ଜୀବନ ସଂଘର୍ଷରେ ହାରିଗଲେ ଚାଷୀ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବାବୁ ଗୌଡ଼(୫୦)। ମିଳିଥିବା…
ରାସ୍ତାରେ ଯାଉଯାଉ ବାଇକ୍ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ…
୨ ଦିନ ହେଲା ବସ୍ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ ବାଣିଜ୍ୟ ପେଣ୍ଠସ୍ଥଳୀ ହୋଇଥିବା ବେଳେ ପ୍ରତିଦିନ ବସ୍ଷ୍ଟାଣ୍ଡକୁ ଆଖପାଖ ଅଞ୍ଚଳରୁ ହଜାର ହଜାର…
ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ
ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ବିଭିନ୍ନ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ କେଶବ ଗୌଡ଼ଙ୍କୁ ଆଜୀବନ…
ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ
ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ର ସଂଯୋଜିକା ତଥା ଅଧ୍ୟାପିକା…
ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…
ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଆଇଆଇସି କୁଳମଣି ସେଠୀଙ୍କ ସଂଯୋଜନାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ୍ଡିପିଓ…
ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି ୫ଟି ଏସ୍ବିଏମ୍ଏଲ୍ (ସିଙ୍ଗଲ ବ୍ୟାରେଲ୍ ମଜଲ୍ ଲୋଡିଂ) ବନ୍ଧୁକ ସମେତ ବନ୍ଧୁକ ନିର୍ମାଣରେ…
୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷା ତଥା ସିଭିଲ ଜଜ (ସିନିୟର ଡିଭିଜନ)…
ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ
ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ସୂର୍ଯ୍ୟନାରାୟଣପୁର ଗ୍ରାମର ଇ. ସୀମାଦ୍ରୀ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ସୀମାଦ୍ରୀ ବିଲରେ…
ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ
ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିସରରେ ଆୟୋଜିତ ସଭାରେ ଅଧ୍ୟକ୍ଷ ଚିନ୍ତାମଣି ପଲାଇ ସଭାପତିତ୍ୱ କରିଥିଲେ। ଶିକ୍ଷୟିତ୍ରୀ…
କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ହରିଗଡ଼ ଗ୍ରାମପଞ୍ଚାୟତର ବଦାଙ୍ଗୀ ଗ୍ରାମର ବାସିନ୍ଦା ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ…
ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଦିଲୀପ କୁମାର ପ୍ରଧାନ…

