ଆସିକା ଏମ୍ପିଙ୍କ ଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ, ଏହି ଅବସରରେ ଅଞ୍ଚଳର ବୃଦ୍ଧବୃଦ୍ଧା, ଭିନ୍ନକ୍ଷମମାନଙ୍କୁ ଦିଆଗଲା…
ପୁରୁଷୋତ୍ତମପୁର,୫।୨ (ସବିତା ମିଶ୍ର) : ଯେଉଁ ମହାପୁରୁଷଙ୍କ ଲାଗି ଆଜି ଆାମେ ବ୍ରିଟିଶ କବଳରୁ ମୁକ୍ତହୋଇ ସ୍ବାଧିନ ଭାରତୀୟ ବୋଲି ଗର୍ବ କରୁଛେ ସେଭଳି ମହାନ ପୁରୁଷ ଅଣବନ୍ଦୀ ସ୍ବାଧିନତା ସଂଗ୍ରାମୀ ପି କୃଷ୍ଣମୂର୍ତ୍ତୀଙ୍କୁ ମନେ ପକାଇଛନ୍ତି ପୁରୁଷୋତ୍ତମପୁର ଅଞ୍ଚଳବାସୀ ।…
ଦିନଦ୍ୱିପ୍ରହରରେ ଭଞ୍ଜନଗର କୋର୍ଟ ଆଗରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ଖେଳିଗଲା ଆତଙ୍କ
ଭଞ୍ଜନଗର,୫।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଦିନଦ୍ୱିପ୍ରହରରେ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଲେ ବୁଦୁଲୀର ଅଶୋକ ସାଇଁ (୪୫) । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।…
ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କୁ ପୁଷ୍ପମାଲ୍ୟ: ବିଜୁ ବାବୁ ଅମର ରହେ ସ୍ଲୋଗାନରେ ପ୍ରକମ୍ପିତ ହେଲା ଅଞ୍ଚଳ
ଗଞ୍ଜାମ,୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଷ୍ଟେଶନ ରୋଡ଼ ସାମନ୍ତରା ସାହି ଛକଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଏନଏସି ବିଜେଡି ପକ୍ଷରୁ ଗୁରୁବାର ପୁଷ୍ପମାଲ୍ୟ ଅର୍ପଣ କରାଯାଇଛ। ବିଜେଡି ନଗର ସଭାପତି ସୁଧୀର କୁମାର ପାଢ଼ୀଙ୍କ…
ବୁଗୁଡ଼ାରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ, ପୂର୍ବତନ ଶ୍ରମ ମନ୍ତ୍ରୀ….
ବୁଗୁଡା,୫।୩(କାଳିଚରଣଦାଶ): ବୁଗୁଡ଼ା ବଳଦେବସ୍ବାମୀ ବସଷ୍ଟାଣ୍ଡ ପରିସରରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ…
ବାଇକ୍-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ
ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ -୪୮୬୬) ଓ ବାଇକ (ନଂ. ଓଡ଼ି୩୨ ଜି-୩୯୯୭) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…
ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..
ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଶାଖା ପରିଚାଳକ ସୁନିଲ କୁମାର ଭତ୍ରା (୪୦) ମୃତ୍ୟୁବରଣ…
ଗଞ୍ଜାମରେ ଧୂମଧାମରେ ପାଳନ ହେଲା ହୋଲି :ସାମିଲ ହେଲେ ମହିଳା
ଗଞ୍ଜାମ,୪/୩(ବିଦ୍ୟାଧର ସାହୁ ):ସମଗ୍ର ଭାରତ ବର୍ଷରେ ପବିତ୍ର ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳିତ ହୋଇଛି। ୱାର୍ଡ ନଂ ତିନି ଆଖଡ଼ା ବନ୍ଧ ସାହିର ଛୁଆ ଠାରୁ ଆରମ୍ଭ କରି ଯୁବକ…
ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ
ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି…
ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା
ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା ଆଜି ଚର୍ଚ୍ଚାରବିଷୟ ପାଲଟିଛି। ତାଙ୍କୁ ରାସ୍ତାରୁ ଏକ ଟଙ୍କା ଭର୍ତ୍ତି ମନିପର୍ସ ମିଳିଥିଲା।…
ପୂର୍ବତନ ସମିତିସଭ୍ୟ ସୁବାସ ସେଠୀଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ସୁବାସ ସେଠୀଙ୍କ ୮୧ ବର୍ଷ ବୟସରେ ମଙ୍ଗଳବାର ଅପରାହ୍ନରେ ତାଙ୍କ ଅନଙ୍ଗପୁର ଗ୍ରାମ ସ୍ଥିତ ବାସଭବନରେ ପରଲୋକ ଘଟିଛି। ଜଣେ ସାଧାରଣ କୃଷକ ପରିବାରରେ…
କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି
ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ ସୋମବାର ରାତିରେ ଉଦ୍ଯାପିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୂର୍ବାଞ୍ଚଳ ସାଂସ୍କୃତିକ…
ଗଞ୍ଜାମ ଐତିହାସିକ ଦୋଳ ଯାତ୍ରା: ଏନଏସି ବିଜେଡି ପକ୍ଷରୁ ପାନୀୟ ଜଳ ବଣ୍ଟନ
ଗଞ୍ଜାମ,୩।୩(ବିଦ୍ୟାଧର ସାହୁ ) : ଗଞ୍ଜାମ ସହରରେ ଚାଲିଥିବା ଐତିହାସିକ ଦୋଳ ଯାତ୍ରାର ଆଜି ଶେଷ ଦିବସ । ମଙ୍ଗଳବାର ବଜାର ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁ କଳାପ୍ରେମୀ ସମାଗମ ହୋଇଥିଲେ। ପ୍ରବଳ ଗୁଳୁଗୁଳି…
Archives


