ଗଞ୍ଜାମ

ହେଉଥିଲା ମୋରମ ଚୋରା ଚାଲାଣ, ୨ଟି ହାଇଓ୍ବାକୁ ଜବତ କରି ୩ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୩।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡା ନିକଟସ୍ଥ ଶାର୍ଗୁଣାପଲ୍ଲୀ ପାହାଡରୁ ଚୋରାରେ ମୋରମ ଚାଲାଣ ହେଉଥିଲା। ଏହି ସମୟରେ ଚଢ଼ାଉ କରି ୨ଟି ହାଇୱା ଟ୍ରକ( ନଂ ଓଡି ୦୪ ଭି ୧୭୩୫ ଏବଂ ଓଡି…

ମେଧାବୀ ଛାତ୍ରୀଛାତ୍ର ଅଭିନନ୍ଦନ ଉତ୍ସବ

ଭଞ୍ଜନଗର,୩ା୫(ବାବୁଲା ପ୍ରଧାନ): ଭଞ୍ଜନଗର ସହରତଳି ଡିହପଢାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଏବଂ ଲାଲସିଂ କେଆର ଉଚ୍ଚ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏନେଇ ଶନିବାର ଶିଶୁ ମନ୍ଦିର ପରିସରରେ ସଂପୃକ୍ତ ବିଦ୍ୟାଳୟର ମେଧାବୀ ଛାତ୍ରୀଛାତ୍ର ଅଭିନନ୍ଦନ…

ଭଞ୍ଜନଗରରେ ଥିବା ଜଳଭଣ୍ଡାର, ନଦୀ ଆଡ଼ିବନ୍ଧର ନିୟମିତ ଯାଞ୍ଚ କରାଯାଉ: ସଚିବ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ)-ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ତଥା ସତନ୍ତ୍ର ସଚିବ (ଜଳ ପ୍ରଭାରୀ ,ଗଞ୍ଜାମ) ମୁକୁଳ ଚନ୍ଦ୍ର ବେରା ୩ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ଶନିବାର ଦ୍ୱିତୀୟ ଦିନରେ ଭଞ୍ଜନଗର ଜଳଭଣ୍ଡାର, ଡହ ଜଳଭଣ୍ଡାର, ମାଧବରିଡା ଆନିକାଟ ବୁଲି…

୩୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ପାଟପୁର ଥାନା ବାବୁଲିବନ୍ଧ ଖାରିସାହି ଗ୍ରାମର ସୁରେଶ ମଲ୍ଲିକଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୩୬/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ…

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ: ରାଜନୀତି ବିଜ୍ଞାନ ବିଭାଗ ଛାତ୍ରୀଛାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା

ଭଞ୍ଜନଗର,୩ା୫(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିଲାଗି ଆୟୋଜିତ ସଭାରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷତା କରି ଛାତ୍ରୀଛାତ୍ରଙ୍କୁ…

ମାଟ୍ରିକ ପରୀକ୍ଷା ଫଳ: ପ୍ରଜ୍ଞାରାଣୀ ବ୍ଲକ ଟପ୍ପର

ଦିଗପହଣ୍ଡି,୩।୫(ଅଶେଷ ନାଥ ମିଶ୍ର): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷ ୧୦ମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପାସହାର ଶତ ପ୍ରତିଶତ ରହିଥିବା ବେଳେ ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡା ୬୦୦ ମାର୍କରୁ…

‘ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଗୁରୁଙ୍କ ଅବଦାନ ଅତୁଳନୀୟ’

ଭଞ୍ଜନଗର,୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରୀ ଦଣ୍ଡପାଣି ମହାରଥା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ନାୟକ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବ୍ଲକ ପଞ୍ଚାୟତ…

ରେକର୍ଡ ସୃଷ୍ଟି କଲେ ଅବିନାଶ: ବିଦ୍ୟାଳୟ ପାଇଁ ଆଣିଲେ ଗୌରବ

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ):ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସଦ୍ୟ ପ୍ରକାଶିତ ଦଶମ ଶ୍ରେଣୀର ଫଳାଫଳ ପ୍ରକାଶ ପାଇବା ପରେ ଟାଙ୍ଗଣାପଲ୍ଲୀ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି। ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ନୋଡାଲ ବିଦ୍ୟାପୀଠର ଛାତ୍ର ଅବିନାଶ ବୈଦ୍ୟ ମୋଟ ୫୬୦…

ପ୍ରେମିକାଙ୍କୁ ଛୁରିଭୁସି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଏବେ କଥା କଥାକେ ହତ୍ୟା ଓ ମରଣାନ୍ତକ ଘଟଣା ଘଟୁଛି। ଗୋପାଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଶୁକ୍ରବାର ନିମଖଣ୍ଡି…

୪ରେ ଖୋଲିବ ଭଞ୍ଜନଗର ଓ୍ବାଟର ପାର୍କ

ଭଞ୍ଜନଗର,୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ୱାଟର ପାର୍କ ସମ୍ପ୍ରସାରିତ ହେବା ପରେ ତାହା ଆସନ୍ତା ୪ ତାରିଖରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏପରିକି ଫୁଡ କୋର୍ଟର ମଧ୍ୟ…

ଆରମ୍ଭ ହେଲା ମା’ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା,ଉତ୍ସବ ମୁଖର ମଙ୍ଗରାଜପୁର ଗାଁ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗାଁର ମାଁ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗୁରୁବାର ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ବିଳମ୍ବିତ ରାତିରୁ ଶୁଭାରମ୍ଭ ହୋଇଛି। ଦୂର ଦୁରାନ୍ତରେ ଥିବା ବହୁ ସଂଖ୍ୟକ…

ଦିଗପହଣ୍ଡିରେ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟ ଉଦଘାଟନୀ ସମାରୋହରେ ଭାଜପା ରାଜ୍ୟପରିଷଦ ସଦସ୍ୟ ପରେଶ ଚନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri