ଗଞ୍ଜାମ

ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ

ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା ବାପାକୁ ଦୁଇପୁଅ ଅତି ନୃଶଂସ ଭାବରେ ପିଟିପିଟି ମାରିଦେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର…

ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧିନ ଟିଟାମିୟମ କମ୍ପାନୀ ଗେଟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ କିପରି ଦୁର୍ଘଟଣା ଘଟିଲା ତାହା ମଧ୍ୟ ଅସ୍ପଷ୍ଠ ରହିଛି ।…

ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ ହକ ନିମନ୍ତେ ସ୍ବର ଉତ୍ତୋଳନ କରିଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ରାଜ୍ୟରେ ବହୁ ପ୍ରତୀକ୍ଷିତ…

‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’

ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋର୍ଟ…

ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ ସଭାରେ…

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି । ପ୍ରଥମ ଅଧିବେଶନରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକଙ୍କ ବୟସ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ…

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ଲକ୍ଷ୍ମୀ ନାରାୟଣ ଦାସଙ୍କ ମିଳିତ ପୌରହିତ୍ୟରେ…

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ ତାରିଖରେ ଭୁବନେଶର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।…

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀରେ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା…

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ କରିଛି ଏନ୍‌ଏସି ପ୍ରଶାସନ। କିନ୍ତୁ ସାନ ବଜାର ଭେଣ୍ଡିଂ ଜୋନ ଖାଲି ପଡୁଥିବା ବେଳେ…

ସାମ୍ବାଧାନିକ ନୀତି, ନିୟମ, ଶିକ୍ଷାକୁ ନେଇ ସଚେତନତା

ଭଞ୍ଜନଗର,୨୭ା୪(ବାବୁଲା ପ୍ରଧାନ): ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ଗୃହ ଭେଜିପୁଟଠାରେ କାଳଞ୍ଜି ସମାଜର ସାମ୍ବିଧାନିକ ବୈଠକ ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ପ୍ରାକ୍ତନ ସଭାପତି ବିଜୟାନନ୍ଦ ବିଷୋୟୀ କୁଳଦେବତା ବିଶ୍ୱରୂପୀ ଭଗବାନଙ୍କୁ ପୂଜାର୍ଚ୍ଚନା କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri