ଗଞ୍ଜାମ

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ ନିକଟସ୍ଥ ମା’ ରତନେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବୈଶ୍ୟ ସମାଜର କେନ୍ଦ୍ରୀୟ ସଭାପତି…

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କଣ୍ଟେଇପଲ୍ଲୀର ଜି ଏସ୍‌…

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତି ଇତିହାସ ରଚିଲେ। ବଡମାଧପୁର ଗଞ୍ଜାମ ଟାଇକୋଣ୍ଡୋ ଏକାଡେମୀ ଗତ…

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ଏସ୍‌. ସାଇକ୍ରିଷ୍ଣା ପାତ୍ର ଅଂଶ ଗ୍ରହଣ କରି ନିଜ…

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ କେ. ନୂଆଗାଁ ଥାନା ପୋଲିସ ୨ ବର୍ଷ ପରେ ରବିବାର ଗିରଫ କରିଛି। ସେ…

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ପ୍ରାୟ ତିନି ଚାରି ଦିନ ତଳର ହୋଇଥିବା ପୋଲିସ…

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ କାମୁଡାରେ ଆହାତ ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ବିଲରେ ଧାନ କାଟି ଘରକୁ ଫେରୁଥିବା ବେଳେ…

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନ ଧରି ହେବାକୁ ଥିବା ସମ୍ମିଳନୀରେ ରାଜ୍ୟ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ ସାହିର ଦୁଇ ସାଙ୍ଗ ଶ୍ରୀ ନୀଳକଣ୍ଠେଶର ମନ୍ଦିର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା…

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?