ଗଞ୍ଜାମ

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ ଚ୍ୟାଲେଞ୍ଜ ଦେଇଛନ୍ତି। ସେମାନେ ଗୋଟିଏ ରାତିରେ ୪ଟି ମନ୍ଦିରରୁ ରୂପା ଅଳଙ୍କାର ଚୋରି କରି…

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ ୨ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କେ. ନୂଆଗାଁ ଥାନା…

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ ପଦକ ପାଇ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହାକୁ ନେଇ ବ୍ଲକ…

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି…

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ (BEO)…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର ସଫଳତାର ସହ ଉଦଯାପିତ ହୋଇଯାଇଛି। ସ୍କୁଲ ଅଧ୍ୟକ୍ଷ ଏନ୍. ରାଜକିଶୋରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି…

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି…

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ଶନିବାର ରୌପ୍ୟ ଜୟନ୍ତୀ ସମାରୋହ ଅତି ଆଡମ୍ବର ସହକାରେ ଉଦଘାଟିତ ହୋଇଯାଇଛି। ପ୍ରତିଷ୍ଠାତା ଡଃ…

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର ବିଶାଳ ଅହିରାଜ ସାପ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ବେଶ୍…

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭ ମସିହାରେ ଶେଷ ଥର ପାଇଁ ବାର୍ଷିକ ଉତ୍ସବ ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ କରୋନା ସମେତ…

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?