ଗଞ୍ଜାମ

ବିଜେଡି ନେତା ଦ୍ୱୟଙ୍କୁ ହତ୍ୟା ଘଟଣା: ୩ ଦିନିଆ ପୋଲିସ ରିମାଣ୍ଡରେ ୩ ସୁପାରିକିଲର

ଦିଗପହଣ୍ଡି,୧୨।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ପାଳଝାଡି ଗ୍ରାମର ଦୁଇ ବିଜେଡି ନେତା ସୁଦର୍ଶନ ସୁଆର ଏବଂ ସୁଧୀର ଚନ୍ଦ୍ର ପାତ୍ରଙ୍କ ହତ୍ୟା ଘଟଣାରେ ପୋଲିସ ଅଧିକ ତଥ୍ୟ ଆଦାୟ ପାଇଁ ଉଦ୍ୟମ ଆରମ୍ଭ କରିଛି। ଗତ ପଞ୍ଚାୟତ...

‘ଅସାନି’ ପ୍ରଭାବ: ଭାସିଗଲା ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଅଣ୍ଡା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଯୋଗୁ ଅଲିଭ ରିଡ୍‌ଲେ କଇଁଛଙ୍କ ଲକ୍ଷାଧିକ ଅଣ୍ଡା ଭାସିଯାଇଛି। ଗଞ୍ଜମ ଜିଲା ଋଷିକୁଲ୍ୟା ମୁହାଁଣରେ ଛୁଆ ଫୁଟିବାକୁ ଥିବା ଅଣ୍ଡାଗୁଡ଼ିକ ସମୁଦ୍ର ଓ ନଦୀ ଜଳରେ ଭାସି ଯାଇଥିବା ଦେଖିବାକୁ ମିଳିଛି। କିଛି ସ୍ଥାନରେ ବେଳାଭୂମି...

ଯାତ୍ରାର ଶେଷଦିନ ପୂର୍ବରୁ ହୁଣ୍ଡି ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ

ବ୍ରହ୍ମପୁର ଅଫିସ,୧୧।୫: ବ୍ରହ୍ମପୁରରେ ଚୋରି, ଲୁଟ୍‌ ଏବେ ନିତିଦିନିଆ ଘଟଣା ହୋଇଛି। ବିଶେଷ କରି ବୈଦ୍ୟନାଥପୁର ଥାନା ଅଞ୍ଚଳ ଲୁଟେରାଙ୍କ ଚରାଭୂଇଁ ପାଲଟିଛି। ଏଭଳିସ୍ଥିତିରେ ଏକ ଚୋର ଗ୍ୟାଙ୍ଗ ମଙ୍ଗଳବାର ବିଳମ୍ବିତ ରାତିରେ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା...

ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର...

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର...

ସମୁଦ୍ରରେ ଆଉ ନାହାନ୍ତି ମତ୍ସ୍ୟଜୀବୀ, ଅସୁରକ୍ଷିତ ସ୍ଥାନ ଚି଼ହ୍ନଟ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ସମୁଦ୍ର ଅଶାନ୍ତ ହେଉଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମୁଦ୍ରରେ କେହି ମତ୍ସ୍ୟଜୀବୀ ନ ଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏ...

ଲୋକଙ୍କ ଲାଗି ୨ ଦିନ ସମୁଦ୍ର ବେଳାଭୂମି ମନା

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ଗଞ୍ଜାମ ଜିଲାର ସମସ୍ତ ସମୁଦ୍ର ବେଳାଭୂମିକୁ ମଙ୍ଗଳବାର ଓ ବୁଧବାର ୨ ଦିନ ଲାଗି ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି...

ପହଁରି ପହଁରି ସମୁଦ୍ରକୂଳକୁ ଆସିଲେ ୬୦ ମତ୍ସ୍ୟଜୀବୀ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ନିକଟ ଉପକୂଳଠାରୁ ୨୦୦ ମିଟର ଦୂର ସମୁଦ୍ରରେ ଏକ ବଡ଼ ଅଘଟଣରୁ ୬୦ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମାଛ ମାରି ଆର୍ଯ୍ୟପଲ୍ଲୀ ନିକଟ କୂଳକୁ ଫେରୁଥିବା ବେଳେ ଜେଟିଠାରୁ ୨୦୦ ମିଟର...

ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା

ଗଞ୍ଜାମ,୧୦।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ  ଉଚ୍ଚ ଜୁଆର ଆସୁଛି। ଫଳରେ ଗୋପାଳପୁର ବେଳାଭୂମିରେ ୩ ନଂ ବିପଦ...

ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି ରହିିଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀ ଏକ ଡଙ୍ଗାରେ...

ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଫେରିଲା ବେଳେ...

ମୋ ସ୍ବାମୀଙ୍କୁ ମିଥ୍ୟା ମାମଲାରେ ଫସାଇଛି ବନ ବିଭାଗ

ଭଞ୍ଜନଗର,୯ା୫(ଡି.ଏନ୍‌.ଏ.): ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥ ପ୍ରସାଦ ରେଞ୍ଜ ଅଧୀନ ତିରିଗୋଛ ଗ୍ରାମର ଅମର ବେହେରା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଗତ ୨୭ ତାରିଖରେ ଗିରଫ ହୋଇଥିଲେ। ବନ୍ୟପ୍ରାଣୀ ଶିକାର ପାଇଁ ସେ ଜଙ୍ଗଲରେ ନିଆଁ ଲଗାଉଥିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri