ୍ଜାମ ଗସ୍ତରେ ଆସି ମୁଖ୍ୟମନ୍ତୀ ମୋହନ ଚରଣ ମାଝୀ ପୁରୁଷୋତ୍ତମପୁର ବ୍ଲକ ଗାଙ୍ଗଦହଣୀ ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ଶତବାର୍ଷିକ ଉସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରେଣୀକକ୍ଷକୁ ଯାଇ ଛାତ୍ରୀଛାତ୍ରଙ୍କ ସହ ବସି ଭାବର ଆଦାନ…

କଳିଙ୍ଗା ଘାଟିରେ ଦୁର୍ଘଟଣା

ଭଞ୍ଜନଗର,୮।୫(ବାବୁଲା ପ୍ରଧାନ)- ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ଏକ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଗାଡ଼ି ଚାଳକ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଭଞ୍ଜନଗର ଏବଂ ଜି…

ପିପୁଲ୍ସ କଲେଜରେ ଚାଲିଥିଲା ରେଡ୍‌କ୍ରସ୍‌ ଦିବସ ପାଳନ: ଏହି ସମୟରେ ପଶିଗଲା ନାଗ, ଆଉ ତା’ ପରେ…

ଭଞ୍ଜନଗର/ବୁଗୁଡ଼ା,୮ା୫(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗ୍ରୀଷ୍ମ ଛୁଟି ଯୋଗୁ କଲେଜ ଏବଂ ସ୍କୁଲଗୁଡ଼ିକ ବର୍ତ୍ତମାନ ବନ୍ଦ ଅଛି। ଅଧ୍ୟାପକ ଏବଂ ଶିକ୍ଷକମାନେ ରୋଷ୍ଟର ଡ୍ୟୁଟିରେ ଯାଇ ଅଫିସ କିମ୍ବା କମନ ରୁମ୍‌ରେ ବସୁଛନ୍ତି। ଶ୍ରେଣୀଗୁଡ଼ିକ ବନ୍ଦ ଯୋଗୁ କେଉଁଠି କ୍ଲାସ ରୁମ୍‌…

ଘୁମୁସର ବନଖଣ୍ଡରେ ୯୭ ହାତୀ: ଗାଁରେ ପଶିଗଲେ ୨ ଦନ୍ତା

ଭଞ୍ଜନଗର,୮ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ବିଗତ କିଛିବର୍ଷ ହେବ ହାତୀମାନଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଯାଇଛି। ପଡ଼ୋଶୀ ବନଖଣ୍ଡ ଅପେକ୍ଷା ଏହି ଦୁଇ ବନଖଣ୍ଡରେ ହାତୀମାନଙ୍କ ରହଣି ପାଇଁ ଉପଯୁକ୍ତ ବାସସ୍ଥଳୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri