ନଦୀରେ ନାହିଁ ବାଲି, ଗଛଲତାରେ ଭରିଗଲାଣି
ଭଞ୍ଜନଗର,୧୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣଯନ୍ତ୍ରୀଙ୍କ ଅଧୀନରେ ଥିବା ଅନେକ ନଦୀରେ ଗଛ ପୂର୍ଣ୍ଣ ହୋଇଯାଉଛି। ବର୍ଷବର୍ଷ ଧରି କାଶତଣ୍ଡୀ ଫୁଲର ମୂଳ ନଦୀରେ ରହୁଛି। ଯେଉଁଠି ଫୁଲଗଛ ରହୁଛି ସେଠି ମାଟି ଉଚ୍ଚ ହୋଇ ରହୁଛି।…
ଘର ପୋଡି କ୍ଷତିଗ୍ରସ୍ତଙ୍କୁ ମିଳିଲା ସହାୟତା
ଧରାକୋଟ,୧୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ଡାକିବଜା ଗ୍ରାମରେ ଶଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ୧୦ଟି ପରିବାରର ୧୧ ବଖରା ପୋଡି ଯାଇଥିଲା। ଏହି କ୍ଷତିଗ୍ରସ୍ତ ପରିବାରଙ୍କୁ ଶୁକ୍ରବାର ସହାୟତା ବଣ୍ଟନ କରାଯାଇଛି। ଘଟଣାସ୍ଥଳରେ…
ଆନ୍ଧ୍ରପ୍ରଦେଶରୁ ଫେରୁଥିଲେ ଓଡ଼ିଶା: ବାଟରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ
ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ରୁଦ୍ର ସେଠୀ(୨୪) ଆନ୍ଧ୍ର ପ୍ରଦେଶ ସୋମପେଣ୍ଠା ସହର ନିକଟ ଜାତୀୟ ରାଜପଥରେ ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ବାଇକ (ନଂ. ଓଡ଼ି ୦୭ ଇ -୭୮୧୭)ପଛରେ ବସିଥିବା ତାଙ୍କ…
ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ତଦନ୍ତ ଆରମ୍ଭ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମା’ ଚାମୁଣ୍ଡା ମନ୍ଦିର ନିକଟ ଏକ ତୋଟାରୁ ଶୁକ୍ରବାର ସକାଳେ ପ୍ରାୟ ୫୫ ବର୍ଷୀୟା ବୃଦ୍ଧାଙ୍କ ଗଳିତ ମୃତଦେହ ପୋଲିସ ଜବତ କରି ତଦନ୍ତ ଚଳାଇଛନ୍ତି। ମୃତକଙ୍କ ପରିଚୟ ଜଣାପଡିନାହିଁ। ଦିଗପହଣ୍ଡି ଥାନା…
ବାଇକ-ହାଇୱା ମୁହାଁମୁହିଁ ଧକ୍କା: ବାଇକ ଆରୋହୀ ମୃତ
ମୋହନା,୧୮।୪(ମନ୍ମଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା କଂସାମାରି ଗାଁର ରାଜନ ମୋହନ ଦୋରା (୪୮) ଅଡବାରୁ ଏକଟିଭିଏସ ବାଇକ (ଓଡି ୦୭ଡି ୯୨୧୩)ଯୋଗେ କଂସାମାରି ଯିବା ସମୟରେ ମେରାପଲ୍ଲୀ ଗାଁ ନିକଟରେ ଏକ ବୁଲାଣିରେ ବିପରୀତ ଦିଗରୁ ଏକ ହାଇୱା…
ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଭାଜପା ପକ୍ଷରୁ ବିକ୍ଷୋଭ
ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଚନ୍ଦ୍ରଚୁଡେଶ୍ବର ଶୈବପୀଠ ନିକଟରେ ଥିବା ନରସିଂହ ପୋଖରୀର ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ପ୍ରକାଶ ପାଇଛି। ଏଥିରେ ବହୁ ଅନିୟମିତତା କରାଯାଇଥିବା ପ୍ରତିବାଦରେ ଦିଗପହଣ୍ଡି ନଗର ଭାଜପା ପକ୍ଷରୁ ଗୁରୁବାର…
ବିଧାୟକଙ୍କ ଦ୍ବାରା ନଦୀଜଳ ସଂରକ୍ଷଣ ପ୍ରକଳ୍ପ ଉଦଘାଟିତ
ଦିଗପହଣ୍ଡି,୧୭।୪,(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମ ରାମନଦୀରେ ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ୫୯.୯୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଅନ୍ତଃ ନଦୀଜଳ ସଂରକ୍ଷଣ ପ୍ରକଳ୍ପର ଶୁଭ ଉଦଘାଟନ ହୋଇଯାଇଛି। ଚିକିଟି ଜଳସମ୍ପଦ…
ପରୀକ୍ଷା କେନ୍ଦ୍ରରୁ ନବବିବାହିତା ନିଖୋଜ: ଥାନାରେ ଗୁରୁତର ଅଭିଯୋଗ ଆଣିଲେ ସ୍ବାମୀ
ଦିଗପହଣ୍ଡି,୧୭୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ କଲେଜରେ ପରୀକ୍ଷା ଦେବା ପରେ ଜଣେ ନବବିବାହିତା ପରୀକ୍ଷା କେନ୍ଦ୍ରରୁ ନିଖୋଜ ଥିବା ଜଣାପଡିଛି।ଏନେଇ ସ୍ବାମୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର…
ଖେମୁଣ୍ଡି ଓକିଲ ସଂଘ ସଭାପତି ଭାବେ ହୃଦୟ ରଞ୍ଜନ ମନୋନୀତ
ଦିଗପହଣ୍ଡି,୧୭୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘ ସଭାପତି ଭାବେ ବରିଷ୍ଠ ଆଇନଜୀବି ହୃଦୟ ରଞ୍ଜନ ମେକାପ ରାଜ୍ୟ ଆଇନଜୀବି ପରିଷଦ ମନୋନୀତ କରିଛନ୍ତି।ଗୁରୁବାର ଏନେଇ ରାଜ୍ୟ ଆଇନଜୀବି ପରିଷଦ ପକ୍ଷରୁ ଚିଠି ଆସି ପହଞ୍ଚିଛି।…
ପ୍ରବାଦପୁରୁଷଙ୍କ ଗୁଣଗାନ କଲେ ବିଜୁପ୍ରେମୀ
ପୁରୁଷୋତ୍ତମପୁର,୧୭।୪(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନଗର ବିଜେଡି ପକ୍ଷରୁ ପ୍ରବାଦପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଗୁରବାର ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ପାଳିତ ହୋଇଯାଇଛି। ଏହି ଅବସରରେ ଦଳୀୟ କର୍ମୀ ଓ ବିଜୁପ୍ରେମୀମାନେ ଯାଇ…
ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ୩୮ ବିଧାୟକ! ସାଂଘାତିକ ଖୁଲାସା କଲେ ଭାଜପା ବିଧାୟକ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୁରୁବାର ଭଞ୍ଜନଗରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର ଅଧ୍ୟକ୍ଷତା କରି ଦଳର ନୀତି, ଆଦର୍ଶ ଓ ଶୃଙ୍ଖଳା ସମ୍ପର୍କରେ ପାଠ…
ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ
ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି ଏନଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ଜିଲା ପରିଷଦ ସଭ୍ୟ ସନାତନ…
Archives


