ଗଞ୍ଜାମ

ସୁନାପୁର ବ୍ଲୁଫ୍ଲାଗ ବିଚ୍‌ ପରିଦର୍ଶନ କରି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୁନାପୁର ସମୁଦ୍ର ବେଳାଭୂମିକୁ ବ୍ଲୁଫ୍ଲାଗ ବିଚ୍‌ ଭାବେ ପରିଣତ କରାଯାଉଛି। ଏହି କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସେଠାକୁ ଯାଇ କାର୍ଯ୍ୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଆସନ୍ତା ୬...

ପୂଜାରୀଙ୍କ ଉନ୍ମତ କାଣ୍ଡ: ମନ୍ଦିର ଲଗାଇଦେଲେ ନିଆଁ

ବ୍ରହ୍ମପୁର ଅଫିସ,୨୨।୪: ପୂଜାରୀଙ୍କ ଉନ୍ମତ୍ତ କାଣ୍ଡ। ମନ୍ଦିରକୁ ପୂଜା କରିବାକୁ ଆସି କଲ୍ୟାଣ ମଣ୍ଡପରେ ପଡ଼ିଥିବା ଦୁଇଟି ସୋଫାରେ ନିଆଁ ଲଗାଇ ଦେଇ ପଳାଇଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ବ୍ରହ୍ମପୁରରେ। ଶୁକ୍ରବାର ସକାଳୁ ଗେଟବଜ଼ାର କୁଠାରୀ...

ସବ୍‌ଜେଲ୍‌ ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲକୁ ଶୁକ୍ରବାର ଅଚାନକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନ କରିଛନ୍ତି। ସେଠାରେ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ଅନୁଧ୍ୟାନ କରିଥିଲେ।

ଜେଲ ଗଲେ ବଳାତ୍କାରୀ

ବ୍ରହ୍ମପୁର ଅଫିସ,୨୧ା୪: ନାବାଳିକାଙ୍କୁ ଅପହରଣ ବଳାତ୍କାର ମାମଲାରେ ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏପରିକି ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଛି। ଅଭିଯୁକ୍ତ ଜଣକ ଗୋପାଳପୁର ଅଞ୍ଚଳର ଜୟସେନ ବେହେରା। ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ...

ଏକା ସାଙ୍ଗରେ ୮୩ ପିଲାଙ୍କ ବ୍ରତୋପନୟନ

କବିସୂର୍ଯ୍ୟନଗର,୨୧ା୪(ଡି.ଏନ୍‌.ଏ.): ନିଖିଳ ଉତ୍କଳ ଶୈବ ପାଞ୍ଚାଳ ବିଶ୍ୱ ବ୍ରାହ୍ମଣ ସମାଜ, ପୂର୍ବ ଖଣ୍ଡ ତାଲୁକା ପକ୍ଷରୁ କିଛି ବର୍ଷ ହେଲା ଗରିବ ବ୍ରାହ୍ମଣ ପିଲାଙ୍କ ସାମୁହିକ ବ୍ରତୋପନୟନ କାର୍ଯ୍ୟ ଜାରି ରହିଛି। କିଛି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗରେ ସଂଘ ଏହି...

ମେ’ ୧୫ରୁ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଲାଗି ପ୍ରସ୍ତାବ

ଛତ୍ରପୁର,୨୧ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ମେ’ ୧୫ରୁ ଆରମ୍ଭ ହୋଇ ୨୦ ତାରିଖରେ ଅନୁଷ୍ଠିତ ହେବ। ଏନେଇ ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା...

ପଥରରେ ନିର୍ମାଣ ହେବ ପୋତାଗଡ଼ ମୁଖ୍ୟ ଫାଟକ: ନିର୍ମାଣ କାର୍ଯ୍ୟ ଶୀଘ୍ର, ୬ କୋଟି ୯୭ ଲକ୍ଷ ବ୍ୟୟ ଅଟକଳ

ଗଞ୍ଜାମ,୨୧।୪(ଡି.ଏନ.ଏ.):  ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ସରିଛି। ଏହି ଐତିହାସିକ ପୋତାଗଡ଼ ଉନ୍ନତି କରଣ ପାଇଁ ୬ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ ହୋଇଥିବା ତହସିଲ ଅଫିସ...

ଅଟକିଛି ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ

ଛତ୍ରପୁର,୨୧।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଆର୍ଥିକ ବର୍ଷରେ ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ ଯୋଜନା ଆରମ୍ଭ ହୋଇଥିଲା। ଏହି ପରିପ୍ରେକ୍ଷୀରେ କେରୁବାଡି-ଆଡିପଙ୍ଗା ଭାୟା ବେଡେପଙ୍ଗା ରାସ୍ତା ନିର୍ମାଣ ପରିକଳ୍ପନା କରାଯାଇଥିଲା। ତେବେ ଉକ୍ତ ରାସ୍ତା ପାଇଁ ଆବଶ୍ୟକ ଜମି ଡିମାରକେଶନରେ...

ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ ଚେତାବନୀ

ହିଞ୍ଜିଳିକାଟୁ,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଲ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ହିଞ୍ଜିଳିକାଟୁ ବ୍ଲକର ସମସ୍ତ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି...

ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆସ୍କା ଏମ୍‌ପି ପ୍ରମିଳା ବିଷୋୟୀ ଓ...

ଯୁବକଙ୍କୁ ତହସିଲଦାର ଚାପୁଡ଼ା ମାରିବା ଘଟଣା: ଜିଲାପାଳଙ୍କଠାରେ ତଦନ୍ତ ଦାବି

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମର ଅରଣ୍ୟ କୁମାର ନାହାକଙ୍କୁ ୧୩ ତାରିଖରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ପରେ ସ୍ଥାନୀୟ ଲୋକେ ଏହି ମାଡ଼ ଘଟଣାକୁ ନେଇ...

ପୋଲିସକୁ ଚକମା ଦେଖାଇ ଖସିଆସୁଥିଲେ, ରାସ୍ତାରେ ଓଲଟିଲା ଗଞ୍ଜେଇ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନ

ଭଞ୍ଜନଗର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୁଜୁରାଳିଗ୍ରାମ ନିକଟରେ ବୁଧବାର ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣା ପରେ ଭ୍ୟାନରେ ବିପୁଳ ପରିମାଣରେ ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଛି। ଖବର ପାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri