ଗଞ୍ଜାମ

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନାର ଏଏସଆଇ (ASI) ସୁଜିତ୍‌ ପାଣିଗ୍ରାହୀ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ ସମସ୍ୟା ଉପସ୍ଥାପନ କରୁଥିବା ସମୟରେ ମହିଳା ସରପଞ୍ଚ ଜୟନ୍ତୀ ବେହେରାଙ୍କୁ ଦୁର୍ବ୍ୟବହାର, ଅପମାନଜନକ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି ବିଭିନ୍ନ ମତ୍ସ୍ୟ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି ଜିଲା ଚନ୍ଦ୍ରଗିରି – ଅନ୍ତର୍ବା ରାସ୍ତା କଡ଼ରୁ ଏକ ଶାଗୁଆନ କାଠ ବୋଝେଇ…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା ନୀରବ ପ୍ରାର୍ଥନା ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପୋଡ଼ାମାରି ଗ୍ରାମ ସ୍ଥିତ…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି ପୋଲିସ ହାତରୁ ଛଡାଇ ନେବାକୁ ଉଦ୍ୟମ ହୋଇଛି। ଏହି ସମୟରେ ପୋଲିସ…

ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉପସ୍ଥିତ ରହି ବିଭିନ୍ନ…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଲଦ ସିକକାଙ୍କୁ ତୁରନ୍ତ ନିଃସର୍ତ୍ତ ମୁକ୍ତ କରିବା…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ ଓ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍‌…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ କମ୍ପାନୀରେ କାମ କରୁଥିଲେ। ଅସୁସ୍ଥତା କାରଣରୁ ଗତ ଅଗଷ୍ଟ ୩୧ ତାରିଖରେ ସେ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବେଲଗାଁ ଥାନା ଧୋବାଡ଼ି ଗ୍ରାମରେ ଏହି ଅଘଟଣ ଘଟିଛି। ମୃତକ ହେଲେ ପି.…

ଗାଁ ସାଥୀଙ୍କ ଦୁଇ ଦଫା ଦାବି ନେଇ ବିକ୍ଷୋଭ

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ସହ ଦୁଇ ଦଫା ଦାବି ପୂରଣ ଦାବିରେ ରାଜ୍ୟ ଗାଁ ସାଥୀ (ମେଟ୍‌) ମହାସଂଘ, ଗଞ୍ଜାମ ଶାଖା ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?