ଆରମ୍ଭ ହେଲା ମା’ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା,ଉତ୍ସବ ମୁଖର ମଙ୍ଗରାଜପୁର ଗାଁ
ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗାଁର ମାଁ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗୁରୁବାର ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ବିଳମ୍ବିତ ରାତିରୁ ଶୁଭାରମ୍ଭ ହୋଇଛି। ଦୂର ଦୁରାନ୍ତରେ ଥିବା ବହୁ ସଂଖ୍ୟକ…
ଦିଗପହଣ୍ଡିରେ କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଘାଟିତ
ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟ ଉଦଘାଟନୀ ସମାରୋହରେ ଭାଜପା ରାଜ୍ୟପରିଷଦ ସଦସ୍ୟ ପରେଶ ଚନ୍ଦ୍ର…
ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଗାଁ ଉତ୍ସବ ମୁଖର
ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ନିମନ୍ତେ ଗୁରୁବାରଠାରୁ ମହାଯଜ୍ଞ ଶୁଭାରମ୍ଭ ହୋଇଛି। ରବିବାର ମହାଯଜ୍ଞର ପୂର୍ଣ୍ଣାହୁତି କରାଯିବ। ଏହି ଆଧ୍ୟାତ୍ମିକ କାର୍ଯ୍ୟ ପାଇଁ ସମଗ୍ର ଗାଁ ଉତ୍ସବ…
ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ,ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ପରିବାର
ପୋଲସରା,୨ା୫(ସୁବ୍ରତ ବେହେରା): ସୁରଟରେ ଗତ ୨୯ ତାରିଖରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମ କୁମ୍ଭାର ସାହିର କାହ୍ନୁ ବେହେରା (୪୨)। ସ୍ତ୍ରୀ, ଦୁଇଟି ଝିଅ ଏବଂ ଗୋଟିଏ…
ଭଞ୍ଜନଗର, ସୋରଡ଼ା ଜଳଭଣ୍ଡାର ହେବ ପୁନରୁଦ୍ଧାର
ଭଞ୍ଜନଗର,୨।୫(ବାବୁଲା ପ୍ରଧାନ): ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ବତନ୍ତ୍ର ସଚିବ (ଜଳ ପ୍ରଭାରୀ ଗଞ୍ଜାମ) ମୁକୁଳ ଚନ୍ଦ୍ର ବେରା ତିନି ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ଶୁକ୍ରବାର ବିଭିନ୍ନ ଜଳସେଚନ ପ୍ରକଳ୍ପର ନିରୀକ୍ଷଣ କରିଛନ୍ତି। ଏହି ଅବସରରେ ସେ…
କରନ୍ଦାପଲ୍ଲୀରେ ଯୁବକଙ୍କୁ ଆକ୍ରମଣ ଘଟଣା: ଆଉ ଜଣଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ
ପୁରୁଷୋତ୍ତମପୁର,୨।୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କରନ୍ଦାପଲ୍ଲୀ ଗ୍ରାମରେ ମଙ୍ଗୁଳୁ ରେଡ୍ଡି ନାମକ ଜଣେ ବ୍ୟକ୍ତିଙ୍କୁ ମରଣାତ୍ମକ ଆକ୍ରମଣ କରାଯାଇଥିବା ଅଭିଯୋଗରେ ପୁଣି ଆଉ ଜଣଙ୍କୁ ପୋଲିସ ଗିରଫକରି ଶୁକ୍ରବାର କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ବାବୁ…
ସହରାଞ୍ଚଳ ଗରିବଙ୍କ ପାଇଁ ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’ର ଶୁଭାରମ୍ଭ
ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ସହଯୋଗୀ ସାଜିବ ସହଯୋଗ। ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଅନଗ୍ରସରଙ୍କୁ ସରକାରୀ ଯୋଜନାଗୁଡ଼ିକ ସହ ଯୋଡ଼ିବାର ଅନନ୍ୟ ପ୍ରୟାସ ରାଜ୍ୟରେ ଶୁଭାରମ୍ଭ ହୋଇଛି। ଏହାକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର ଶୁଭାରମ୍ଭ କରିଥିଲେ। ରାଜ୍ୟରେ…
ସାଇକେଲ-ବାଇକ୍ ମୁହାଁମୁହିଁ, ୨ ଗୁରୁତର, ଚିକିତ୍ସା ବ୍ୟବସ୍ଥା କରାଇଲେ ବିଧାୟକ
ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୋଟିବିରାଡ଼ି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବାଇକ୍ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କୋଟିବିରାଡ଼ିର ଉଦୟ ନାୟକ ଓ ବାଲିସାହିର…
୧୪ ଦଫା ଦାବି ନେଇ ଧାରଣାରେ ବସିଲେ ୩୭ ପରିବାର: ଜିଲାପାଳ ଦେଲେ ପ୍ରତିଶ୍ରୁତି
ଛତ୍ରପୁର, ୨।୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସାର ବାଘଲଟି ଜଳପ୍ରକଳ୍ପ ବିସ୍ତାପିତ ୩୭ ପରିବାର ୧୪ ଦଫା ଦାବି ନେଇ ଛତ୍ରପୁରସ୍ଥିତ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ବାଘଲଟି ପ୍ରକଳ୍ପ ହେତୁ ୨୦୨୧ ମସିହାରେ ସେମାନଙ୍କୁ ଅନ୍ୟ…
ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ: ଜଗନ୍ନାଥଙ୍କ ମାନବୀୟ ଲୀଳା ଶ୍ରବଣ କଲେ ଶ୍ରଦ୍ଧାଳୁ
ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟୀ ସିଂହଦାର ସମ୍ମୁଖରେ ଗତ ୨ ଦିନ ଧରି ଚାଲିଥିବା ଶ୍ରୀ ଜଗନ୍ନାଥ କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଗୁରୁବାର ରାତିରେ ଉଦ୍ଯାପିତ ହୋଇଯାଇଛି। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ…
କୟାଁ ବ୍ୟାଘ୍ରଦେବୀ ମନ୍ଦିର ଶୁଭସ୍ତମ୍ଭ ସ୍ଥାପନ: ଜୁନ ୪ରେ ପ୍ରତିଷ୍ଠା ଉତ୍ସବ
ଭଞ୍ଜନଗର,୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନିକଟରେ ଥିବା ବହୁପୁରାତନ ମା’ ଭଗବତୀ ରାଜରାଜେଶରୀଙ୍କ କୟାଁ (ବାଟ) ବ୍ୟାଘ୍ରଦେୀ ମନ୍ଦିର ନୂତନ ପ୍ରାସାଦ ଉତ୍ସବ ଜୁନ ୪ ରୁ ୯ ତାରିଖ ୬ ଦିନ ଧରି ହେବ। ତେଣୁ ଶୁକ୍ରବାର…
କଳସ ଧରି ଗ୍ରାମ ପରିକ୍ରମା କଲେ ମହିଳା
ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନେଟେଙ୍ଗା ଶ୍ରୀ ବୁଢ଼ିମା ଠାକୁରାଣୀ ମନ୍ଦିର ପୁନରୁଦ୍ଧାର ଏବଂ ପ୍ରତିଷ୍ଠା ଉତ୍ସବ ଗୁରୁବାର ଆରମ୍ଭ ହୋଇଯାଇଛି। ଗୁରୁବାର ରାତିରେ ନିକଟସ୍ଥ ନଦୀରୁ ଶତାଧିକ ମହିଳା ଜଳ ଗ୍ରହଣ କରି କଳସ ଶୋଭାଯାତ୍ରାରେ ଆସିଥିଲେ।…
Archives


