ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ତଥା ବିଧାନସଭାସ୍ତରୀୟ ସକ୍ରୀୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ଜାତୀୟ ସଭାପତି ଜେ.ପି…
ସଂଘବଦ୍ଧ ଆକ୍ରମଣ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ
ଆସିକା,୧୯ା୪(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତ କେ. ଭରତପଲ୍ଲୀ ଗ୍ରାମରେ ଶୁକ୍ରବାର ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଥିଲେ। ପୋଲିସ ଶନିବାର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଧରାକୋଟ ଗ୍ରାମର ଦିଗାମ୍ବର ଦାସଙ୍କୁ…
ଭଞ୍ଜନଗରରେ ଝଡ ତୋଫାନ ସହ ବର୍ଷା:ବିଦ୍ୟୁତ୍ ଖୁଣ୍ଟ ପଡ଼ି ଭାଙ୍ଗିଲା କାର
ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ଗ୍ରାମରେ ଶନିବାର ଅପରାହ୍ନରେ ପ୍ରବଳ ଝଡ ତୋଫାନ ଯୋଗୁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ଏକ କାର ଉପରେ ପଡ଼ିଯାଇଛି । ଫଳରେ ଗାଡ଼ିଟି କ୍ଷତିଗ୍ରସ୍ତ ହୋଇଛି। ସାରେ ଭଞ୍ଜନଗର ଅଞ୍ଚଳରେ ଝଡ…
ଭାର ଉତ୍ତୋଳନ ସମର କୋଚିଂ କ୍ୟାମ୍ପ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ଯୋଜନା
ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରୀକ୍ଷା ସରିବା ପରେ ଛାତ୍ରୀଛାତ୍ରମାନେ ଘରେ ବସି ରହୁଛନ୍ତି। ତେଣୁ ସେମାନଙ୍କ ମଧ୍ୟରେ ଶାରୀରିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟର ସମସ୍ତ ଇଣ୍ଡୋର ଷ୍ଟାଡିୟମରେ ବିଭିନ୍ନ ପ୍ରକାର ମାଗଣା ତାଲିମ ଶିବିର ବର୍ତ୍ତମାନ…
ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ
ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ସେ ତାଙ୍କ ଛେଳଗୁଡିକ ନିମନ୍ତେ ଗଛ ଡାଳ ସଂଗ୍ରହ ପାଇଁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ…
ବାଇକ୍ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍ ପ୍ରାୟ ୪ ଟାରେ…
ବୁଲାଣି ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…
ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଏହା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ବାଇକରେ ବସିଥିବା ଚାରିଜଣ…
ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା
ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ହୋଇଥିଲା।…
ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା
ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି ପଞ୍ଚ ଠାକୁରାଣୀଙ୍କ ଯାତ୍ରା ଲାଗି ଶୁକ୍ରବାର ରାତିରେ ବଡବଜାରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।…
ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଆଇନଜୀବୀ ହରପ୍ରସାଦ ରଥଙ୍କ ସଂଯୋଜନା ଏବଂ ଏନ୍ଏସି ନଗରପାଳ ପ୍ରଫୁଲ ପଣ୍ଡାଙ୍କ…
ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି। ନାବାଳିକାଙ୍କୁ ଅପହରଣ ଘଟଣାରେ ସମ୍ପୃକ୍ତ କାହ୍ନା ବାରିକଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁରସ୍ଥିତ ପୋକ୍ସକୋର୍ଟକୁ…
ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଉଦ୍ଯାପିତ: ଏବେଠୁ ଲଢ଼େଇ ଆରମ୍ଭ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଯୁକ୍ତ ୩ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍ଯାପନୀ କାର୍ଯ୍ୟକ୍ରମରେ…
Archives


