ଗଞ୍ଜାମ

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା ମିଳୁନାହିଁ। ତେଣୁ ସେମାନଙ୍କ ଭୂମିକାକୁ ନେଇ ପୋଲିସର ସନ୍ଦେହ ହୋଇଛି। ଉଭୟଙ୍କ ଫୋନ ସୁଇଚ୍‌…

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ କାମ କରିବାକୁ ଆସୁଛି ତ ଆଉ କିଏ ଅପରାଧିକ କାର୍ଯ୍ୟ କରିବାକୁ ଆସୁଛି ତାହା…

ରାସ୍ତାରେ ଚାଲି ଚାଲି ଯାଉଥିଲେ, ଧକ୍କା ଦେଲା ପର୍ଯ୍ୟଟକ ବସ୍‌

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରରୁପର୍ଯ୍ୟଟକଙ୍କୁ ନେଇ ରବିବାର ଉତ୍ତର ଭାରତ ଅଭିମୁଖେ ଯାଉଥିବା ଏକ ବସ୍‌ ଧକ୍କାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ମୁଜାଗଡ଼ର ଗଙ୍ଗା ମୁଳି। ଆହତ ଗଙ୍ଗାଙ୍କୁ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଅଧିକ…

ଦାଦୀ ରତ୍ନ ମୋହିନୀ ଜୀଙ୍କ ସ୍ମୃତିରେ ରକ୍ତଦାନ ଶିବିର

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦୀ ରତ୍ନ ମୋହିନୀ ଜୀଙ୍କ ତ୍ରୟୋଦଶ ଦିବସ ପାଳନ ଅବସରରେ ଶାନ୍ତି ସ୍ରୋତ ଭବନ, ନୀଳାଦ୍ରି ବିହାର ଭଞ୍ଜନଗରଠାରେ ରବିବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ବିକାଶରେ ଶୂନ୍ୟସ୍ଥାନ ସୃଷ୍ଟି କଲେ ଏହି ପ୍ରଗତିଶୀଳ ନେତା

ଦିଗପହଣ୍ଡି,୨୦ା୪(ଅଶେଷ ନାଥ ମିଶ୍ର): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଭାରତୀୟ ଆଇନଜୀବୀ ସଂଘର ଜାତୀୟ ପରିଷଦ ସଭ୍ୟ ହରପ୍ରସାଦ ରଥ ଶୋକ ପ୍ରକାଶ କରି ଦିବାକର ନାୟକଙ୍କ ବିୟୋଗ ବାମପନ୍ଥୀ ଲଢେଇ ତଥା…

ଟାଟା ଦ୍ୱାରା ଜମି ହରା ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ସ୍ଥାୟୀ ନିଯୁକ୍ତି ନ ମିଳିଲେ ଗଣଧାରଣା ଧମକ

ଛତ୍ରପୁର,୨୦।୪,(ଦିଲ୍ଲୀପ ସାମଲ): ଟାଟା ଦ୍ୱାରା ଜମି ହରା ଓ ତାଲିମ ପ୍ରାପ୍ତ ଯୁବତୀଯୁବକଙ୍କୁ ଦୀପକ ଫଟିଲାଇଜର ଓ ପେଟ୍ରୋକେମିକାଲ୍ସ କମ୍ପାନୀରେ ସ୍ଥାୟୀ ନିଯୁକ୍ତି ଦାବୀ ଜୋର ଧରିଛି, ଏନେଇ ଟାଟା ଷ୍ଟିଲ (ସ୍ବତନ୍ତ୍ର ଅର୍ଥନୈତିକ ଜୋନ ) ଶ୍ରମିକ ସଂଘ ପକ୍ଷରୁ…

ନୂଆ ଭାରତୀୟ ନ୍ୟାୟ ସଂହିତାରେ Zero FIR

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଗାୟଗଣ୍ଡା ଗ୍ରାମ ବିକାଶ ବିଦ୍ୟା ବିହାର ପରିସରରେ various provisions of BNSS and J.J. (CPC) Act” ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

ସର୍ବଭାରତୀୟ JEE ମେନ୍‌ରେ ଛତ୍ରପୁରର ବିଷ୍ଣୁଙ୍କ ସଫଳତା

ଛତ୍ରପୁର,୨୦।୪(ସନ୍ତୋଷ ପାଢ଼ୀ ): ସଦ୍ୟ ପ୍ରକାଶିତ JEE ମେନ୍‌ ୨୦୨୫ ପରୀକ୍ଷାରେ ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଷ୍ଣୁପ୍ରସାଦ ଶତପଥୀ ୯୯.୯୩% ମାର୍କ ରଖିଛନ୍ତି । ସେ ବର୍ତ୍ତମାନ ଡିଏଭି ଚନ୍ଦ୍ରଶେଖରପୁରଠାରେ ଅଧ୍ୟୟନ କରିବା ସହ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେଇଛନ୍ତି…

ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ କରିବା ସହ ୩ଜଣଙ୍କୁ ପୁରୁଷୋତ୍ତମପୁର ପୋଲିସ ଶନିବାର ଗିରଫ କରିଛି। ସେମାନେ ହେଲେ ରାଜିବ…

ଘୁମୁସର ଇତିହାସ ଉପରେ ଅଧିକ ଗବେଷଣା ହେବ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନ ତାର ଅଷ୍ଟମ ବାର୍ଷିକ ଉତ୍ସବ ମେ ଶେଷ ସପ୍ତାହରେ ପାଳନ କରିବ। ତେଣୁ ସଙ୍ଘର କର୍ମକର୍ତ୍ତା ମାନେ ରବିବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରଛନ୍ତି।…

ଅଟୋ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର,୭ ଆହତ ମଧ୍ୟରେ ଅଛନ୍ତି ଜଣେ ଶିଶୁ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ଗୋଲାପଡା ଛକରେ ରବିବାର ସକାଳେ ଏକ ଅଟୋ ଓ ବାଇକ୍‌ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଶିଶୁ ସମେତ ୭ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ…

‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ 

ଦିଗପହଣ୍ଡି,୧୯। ୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଚୌଧୁରୀ ଟିକରପଡା ଗ୍ରାମରେ ଶ୍ରୀ ହନୁମାନ ଜୟନ୍ତୀ ଉତ୍ସବ ଉଦଯାପନୀ ଉପଲକ୍ଷେ ଶୁକ୍ରବାର ରାତିରେ ଶ୍ରେଷ୍ଠ ସାମାଜିକ ନାଟକ ‘କାହାଣୀ କାନ୍ଦୁଛି ଆଖି ଲୁଚେଇ ‘ ନାଟକ ମଞ୍ଚସ୍ଥ ହୋଇଯାଇଛି ।  ଦିଗପହଣ୍ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri