ଗଞ୍ଜାମ

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ୧ ଘଣ୍ଟା ୧୦ ମିନିଟ୍‌ ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ...

ଚମକିଲେ ଗଞ୍ଜାମ ଝିଅ ମନସ୍ବିନୀ

ଗଞ୍ଜାମ,୧୭ା୫(ଡି.ଏନ.ଏ.):ଗଞ୍ଜାମର ସୁନାଝିଅ ମନସ୍ବିନୀ ମହାରଣା। ଦୁଃସାହସିକ ସାମୁଦ୍ରିକ କ୍ରୀଡ଼ା ଏସୀୟ ଉଇଣ୍ଡ ସର୍ଫିଙ୍ଗ ଚାମ୍ପିୟନଶିପରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଭାରତୀୟ ଆର୍‌ଏସ୍‌-ଏକ୍ସ ଶ୍ରେଣୀରେ ଏକ ନମ୍ବର ସ୍ଥାନ ଅଧିକାର କରି ରାଜ୍ୟ ତଥା ଦେଶ ପାଇଁ...

ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ମୃତ, ୧୪ ଆକ୍ରାନ୍ତ

ଧରାକୋଟ,୧୬ା୫(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଧରାକୋଟ ବ୍ଲକ ନାକତିରି ଗାଁରେ ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ ଲାଇବାରିଆ ଗମାଙ୍ଗ ଓ ତାମଙ୍ଗ ମଣ୍ଡକ। ଏହି ଗାଁକୁ...

ରାତି ପାହିଲେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଚନ୍ଦନଯାତ୍ରା: ଚୂଡାନ୍ତରେ ପ୍ରସ୍ତୁତି

ରମ୍ଭା:୧୬।୫: ଗତ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ରମ୍ଭା ଚନ୍ଦନଯାତ୍ରା ବିଧିବିଧାନ ସହକାରେ ପାଳନ କରାଯାଉଥିଲା। ହେଲେ ଚଳିତ ବର୍ଷ କରୋନା କଟକଣା ହଟିବା ପରେ ସ୍ଥାନୀୟ ବାସିନ୍ଦା ଓ ଶାନ୍ତି କମିଟି...

ଗୁଣି ସନ୍ଦେହରେ ମାଡ଼ ଘଟଣା: ଥାନାରେ ଭଉଣୀଙ୍କ ଅଭିଯୋଗ

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଗଡ଼ ହୁମ୍ମା ଗ୍ରାମରେ ଦୁଇ ଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗିବା ଘଟଣାରେ ସୋମବାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଆହତ କିଶୋର ଦାସଙ୍କ ଭଉଣୀ ସୋମବାର ଥାନାରେ...

ବିକାଶ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୋଲସରା,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ କଳମ୍ବ ଗ୍ରାମରେ ଶନିବାର ସାମାନ୍ୟ ବଚସାରୁ ବିକାଶ ସାହୁ ଓରଫ କାଉ(୨୮)ଙ୍କୁ ହତ୍ୟା କରାଯାଇଥିଲା। ଏନେଇ ପୋଲସରା ଥାନାରେ ଏକ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା...

ହାତୀବନ୍ଧ ପାର୍କ କାମ ଆରମ୍ଭ

ଭଞ୍ଜନଗର,୧୬।୫(ଡି.ଏନ.ଏ.): ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଉଦ୍ୟମ କ୍ରମେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ଶାଖା ପଛପଟେ ଥିବା ହାତୀବନ୍ଧ ପାର୍କ କାମ ଗତ କିଛି ଦିନ ହେଲା ଆରମ୍ଭ ହୋଇଛି। ଏବେ ଉକ୍ତ ପୋଖରୀରୁ...

ଗୋପାଳପୁର ପୋର୍ଟକୁ ଆର୍‌ଟିଓଙ୍କ ନୋଟିସ

ଛତ୍ରପୁର,୧୬।୫(ଡି.ଏନ.ଏ.): ମୋଟର ଯାନ ଆଇନ ଉଲ୍ଲଂଘନ ନେଇ ଗୋପାଳପୁର ପୋର୍ଟ ଲିମିଟେଡ୍‌କୁ ନୋଟିସ ଜାରି ହୋଇଛି। ଗଞ୍ଜାମ ଆର୍‌ଟିଓ ମାନସ ରଞ୍ଜନ ସାହୁ ମୋଟର ଯାନ ଆକ୍ଟ -୧୯୮୮ର ସେକ୍ସନ ୨୧୩(୫) ଆଧାରରେ ଏହି ନୋଟିସ ଜାରି କରିଛନ୍ତି। ନୋଟିସ ବଳରେ...

ନକଲି ପୋଲିସ ପରିଚୟରେ ସୁନାଗହଣା ଲୁଟ୍‌ ଘଟଣା: ୪୫ ଦିନ ପରେ ବି ଅଭିଯୁକ୍ତଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୬।୫: ପୁଣିଥରେ ବ୍ରହ୍ମପୁର ସହରରେ ନକଲି ପୋଲିସର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ସେଲ୍ସ ଟ୍ୟାକ୍ସ ଛକରେ ଗତ ଏପ୍ରିଲ ୩ ତାରିଖ ସ୍ପଷ୍ଟ ଦିବାଲୋକରେ ଘଟିଥିଲା। ରାସ୍ତାରେ ଚାଲି ଚାଲି ଯାଉଥିବା ସୁଭଦ୍ରା ମିଶ୍ରଙ୍କୁ ପୋଲିସ...

କାମରେ ଲାଗୁନି ଆବର୍ଜନା ସଂଗ୍ରହ ଭାକ୍ୟୁମ ମେଶିନ

ବ୍ରହ୍ମପୁର ଅଫିସ୍‌,୧୬।୫: ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସହରକୁ ସ୍ବଚ୍ଛ ରଖିବା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ୨୦୨୨ ସ୍ବଚ୍ଛ ସର୍ବେକ୍ଷେଣ କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିବା ପାଇଁ ସହରବାସୀଙ୍କ ପକ୍ଷରୁ ଭୋଟିଂ ସରିଛି। ତେବେ ବିଏମ୍‌ସି ପକ୍ଷରୁ...

ଜେଲରେ ଥିବା ସମୀରଙ୍କ ନାମରେ ପୁଣି ମାମଲା

ବ୍ରହ୍ମପୁର ଅଫିସ,୧୬।୫: ବେକାର ଯୁବତୀ ଯୁବକଙ୍କୁ ଚାକିରି ଦେବା ନଁାରେ ଟଙ୍କା ଠକେଇ ଅଭିଯୋଗରେ ସମୀର ନାୟକ ଏବେ ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଅଛନ୍ତି। ପୁଣି ତାଙ୍କ ନାମରେ ବଡବଜାର ଥାନାରେ ଏକ ସମାନ ଅଭିଯୋଗ ଆସିଛି। ଏହି...

ବେଦମନ୍ତ୍ରରେ କମ୍ପୁଛି ତାରା ତାରିଣି ପାହାଡ, ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଜଳ ଯାତ୍ରା 

ପୁରୁଷୋତ୍ତମପୁର, ୧୬/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟ ଲାଗି ବେଦମନ୍ତ୍ର ରେ ତାରାତାରିଣୀ ପାହାଡ଼ କମ୍ପିଉଠିବାରେ ଲାଗିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri