ଗଞ୍ଜାମ

ନିର୍ବନ୍ଧ ସାରି ଫେରୁଥିଲେ, ଓଲଟିଲା ଗାଡ଼ି, ୩ ଗୁରୁତର

ସୋରଡ଼ା,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଜାତୀୟ ରାଜପଥ ଗାଜଲବଡ଼ି ନିକଟ ଭୂତପଙ୍କାଳ ରାସ୍ତାରେ ବୁଧବାର ଅପରାହ୍ନରେ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା ଏକ ଗାଡ଼ି। ଫଳରେ ଏଥିରେ ଥିବା ୧୫ ଜଣଙ୍କ ମଧ୍ୟରୁ...

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଥାନାଧିକାରୀ

ଗଞ୍ଜାମ,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଥାନାଧିକାରୀ ଭାବେ ବୁଧବାର ସୁଦୀପ୍ତ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଗଞ୍ଜାମ ଥାନାଧିକାରୀ ଭାବେ ଦାୟିତ୍ୱରେ ଥିବା ପି. ସ୍ବରୁପ କିଶାନ ରମ୍ଭା ଥାନାକୁ ବଦଳି ହେବା ପରେ ବୁଧବାର ସୁଦୀପ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଭାଉଜଙ୍କୁ ଅସଦାଚରଣ: ଜେଲ ଗଲେ ଦିଅର

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦିଅର ନରେନ୍ଦ୍ର ଅଧିକାରୀ ତାଙ୍କ ଭାଉଜଙ୍କୁ ଆକ୍ରମଣ କରିବା ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୁକ୍ତ ଙ୍କ ଭାଉଜ...

ପ୍ରେମିକଙ୍କ ପରେ ଜୀବନ ହାରିଲେ ପ୍ରେମିକା

ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି। ସାମନ୍ତରାପୁର ଗ୍ରାମର ଯୁବତୀ ଓ ଯୁବକ...

ଗଞ୍ଜାମ ଏସ୍‌ପି ଅଫିସ ଆଗରେ ଆତ୍ମାହୁତି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଗଞ୍ଜାମ,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ବୋରିଗାଁ ଅଞ୍ଚଳର ବାଦଲ ସାହୁ ନାମକ ଜଣେ ଯୁବକ ଛତ୍ରପୁରସ୍ଥିତ ଏସ୍‌ପି ଅଫିସ ଆଗରେ ଗତ ୧୪ରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଉକ୍ତ ଘଟଣାରେ ରମ୍ଭା ଥାନା ପୋଲିସ ସେହି ଗ୍ରାମର...

ନିମ୍ନମାନର ପୋଷାକ, ଗ୍ୟାସ ଚୁଲା ଯୋଗାଣକୁ ନେଇ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିକୁ ନିମ୍ନମାନର ପୋଷାକ ଏବଂ ଗ୍ୟାସ ଚୁଲା ଯୋଗାଣ ହେଉଥିବା ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ମଙ୍ଗଳବାର ଅଭିଯୋଗ ହୋଇଛି। ମଙ୍ଗଳବାର ପ୍ରବଳ ଖରା ସତ୍ତ୍ୱେ...

କାମ କରିବାକୁ ଯାଇଥିଲେ ବିଦେଶ, ଏବେ ଭିକ ମାଗୁଛନ୍ତି

ଛତ୍ରପୁର,୨୩।୫(ଡି.ଏନ୍‌.ଏ.) କାମ କରିବାକୁ ଯାଇ ଆରବ ଦେଶର କତରରେ ଜଣେ ଓଡ଼ିଆ ଶ୍ରମିକ ଭିକ ମାଗି ଚଳୁଥିବା ଜଣାପଡିଛି। ସେ ହେଲେ ଗଞ୍ଜାମ ଜିଲା ଖଲିକୋଟ ଥାନା ଶ୍ୟାମସୁନ୍ଦରପୁର ଗ୍ରାମର ବିଷ୍ଣୁ ପ୍ରସାଦ ଡାକୁଆ। ଗାଁରେ କୋଣସି କାମଧନ୍ଦା ନ...

ନାହାନ୍ତି ୧୧ ଡାକ୍ତର, ନାହିଁ ମହାପ୍ରୟାଣ ଗାଡ଼ି

ଛତ୍ରପୁର,୨୩।୫(ଡି.ଏନ.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ବ୍ରହ୍ମପୁର ସହରରେ ମୁଖ୍ୟ ହସ୍ପିଟାଲ( ସିଟି ହସ୍ପିଟାଲ) ରହିଛି। ଦୀର୍ଘବର୍ଷ ଧରି ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ହେଡ୍‌କ୍ୱାର୍ଟର ମାନ୍ୟତା ଦେବା ଲାଗି ଦାବି ହୋଇଆସୁଛି ା ମାତ୍ର ଏହାଉପରେ କୌଣସି...

ଦିନକରେ ୧.୯୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୨୩।୫: ସଡ଼କ ସୁରକ୍ଷା ନିୟମ କଡାକଡି କରିବା ପାଇଁ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣିଥିଲେ। ବିଶେଷକରି ହେଲ୍‌ମେଟ ଓ ନିଶାସକ୍ତ ଚାଳକ ଧରପଗଡ ଅଭିଯାନ ଏବେ ଜୋରଦାର କରାଯାଇଛି। ଅମାନିଆଙ୍କ ପାଇଁ ହେଲମେଟ ନ ପିନ୍ଧିଲେ...

ଆମ ଶୌଚାଳୟ ପରିଷ୍କାର ପରିଚ୍ଛନ୍ନତା ଦାବି

ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ସାହି ଓ ପୋଖରୀଗୁଡିକୁ ସ୍ବଚ୍ଛତା ଲକ୍ଷ୍ୟରେ ବିଏମ୍‌ସି ପକ୍ଷରୁ ବିଭିନ୍ନ ୱାର୍ଡରେ ଆମ ଶାୈଚାଳୟ ନିର୍ମାଣ କରାଯାଇଛି। ଯେଉଁଠାରେ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ପାଇଖାନା...

ଶିବାନୀ ପାଇବେ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ବଡ଼ମେଡିକାଲ ନର୍ସିଂ ଅଫିସର ଶିବାନୀ ଦାଶ ଭାରତୀୟ ନର୍ସିଂ ପରିଷଦ ପକ୍ଷରୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପାଇଁ ମନୋନୀତ ହୋଇଛନ୍ତି। ସେବା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ସ୍ବୀକୃତି ସ୍ବରୂପ ତାଙ୍କୁ ମିଳିବ ଏହି ସମ୍ମାନଜନକ ପୁରସ୍କାର।...

ବିଏମ୍‌ସି କାର୍ଯ୍ୟାଳୟରେ ଖତ ଖାଉଛି ଡଷ୍ଟବିନ

ବ୍ରହ୍ମପୁର ଅଫିସ୍‌,୨୩।୫: ବ୍ରହ୍ମପୁର ମହାନଗରକୁ ସ୍ବଚ୍ଛ ସର୍ବେକ୍ଷଣ ଦାୈଡରେ ପ୍ରଥମ ସ୍ଥାନକୁ ନେଇ ବିଏମସି ଆଶା ରଖିଛି। ବିଏମସି ପକ୍ଷରୁ ସ୍ବଚ୍ଛତାକୁ ନେଇ ଜନସାଧାରଣଙ୍କ ମତାମତ ସଂଗ୍ରହ ପ୍ରକ୍ରିିୟା ମଧ୍ୟ ସରିଛି। କେବଳ ଫଳାଫଳକୁ ଅପେକ୍ଷା ରହିଛି। ଅନ୍ୟପଟେ ବିଏମସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri